Posted inଖେଳ

୧୦ ହଜାର ମିଟର ଦୌଡରେ ଭାରତକୁ ରୋପ୍ୟ-ବ୍ରୋଞ୍ଜ ପଦକ…

ହାଙ୍ଗଝୋ,୩୦।୯ : ଏସିଆନ ଗେମ-୨୦୨୩ରେ ଭାରକ ୧୦ ହଜାର ମିଟର ଦୌଡରେ ୨ଟି ପଦକ ହାସଲ କରିଛି। ଭାରତ ପାଇଁ କାର୍ତ୍ତିକ କୁମାର ୨୮:୧୫:୩୮ ଟାଇମିଂରେ ରୌପ୍ୟ ପଦକ ଜିତିଥିବାବେଳେ ଗୁଲବୀର ସିଂ ୨୮:୧୭:୨୧ ଟାଇମିଂରେ ବ୍ରୋଞ୍ଜ ପଦକ ଜିତିଛନ୍ତି।

ଭାରତ ଏସିଆନ ଗେମ୍ସ ୨୦୨୩ ରେ ଏପର୍ଯ୍ୟନ୍ତ ୧୦ ଟି ସ୍ବର୍ଣ୍ଣ, ୧୪ ଟି ରୌପ୍ୟ ଏବଂ ୧୪ ଟି ବ୍ରୋଞ୍ଜ ପଦକ ଜିତିଛି। ଏହା ସହିତ ପଦକ ତାଲିକାରେ ଭାରତୀୟ ଦଳ ଚତୁର୍ଥ ସ୍ଥାନରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭବାନୀପାଟଣାରେ ବର୍ଷିଲେ ମୋକିମ, କହିଲେ ମୁଁ କୌଣସି ଗଡ଼କୁ ବିଶ୍ୱାସ କରେନି

ଭବାନୀପାଟଣା,୧୧ା୫(ଉତ୍ତମ ଦାଶ): କଳାହାଣ୍ଡିର ବିକାଶ ନାଁରେ ଓଡ଼ିଶା ଜନତା କଂଗ୍ରେସ ପକ୍ଷରୁ ସୋମବାର ଏକ ବିଶାଳ ସମାବେଶ ଆୟୋଜନ କରାଯାଇଛି। ଭବାନୀପାଟଣାରେ ଆୟୋଜିତ ଏହି ସମାବେଶରେ ପିସିସି…

ମୁଖ୍ୟମନ୍ତ୍ରୀ ହେଉ ହେଉ ପ୍ରଥମ କ୍ୟାବିନେଟ ବୈଠକରେ ୬ ବଡ଼ ନିଷ୍ପତ୍ତି ନେଲେ ଶୁଭେନ୍ଦୁ, ଯାହା କରି ନଥିଲେ ଦିଦି କରି ଦେଖାଇବେ ଅଧିକାରୀ

କୋଲକାତା,୧୧।୫: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ଅଧ୍ୟକ୍ଷତାରେ ସୋମବାର ପ୍ରଥମ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଥିଲା, ଯେଉଁଥିରେ ସମସ୍ତ ସମ୍ପୃକ୍ତ ଅଧିକାରୀ ଉପସ୍ଥିତ ଥିଲେ। ବୈଠକ ପରେ,…

ବର୍ଷେ ପର୍ଯ୍ୟନ୍ତ ସୁନା ନ କିଣିଲେ କ’ଣ ଶସ୍ତା ହୋଇଯିବ ସୁନା? ଜାଣନ୍ତୁ…

ନୂଆଦିଲ୍ଲୀ,୧୧।୫: ଭାରତୀୟ ପରିବାରରେ ସୁନା ସର୍ବଦା ଏକ ସ୍ବତନ୍ତ୍ର ସ୍ଥାନ ଅଧିକାର କରିଆସିଛି, ତାହା ଅଳଙ୍କାର ଆକାରରେ ହେଉ କିମ୍ବା ନିବେଶ ଭାବରେ। ତଥାପି, ଭାରତ ବିଶ୍ୱର…

ସରକାର ଗଠନର ଗୋଟିଏ ଦିନ ପରେ ଦେଖାଦେଲାଣି ଫାଟ, ଅସନ୍ତୋଷ ପ୍ରକାଶ କଲେ ସହଯୋଗୀ …

ଚେନ୍ନାଇ,୧୧।୫: ତାମିଲନାଡୁ ମୁଖ୍ୟମନ୍ତ୍ରୀ ଥାଲାପତି ବିଜୟଙ୍କ ଶପଥ ଗ୍ରହଣ ସମାରୋହ ସମୟରେ ଏକ ବିବାଦ ସୃଷ୍ଟି ହୋଇଥିଲା ଯେତେବେଳେ, ଜାତୀୟ ସଙ୍ଗୀତ(ଜନଗଣ ମନ) ଏବଂ ରାଷ୍ଟ୍ରଗୀତ(ବନ୍ଦେ ମାତରମ)…

ଆଣ୍ଠୁଗଣ୍ଠି ସମସ୍ୟା ଥିଲେ ଖାଆନ୍ତୁ କଖାରୁ ଫୁଲ

କଖାରୁ ଫୁଲ ଆମ ଶରୀର ପାଇଁ ବେଶ୍‌ ଉପକାରୀ ସାବ୍ୟସ୍ତ ହୋଇଥାଏ। ଅନେକେ ଏଥିରୁ ପ୍ରସ୍ତୁତ ପିଠା ଖାଇବାକୁ ଭଲ ପାଆନ୍ତି। ଏଥିରେ ଅନେକ ପ୍ରକାର ଭିଟାମିନ୍‌…

ସୋମନାଥ ଅମୃତ ମହୋତ୍ସବରେ ଯୋଗଦେଲେ ମୋଦି, କଲେ ପୂଜାର୍ଚ୍ଚନା

ପ୍ରଭାସପାଟନା,୧୧।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମନାଥ ମନ୍ଦିରରେ ଆୟୋଜିତ ‘ଅମୃତ ମହୋତ୍ସବ’ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି ମନ୍ଦିରରେ ପୂଜା କରିଥିଲେ ଏବଂ ପ୍ରାର୍ଥନା କରିଥିଲେ।…

ଭାରତରେ ପ୍ରଯୁକ୍ତିବିଦ୍ୟାର ବିକାଶ

ଦେଶ ସ୍ବାଧୀନତା ଲାଭ କରିବା ପରେ ଏହାର ପ୍ରଗତି ଏବଂ ଅର୍ଥନୈତିକ ଅଭିବୃଦ୍ଧି ପାଇଁ ପ୍ରଯୁକ୍ତିବିଦ୍ୟାକୁ ଗୁରୁତ୍ୱ ପ୍ରଦାନ କରାଯାଇଛି। ଦେଶରେ ଅନେକ ବୃହତ୍‌ ନଦୀବନ୍ଧ ନିର୍ମାଣ…

ଅସୁରକ୍ଷିତ ବାତ୍ୟା ଆଶ୍ରୟସ୍ଥଳକୁ ଲୋକଙ୍କ ଭରସା ନାହିଁ, ଆଲର୍ଟ କେନ୍ଦ୍ରରେ ବାଜୁନି ସାଇରନ

କେନ୍ଦ୍ରାପଡା,୧୧୦ା୫ (ଜଗନ୍ନାଥ ଧଳ): ସମୁଦ୍ର ତଟବର୍ତ୍ତୀ କେନ୍ଦ୍ରାପଡା ଜିଲା ପ୍ରାକୃତିକ ବିପର୍ଯ୍ୟୟପ୍ରବଣ ବୋଲି ରାଜ୍ୟ ଓ କେନ୍ଦ୍ର ସରକାର ଚିହ୍ନଟ କରିଛନ୍ତି। ବନ୍ୟା, ବାତ୍ୟା ସହ ସୁନାମି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri