Posted inଖେଳ

ଶୁଟିଂରେ ଭାରତକୁ ଆଉ ଏକ ସ୍ବର୍ଣ୍ଣ ପଦକ

ହାଙ୍ଗଝୋ,୨୭।୯ : ୨୦୨୩ ଏସିଆନ ଗେମ୍ସରେ ୨୫ ମିଟର ଶୁଟିଂ ଦଳ ଭାରତ ଦ୍ୱିତୀୟ ଥର ପାଇଁ ସ୍ବର୍ଣ୍ଣ ପଦକ ପାଇଛି। ମନୁ ଭାକର, ଇଶା ସିଂ ଏବଂ ରିଦମ ସାଙ୍ଗୱାନଙ୍କ ଦଳ ଭାରତ ପାଇଁ ସ୍ବର୍ଣ୍ଣ ଆଣିଛନ୍ତି। ବୁଧବାର ଶୁଟିଂରେ ଭାରତ ପାଇଁ ଏହା ହେଉଛି ଦ୍ୱିତୀୟ ପଦକ। ବର୍ତ୍ତମାନ ଭାରତକୁ ୪ଟି ସ୍ବର୍ଣ୍ଣ ପଦକ ଆସିଛି। ଯଦି ଶୁଟିଂରେ ଭାରତର ଉତ୍କୃଷ୍ଟ ପ୍ରଦର୍ଶନ ଜାରି ରହିବ, ତେବେ ପଦକ ତାଲିକାରେ ଶ୍ରେଷ୍ଠ ୫ର ଯାତ୍ରା କଷ୍ଟକର ହେବ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

T20 ବିଶ୍ୱକପ୍‌ ୨୦୨୬: ନେଦରଲାଣ୍ଡ ବିପକ୍ଷରେ ଟସ୍‌ ଜିତି ଭାରତର ବ୍ୟାଟିଂ ନିଷ୍ପତ୍ତି

ଅହମ୍ମଦାବାଦ,୧୮।୨: ଟି-୨୦ ବିଶ୍ୱକପ୍‌ ୨୦୨୬ର ଗ୍ରୁପ୍‌-ଏ ମୁକାବିଲାରେ ଭାରତ ଓ ନେଦରଲାଣ୍ଡ ମଧ୍ୟରେ ଲଢ଼େଇ ଆରମ୍ଭ ହୋଇଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

ପୁଟୁପଡ଼ାରେ ବ୍ୟବସାୟୀଙ୍କ ଘରୁ ଚୋରି ଘଟଣା, ୪ ଜଣଙ୍କୁ ଗିରଫ କରି ପୋଲିସର କୋର୍ଟ ଚାଲାଣ

ଖଡ଼ିଆଳ,୧୮।୨(ସୁଜିତ କୁମାର ପ୍ରଧାନ): ନୂଆପଡ଼ା ଜିଲା ଖଡିଆଳ ପୁଟୁପଡା ୱାର୍ଡ ନଂ ୧୧ ନିବାସୀ ପ୍ରବୀଣ ଅଗ୍ରୱାଲ ଘରୁ ଚୋରି ହୋଇଥିବା ଫେବୃଆରୀ ୧୬ ତାରିଖରେ ଖଡ଼ିଆଳ…

ଓଡ଼ିଶା ବଜାରରେ ବିକ୍ରି ହେଉଛି ନିମ୍ନମାନର କ୍ଷୀର, ଆପଣ କିଣୁନାହାନ୍ତି ତ ?

ଭୁବନେଶ୍ବର,୧୮।୨: ରାଜ୍ୟରେ ବିକ୍ରି ହେଉଛି ନିମ୍ନ ମାନର ଦୁଗ୍ଧ ଓ ଦୁଗ୍ଧଜାତ ଦ୍ରବ୍ୟ। ଏନେଇ ବୁଧବାର ବିଧାନସଭାରେ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ରଖିଛନ୍ତି ମତ୍ସ୍ୟ ଓ ପ୍ରାଣୀ ସମ୍ପଦ…

ସରକାରଙ୍କ ବଡ ପଦକ୍ଷେପ: ରସୁଲଗଡ଼ରେ ହେବ ୫୦୦ ମିଟରର ସ୍କାଏୱାକ୍‌

ଭୁବନେଶ୍ବର,୧୮।୨: ରାଜଧାନୀର ଜାତୀୟ ରାଜପଥ-୧୬ରେ ଆଉ ରହିବନି ଦୁର୍ଘଟଣାର ଭୟ। ପଥଚାରୀଙ୍କ ସୁରକ୍ଷା ପାଇଁ ଅଣ୍ଟା ଭିଡିଛି ଭାରତୀୟ ଜାତୀୟ ରାଜପଥ ପ୍ରାଧିକରଣ ବା NHAI। ପଳାଶୁଣିରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri