Posted inଖେଳ

ପ୍ରଥମ ଟି୨୦ ମ୍ୟାଚ୍‌ ଜିତିଲା ଭାରତ

ଚେମ୍ସ ଫୋର୍ଡ, ୨୯ା୫: ଜେମିମା ରୋଡ୍ରିଗ୍ସ ଓ ୟାସ୍ତିକା ଭାଟିଆଙ୍କ ଆକର୍ଷଣୀୟ ଅର୍ଦ୍ଧଶତକ ଏବଂ ନବାଗତ ପେସ୍‌ର ନନ୍ଦନୀ ଶର୍ମାଙ୍କ ଚମତ୍କାର ବୋଲିଂ ଦ୍ୱାରା ଭାରତ ଶୁକ୍ରବାର ଅନୁଷ୍ଠିତ ଇଂଲଣ୍ଡ ବିପକ୍ଷ ପ୍ରଥମ ଅନ୍ତର୍ଜାତୀୟ ମହିଳା ଟି୨୦ କ୍ରିକେଟ ମ୍ୟାଚରେ ୩୮ ରନରେ ବିଜୟ ଲାଭ କରିଛି। ଏଥିସହିତ ଦଳ ୩ ମ୍ୟାଚ ବିଶିଷ୍ଟ ସିରିଜ ୧-୦ରେ ଅଗ୍ରଣୀ ଲାଭ କରିପାରିଛି।

ନିୟମିତ ଅଧିନାୟକ ହରମନପ୍ରୀତ୍‌ କୌରଙ୍କ ଅନୁପସ୍ଥିତିରେ ଖେଳିଥିବା ସ୍ଥାନୀୟ କାଉଣ୍ଟି ଗ୍ରାଉଣ୍ଡରେ ଭାରତ ପ୍ରଥମେ ବ୍ୟାଟିଂ କରିବାକୁ ଯାଇ ପ୍ରାରମ୍ଭିକ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା। ମାତ୍ର ପରବର୍ତ୍ତୀ ସମୟରେ ପ୍ରଦର୍ଶନରେ ଉନ୍ନତି ଆଣି ଦଳ ନିର୍ଦ୍ଧାରିତ ଓଭରରେ ୭ଉଇକେଟ ବିନିମୟରେ ୧୮୮ ରନ କରିଥିଲା।ଜବାବରେ ଇଂଲଣ୍ଡ ୧୫୦/୮ ସ୍କୋରରେ ସୀମିତ ହୋଇଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଘରେ ଝିଅକୁ ସ୍ତନ୍ୟପାନ କରାଉଥିଲେ ମା’: ମାଡ଼ିଗଲା ଟ୍ରକ୍‌, ଆଉ ତା’ପରେ ଯାହା ଘଟିଲା…

ସମ୍ବଲପୁର,୧୪।୭(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ସଦର ଥାନା ଅନ୍ତର୍ଗତ ବାରିବନ୍ଧ ନିକଟ ଜାତୀୟ ରାଜପଥ(୫୩)ରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ବାରିବନ୍ଦ…

SOP ଘୋଷଣା କଲେ ଉଚ୍ଚଶିକ୍ଷା ମନ୍ତ୍ରୀ: କେଜିରୁ ପିଜି ମାଗଣା ଶିକ୍ଷା ବ୍ୟବସ୍ଥାକୁ ନେଇ…

ଭୁବନେଶ୍ୱର,୧୪।୭:କେଜିରୁ ପିଜି ମାଗଣା ଶିକ୍ଷା ବ୍ୟବସ୍ଥାକୁ ନେଇ SOP ଘୋଷଣା କରିଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। ମଙ୍ଗଳବାର ଏକ ପ୍ରେସମିଟ ଜରିଆରେ ସେ ଏନେଇ ସୂଚନା…

ହର୍ମୁଜ ପ୍ରଣାଳୀରେ ଜଣେ ଭାରତୀୟ ନାବିକଙ୍କ ମୃତ୍ୟୁ ପରେ ଆକ୍ସନରେ ଭାରତ ସରକାର

ନୂଆଦିଲ୍ଲୀ,୧୪।୭: ହର୍ମୁଜ ପ୍ରଣାଳୀରେ ୟୁଏଇ ଟ୍ୟାଙ୍କର ଉପରେ ଆକ୍ରମଣ ପରେ ଜଣେ ଭାରତୀୟ ନାବିକଙ୍କ ମୃତ୍ୟୁ ହୋଇଛି, ଯାହା ଭାରତ ସରକାରଙ୍କୁ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ…

ରୋହିତ ଶର୍ମାଙ୍କ ଆଖିରେ ଲୁହ: ଜାଣନ୍ତୁ ପୂରା ଘଟଣା…

ନୂଆଦିଲ୍ଲୀ,୧୪।୭: ଆଜିଠାରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଦିନିକିଆ ସିରିଜ ଆରମ୍ଭ ହେବ। ଟି-୨୦ ସିରିଜ୍‌ ହାରିବା ପରେ ଦିନିକିଆ ସିରିଜ୍‌ ହାତେଇବାକୁ ପଡ଼ିଆକୁ ଓହ୍ଲାଇବ ଭାରତ।…

ଟ୍ରେନରେ ଚତୁର୍ଥୀ ପରେ ଏବେ ରୁଦ୍ରାଭିଷେକ, ଭାଇରାଲ ହୋଇଛି ଭିଡିଓ

ନୂଆଦିଲ୍ଲୀ,୧୪ା୭: ନିକଟରେ, ଏକ ଟ୍ରେନରେ ଫୁଲ ସଜା ହୋଇ ଚତୁର୍ଥୀ ରାତି ପାଇଁ ଆୟୋଜନ ହୋଇଥିବା ଭିଡିଓ ଭାଇରାଲ ହୋଇଥିଲା । ବର୍ତ୍ତମାନ ଚଳନ୍ତା ଟ୍ରେନରେ ପୂଜା…

ଶାବର ଶ୍ରୀକ୍ଷେତ୍ରରେ ନବଯୌବନ ବେଶରେ ମହାପ୍ରଭୁ: ଦର୍ଶନ ପାଇଁ ଭକ୍ତଙ୍କ ପ୍ରବଳ ସମାଗମ

କୋରାପୁଟ, ୧୪।୭ (ଅମିତାଭ ବେହେରା): ପବିତ୍ର ନେତ୍ର ଉତ୍ସବ ଅବସରରେ ମଙ୍ଗଳବାର କୋରାପୁଟସ୍ଥିତ ଶାବର ଶ୍ରୀକ୍ଷେତ୍ରରେ ନବଯୌବନ ବେଶରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ସକାଳଠାରୁ ଭକ୍ତଙ୍କ ପ୍ରବଳ…

ଜାତିସଂଘ ସୁରକ୍ଷା ପରିଷଦରେ ସଦସ୍ୟତା ପାଇଁ ଅଣ୍ଟା ଭିଡ଼ିଲା ଭାରତ

ନୂଆଦିଲ୍ଲୀ,୧୪।୭:ଭାରତ ୨୦୨୮-୨୯ କାର୍ଯ୍ୟକାଳ ପାଇଁ ଜାତିସଂଘ ସୁରକ୍ଷା ପରିଷଦ (UNSC)ର ଅସ୍ଥାୟୀ ସଦସ୍ୟ ହେବା ପାଇଁ ନିର୍ବାଚନ ଅଭିଯାନ ଆରମ୍ଭ କରିଛି। ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର…

ନା ଘର ନା ଗାଡ଼ି…, ଭାଜପା ପ୍ରାର୍ଥୀ ନୀରଜ ସିହ୍ନାଙ୍କ ସମ୍ପତ୍ତି ଜାଣିଲେ ଆଶ୍ଚର୍ଯ୍ୟ ହୋଇଯିବେ

ପାଟନା,୧୪।୭: ବାଙ୍କିପୁର ବିଧାନସଭା ଉପନିର୍ବାଚନ ପାଇଁ ସୋମବାର (ଜୁଲାଇ ୧୩) ଭାଜପା ପ୍ରାର୍ଥୀ ନୀରଜ ସିହ୍ନା ତାଙ୍କର ନାମାଙ୍କନ ଦାଖଲ କରିଥିଲେ। ତାଙ୍କ ଶପଥପତ୍ରରୁ କିଛି ବିବରଣୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri