Posted inଖେଳ

ନାଗପୁର ଟେଷ୍ଟ ୧୩୨ ରନରେ ଜିତିଲା ଭାରତ…

ନାଗପୁର,୧୧।୨ : ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ୧୩୨ ରନରେ ଟିମ୍‌ ଇଣ୍ଡିଆ ଜିତିଛି। ଏହି ବିଜୟ ସହିତ ଭାରତ ଚାରି ମ୍ୟାଚ ବିଶିଷ୍ଟ ସିରିଜରେ ୧-୦ରେ ଅଗ୍ରଣୀ ହାସଲ କରିଛି।

ନାଗପୁରର ପ୍ରଥମ ଇନିଂସରେ ଅଷ୍ଟ୍ରେଲିଆ ୧୭୭ ରନ ସଂଗ୍ରହ କରିଥିଲା। ଏହାର ଜବାବରେ ଭାରତ ୪୦୦ ରନ ସଂଗ୍ରହ କରି ୨୨୩ ରନ ଅଗ୍ରଣୀ ହାସଲ କରିଥିଲା। ଦ୍ୱିତୀୟ ଇନିଂସରେ ଅଷ୍ଟ୍ରେଲିଆ ଦଳ ମାତ୍ର ୯୧ ରନ ସଂଗ୍ରହ କରିଥିଲା। ଫଳରେ ଭାରତ ଇନିଂସ ସହିତ ୧୩୨ ରନ୍‌ରେ ମ୍ୟାଚ ହାତେଇ ନେଇଥିଲା।

ଭାରତ ପାଇଁ ଏହି ମ୍ୟାଚର ହିରୋ ଥିଲେ ରବିନ୍ଦ୍ର ଜାଡେଜା ଏବଂ ରବିଚନ୍ଦ୍ରନ ଅଶ୍ୱିନ। ଜାଡେଜା ୭୦ ରନ ନେଇ ସାତୋଟି ୱିକେଟ ନେଇଥିଲେ। ଏଥିସହ ଅଶ୍ୱିନ ୨୩ ରନ ଦେଇ ଆଠଟି ୱିକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାଇଖାନା ସେଣ୍ଟ୍ରିଂ ଖୋଲିବା ହେଲା କାଳ, ଶ୍ୱାସରୁଦ୍ଧ ହୋଇ ଚାଲିଗଲା ୨ ଜୀବନ

କୁଚିଣ୍ଡା,୩୧।୩(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ଵ୍ଲକ ମହୁଲପାଲି ଥାନା ଅନ୍ତର୍ଗତ କେଶାଇବାହାଲରେ ଅଭାବନୀୟ ଘଟଣା । ପାଇଖାନା ଟାଙ୍କି ସେଣ୍ଟ୍ରିଙ୍ଗ ଖୋଲିବା ସମୟରେ ଶ୍ୱାସରୁଦ୍ଧ ହୋଇ…

ଡାହାଣୀ ସନ୍ଦେହରେ ଯୁବକଙ୍କୁ ସଂଘବଦ୍ଧ ହତ୍ୟା, ୪ଜଣ…….

ସୁନ୍ଦରଗଡ,୩୧।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସଦର ଥାନା ଅନ୍ତର୍ଗତ ସାନ ପତ୍ରା ପାଲି କେନ୍ଦାମାଲରେ ଅଭାବନୀୟ ଘଟଣା । ମଙ୍ଗଳବାର ଦିନ ଡାହାଣୀ ସନ୍ଦେହରେ ଜଣଙ୍କୁ ସଙ୍ଘବଦ୍ଧ…

ଲକ୍ଷପତି ଦିଦି, ମହିଳାଙ୍କୁ ୩ ହଜାର ଟଙ୍କା ସହ ମିଳିବ ୨ ଲକ୍ଷ ଚାକିରି, ବଡ଼ ଘୋଷଣା କଲା ଭାଜପା

ଗୁଆହାଟୀ,୩୧।୩: ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା) 2026 ଆସାମ ବିଧାନସଭା ନିର୍ବାଚନ ପାଇଁ ଏହାର ଇସ୍ତାହାର ପ୍ରକାଶ କରିଛି, ଯେଉଁଥିରେ ସମାନ ନାଗରିକ ସଂହିତା (UCC)…

ଧାର ଟଙ୍କା ନଦେବାରୁ ତାତିଗଲେ ଭିଣୋଇ, ଶୋଇଥିବା ବେଳେ ପେଟ୍ରୋଲ ଢାଳି ଜାଳିଦେଲେ….

ପାଟଣା,୩୧।୩(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା କିଆପଡା ଗାଁରେ ଅଭାବନୀୟ ଘଟଣା । ଧାର ଟଙ୍କାକୁ କେନ୍ଦ୍ର କରି ଏପରି ହିଂସାତ୍ମକ ଘଟଣା ଏବେ…

ଏହି ଦେଶରେ ହେବନାହିଁ ଆଇପିଏଲ୍‌ ପ୍ରସାରଣ, କାହିଁକି ଜାଣନ୍ତୁ…

ଢାକା,୩୧ା୩: ଭାରତର ପ୍ରସାରଣକାରୀ ସଂସ୍ଥା ଜିଓଷ୍ଟାର ବାଂଲାଦେଶରେ ଚଳିତ ବର୍ଷର ଆଇପିଏଲ୍‌ ପ୍ରସାରଣ ଚୁକ୍ତିକୁ ବରଖାସ୍ତ କରିଛି। ସ୍ଥାନୀୟ ସାଥି କମ୍ପାନୀ ପାଉଣା ଦେବାରେ ବିଫଳ ହୋଇଥିବାରୁ…

ହାଇକୋର୍ଟ ଗେଟ୍ ଆଗରେ ଗାଡ଼ିରେ ଲାଗିଲା ନିଆଁ, ହୁତୁହୁତୁ ହୋଇ ଜଳିଗଲା….

କଟକ,୩୧।୩(ପ୍ରଭୁକଲ୍ୟାଣ ପାଲ୍/କାର୍ତ୍ତିକ ସାହୁ): ହାଇକୋର୍ଟ ଲାଲବାଗ ଗେଟ ପାର୍ଶ୍ଵରେ ଅଗ୍ନିକାଣ୍ଡ । ଲାଲବାଗ ଗେଟ କାଳିଗଳି ସମୁଖରେ ଏହି ଅଗ୍ନିକାଣ୍ଡ ଘଟିଛି । ଅଗ୍ନିକାଣ୍ଡରେ ଅନେକ ଗାଡ଼ି…

Video: ଯୁଦ୍ଧ ଶେଷ କରିବାକୁ ଇରାନ ରାଜି ହେବାର ସଙ୍କେତ ଦେବା ଭିତରେ ଏମିତି ଭିଡ଼ିଓ ଶେୟାର କଲେ ଟ୍ରମ୍ପ, ସାରା ବିଶ୍ୱ ଚକିତ! ଦେଖନ୍ତୁ…

ତେହରାନ,୩୧।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ଆରମ୍ଭ ହେବାର ଗୋଟିଏ ମାସ ବିତିଗଲାଣି। ଆଜି (ମଙ୍ଗଳବାର) ଏହି ସଂଘର୍ଷର 32ତମ ଦିନ। ଆମେରିକା ଏବଂ…

CSKର ପରାଜୟ ପାଇଁ ସଞ୍ଜୁ ସାମସନଙ୍କ ସମେତ ଏହି ୫ ଖେଳାଳି ଦାୟୀ!

ନୂଆଦିଲ୍ଲୀ,୩୧।୩: ମାର୍ଚ୍ଚ ୩୦ରେ ଅନୁଷ୍ଠିତ 2026 ଇଣ୍ଡିଆନ ପ୍ରିମିୟର ଲିଗର ତୃତୀୟ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ଏବଂ ଚେନ୍ନାଇ ସୁପର କିଙ୍ଗସ ମଧ୍ୟରେ ମୁକାବିଲା ହୋଇଥିଲା। ଗୁଆହାଟୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri