Posted inଖେଳ

ଅଭିଷେକ, ସୂର୍ଯ୍ୟକୁମାରଙ୍କ ବିସ୍ଫୋରକ ବ୍ୟାଟିଂ: ୩-୦ରେ ଭାରତର ଆଗୁଆ ସିରିଜ୍‌ ବିଜୟୀ

ଗୁଆହାଟୀ,୨୫ା୧- ଅଭିଷେକ ଶର୍ମା ଓ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ବିସ୍ଫୋରକ ଅର୍ଦ୍ଧଶତକୀୟ ପାଳି ବଳରେ ନ୍ୟୁଜିଲାଣ୍ଡ ବିପକ୍ଷରେ ରବିବାର ଖେଳାଯାଇଥିବା ତୃତୀୟ ଟି୨୦ ମ୍ୟାଚ୍‌କୁ ଭାରତ ୮ ଉଇକେଟରେ ଜିତି ନେଇଛି। ନ୍ୟୁଜିଲାଣ୍ଡ ପକ୍ଷରୁ ଧାର୍ଯ୍ୟ ୧୫୪ ରନର ବିଜୟ ଲକ୍ଷ୍ୟକୁ ଭାରତ ୧୦ ଓଭରରେ ୨ ଉଇକେଟ ହରାଇ ହାସଲ କରି ନେଇଥିଲା।

ଅଭିଷେକ ୨୦ ବଲରେ ୬୮ (୭ ଚୌକା ଓ ୫ ଛକା) ଓ ଅଧିନାୟକ ସୂର୍ଯ୍ୟକୁମାର ୨୬ ବଲରେ ୫୭ (୬ ଚୌକା ଓ ୩ ଛକା) ରନ୍‌ କରି ଅପରାଜିତ ରହିଥିଲେ। ଏହି ବିଜୟ ସହ ଭାରତୀୟ ଦଳ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌କୁ ୩-୦ରେ ଆଗୁଆ ଜିତି ନେଇଛି। ଅଭିଷେକ ଏହି ମ୍ୟାଚ୍‌ ଜରିଆରେ ଅର୍ନ୍ତଜାତୀୟ ଟି୨୦ କ୍ରିକେଟରେ ଦ୍ୱିତୀୟ ଦ୍ରୁତତମ ଅର୍ଦ୍ଧଶତକ ହାସଲ କରିଛନ୍ତି।

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଶିଶୁଙ୍କ ଗେଡ଼ାପଣ: ୬ ଜିଲାରେ ସ୍ଥିତି ଚିନ୍ତାଜନକ

ଭୁବନେଶ୍ୱର,୧୩ା୯(ସୁଚିସ୍ମିତା ସାହୁ): ରାଜ୍ୟରେ ୫ ବର୍ଷରୁ କମ୍‌ ବୟସର ଶିଶୁଙ୍କ ପୋଷଣ ସ୍ଥିତିକୁ ନେଇ ଜାତୀୟ ପରିବାର ସ୍ୱାସ୍ଥ୍ୟ ସର୍ୱେକ୍ଷଣ (ଏନ୍‌ଏଫ୍‌ଏଚ୍‌ଏସ୍‌-୫ରୁ ଏନ୍‌ଏଫ୍‌ଏଚ୍‌ଏସ୍‌-୬)ର ଏକ ତୁଳନାତ୍ମକ ରିପୋର୍ଟ…

ଦୁର୍ଘଟଣାରେ ଆହତ ବୃଦ୍ଧଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଆଜି ମୃତଦେହ ଜବତ କରି…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମ ନିକଟ ମୁଖ୍ୟରାସ୍ତାରେ ଏକ ବାଇକ୍‌ ଧକ୍କାରେ ସାନଖେମୁଣ୍ଡି ବ୍ଲକ ଗୌତମୀ ଗ୍ରାମର…

ଭଦ୍ରକରୁ ଅପହରଣ କରି ୫ ଲକ୍ଷ ଟଙ୍କାର ମୁଣ୍ଡ ଜାମିନ ରଖିଥିଲେ ଅପହରଣକାରୀ, ଆଉ ତା’ ପରେ…

ହାଟଡିହୀ,୧୨ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ପୋଲିସ ପାଇଁ ଅପହରଣର ଶିକାର ହୋଇଥିବା ୩ ଜଣଙ୍କ ଜୀବନ ବଞ୍ଚିଯାଇଛି। ପୋଲିସର ହସ୍ତକ୍ଷେପ ପରେ ଅପହରଣ ଶିକାର ହୋଇ ୫…

କାର୍‌ରେ ଚାଲାଣ ହେଉଥିଲା ଗଞ୍ଜେଇ, ଯାଞ୍ଚ ସମୟରେ ମହାରାଷ୍ଟ୍ରର ୨ ଅଭିଯୁକ୍ତଙ୍କୁ ଧରି…

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ପଞ୍ଚାୟତ ଟୋଲଗେଟ ନିକଟରେ ପୋଲିସ ବ୍ଲକିଂ କରି ଯାଞ୍ଚ କରିବା ସମୟରେ ଗୋଟିଏ କାର୍‌ରୁ ୪୨ କେଜି…

ରାସ୍ତାରେ ଯାଉଯାଉ ବାଇକ୍‌ ସହ କଚାଡ଼ି ହୋଇପଡ଼ିଗଲେ ଯୁବକ, ୮ ଘଣ୍ଟା ପରେ…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା -ଛଣମେରି ଗ୍ରାମ ମଧ୍ୟବର୍ତ୍ତୀ ମୁଖ୍ୟରାସ୍ତା ୟରେ ଶନିବାର ମଧ୍ୟାହ୍ନରେ ସଡ଼କ ଦୁର୍ଘଟଣାରେ ଗୁରୁତର ହୋଇଥିବା ଜଣେ…

ଗ୍ରାମ ସଭାପତିଙ୍କୁ ହତ୍ୟା ମାମଲା: ଆଜୀବନ କାରାଦଣ୍ଡ ଭୋଗିବେ ଦ୍ୱିତୀୟ ଅଭିଯୁକ୍ତ

ଭଞ୍ଜନଗର,୧୨ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଦଣ୍ଡିପଦର ଗ୍ରାମରେ ୨୦୧୬ରେ ଗ୍ରାମ ସଭାପତି ପରୀକ୍ଷିତ ପ୍ରଧାନଙ୍କୁ ହତ୍ୟା କରାଯାଇଥିଲା। ଉକ୍ତ ମାମଲାର ରାୟ ଶୁକ୍ରବାର ପ୍ରକାଶ…

ବ୍ରିକ୍ସ ସମ୍ମିଳନୀରେ କୋରାପୁଟ କଫି ଚାଖିବେ ବିଶ୍ୱ ପ୍ରତିନିଧି, ବଢ଼ିଲା ଓଡ଼ିଶାର ଗୌରବ

କୋରାପୁଟ,୧୨ା୯(ଅମିତାଭ ବେହେରା): କୋରାପୁଟର ପାହାଡ଼ିଆ ଅଞ୍ଚଳରେ ଆଦିବାସୀ ଚାଷୀଙ୍କ ଦ୍ୱାରା ଉତ୍ପାଦିତ ସୁଗନ୍ଧିତ କଫି ଏବେ ବିଶ୍ୱ ମଞ୍ଚରେ ପହଞ୍ଚିଛି। ନୂଆଦିଲ୍ଲୀରେ ଚାଲିଥିବା ୧୮ତମ ବ୍ରିକ୍ସ ଶିଖର…

ଅଷ୍ଟ୍ରେଲିଆରେ ଇତିହାସ ରଚିଲା ପ୍ରବାସୀ ଓଡ଼ିଆଙ୍କ କାର୍ଯ୍ୟକ୍ରମ ‘ଝିଲ୍‌ମିଲ୍‌ ରାତି’, ସବ୍ୟସାଚୀ-ଅର୍ଚ୍ଚିତା ଯୋଗ ଦେଇ…

ସିଡ୍‌ନୀ: ପ୍ରଥମଥର ପାଇଁ ଓଡ଼ିଆ ସିନେ କଳାକାରମାନଙ୍କୁ ନେଇ ସିଡ୍‌ନୀ-ମେଲବୋର୍ନ ସହରରେ ଏକ ମେଗା ସାଂସ୍କୃତିକ କାର୍ଯ୍ୟକ୍ରମ ‘ଝିଲ୍‌ମିଲ୍‌ ରାତି’ ସଫଳତାର ସହ ଆୟୋଜିତ ହୋଇଯାଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?