Posted inଖେଳ

ସିରିଜ ଜିତିଲା ଭାରତ…

ରାୟପୁର,୨୧।୧ : ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଥିବା ଅର୍ନ୍ତଜାତୀୟ ଏକଦିବସୀୟ ସିରିଜର ଦ୍ୱିତୀୟ ମ୍ୟାଚକୁ ସହଜରେ ଟିମ ଇଣ୍ଡିଆ ଜିତିଛି। ଏହା ସହିତ ତିନିଟିକିଆ ସିରିଜକୁ ଭାରତ ୨-୦ରେ ଜିତଛି। ରାୟପୁରର ଶହୀଦ ବୀର ନାରାୟଣ ସିଂ ଅନ୍ତର୍ଜାତୀୟ ଷ୍ଟାଡିୟମରେ ହୋଇଥିବା ଏହି ମ୍ୟାଚରେ ଭାରତୀୟ ଅଧିନାୟକ ରୋହିତ ଶର୍ମା ଟସ ଜିତିବା ପରେ ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ତେବେ ନ୍ୟୁଜିଲାଣ୍ଡ ଦଳ ଆରମ୍ଭରୁ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିଲା।

ନ୍ୟୁଜିଲାଣ୍ଡ ଦଳ ୩୪.୩ ଓଭରରେ ୧୦ ଓ୍ବିକେଟ ହରାଇ ୧୦୮ ରନ୍‌ କରିଥିଲା। ଫଳରେ ଭାରତ ପାଇଁ ବିଜୟ ଲକ୍ଷ୍ୟ ୧୦୯ ରହିଥିଲା। ନ୍ୟୁଜିଲାଣ୍ଡ ଅଧିନାୟକ ଟମ ଲାଥାମଙ୍କ ଦଳ ଭାରତୀୟ ବୋଲରଙ୍କ ସମ୍ମୁଖୀନ ହୋଇ ପାରି ନ ଥିଲେ।

ଧାର୍ଯ୍ୟ ଲକ୍ଷ୍ୟର ପିଛା କରି ଟିମ୍‌ ଇଣ୍ଡିଆ ୨୦.୧ ଓଭରରେ ୨ ଓ୍ବିକେଟ ହରାଇ ୧୧୧ ରନ୍‌ କରିଥିଲା ଭାରତ ପକ୍ଷରୁ ରୋହିତ ଶର୍ମା ୫୦ ବଲରେ ୫୧ ରନ୍‌ କରିଥିଲେ। ସେହିପରି ଶୂଭମାନ ଗିଲ୍‌ ୫୩ ବଲରେ ୪୦ ରନ କରି ଅପରାଜିତ ରହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପ୍ରଥମ ଟେଷ୍ଟ: ବ୍ୟାକ୍‌ଫୁଟ୍‌ରେ ଦକ୍ଷିଣ ଆଫ୍ରିକା

କରାଚୀ,୨୯।୧(ଏପି): ଦକ୍ଷିଣ ଆଫ୍ରିକା ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚରେ ଘରୋଇ ପାକିସ୍ତାନ ସୁବିଧାଜନକ ସ୍ଥିତିରେ ରହିଛି। ପ୍ରଥମ ଇନିଂସରେ ଦକ୍ଷିଣ ଆଫ୍ରିକା ୬୯.୨ ଓଭରରେ ୨୨୦...

ବୋଲିଂ ଲାଇନ୍‌ରେ ୩ ପରିବର୍ତ୍ତନ ସତ୍ତ୍ୱେ ଦକ୍ଷିଣ ଆଫ୍ରିକା ଛିଡ଼ା କଲା ୨୮୮ ରନ୍‌ର ଟାର୍ଗେଟ

କେପ ଟାଉନ,୨୩।୧: ପ୍ରଥମ ଦୁଇ ମ୍ୟାଚ୍‌ରେ ପରାଜୟ ପରେ ବୋଲିଂ ଲାଇନ୍‌ରେ ୩ ପରିବର୍ତ୍ତନ ସହ ତୃତୀୟ ତଥା ଅନ୍ତିମ ଦିନିକିଆ ମ୍ୟାଚ୍‌ରେ ଓହ୍ଲାଇଥିଲା ଭାରତ।...

ଓଡ଼ିଶା ବାହୁକୁସ୍ତି ଦଳର ସଫଳତା

ଭୁବନେଶ୍ୱର, ୨୮ା୬ (ସ୍ପୋଟର୍‌ସ ବ୍ୟୁରୋ)- ଛତିଶଗଡ଼ର ଭିଲାଇଠାରେ ୪୩ ତମ ଜାତୀୟ ବାହୁକୁସ୍ତି ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଏଥିରେ ଓଡ଼ିଶା ପ୍ରତିଯୋଗୀମାନେ ସଫଳତା ହାସଲ କରିଛନ୍ତି।...

ଭାବବିହ୍ବଳ ବିଦାୟ ଲାଗି ପ୍ରସ୍ତୁତ ତାହିର

ମାଞ୍ଚେଷ୍ଟର,୫।୭- ଦକ୍ଷିଣ ଆଫ୍ରିକା ଲେଗ୍‌ ସ୍ପିନର ଇମ୍ରାନ ତାହିର ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟରୁ ସନ୍ନ୍ୟାସ ନେବା ଲାଗି ପ୍ରସ୍ତୁତ। ଶନିବାର ଡିଫେଣ୍ଡିଂ ଚାମ୍ପିୟନ ଅଷ୍ଟ୍ରେଲିଆ ବିପକ୍ଷ...

ଭାରତ-ପାକିସ୍ତାନ ମ୍ୟାଚ୍‌ରେ ବର୍ଷା ହେଲେ କ୍ଷତି ହେବ ୧୩୭ କୋଟି ଟଙ୍କା

ନୂଆଦିଲ୍ଲୀ,୧୫।୬: ହଠାତ୍‌ ମାଡ଼ିଆସିଥିବା କଳା ବାଦଲ ଯୋଗୁ ଇଂଲଣ୍ଡରେ ଅନୁଷ୍ଠିତ ଆଇସିସି ବିଶ୍ୱକପ୍‌ର ୪ ମ୍ୟାଚ୍‌ ସମ୍ପୂର୍ଣ୍ଣ ବାତିଲ ହୋଇସାରିଛି। ଏଥିଯୋଗୁ ବିମା କମ୍ପାନୀକୁ କ୍ଷତି...

ରୋମାଞ୍ଚକ ମୁକାବିଲାରେ ଲକ୍ଷ୍ନୌକୁ ପରାସ୍ତ କଲା ବେଙ୍ଗାଲୁରୁ 

କୋଲକତା,୨୬।୫: ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ) ୨୦୨୨ର ଏଲିମିନେଟର ମ୍ୟାଚ୍‌ ରେ ଲକ୍ଷ୍ନୌ ସୁପର ଜିଆଣ୍ଟସ (ଏଲ୍‌ଏସ୍‌ଜି)କୁ ୧୪ ରନ୍ ରେ ପରାସ୍ତ କରିଛି ରୟାଲ...

ଟସ୍‌ ଜିତି ବୋଲିଂ କରିବ ଶ୍ରୀଲଙ୍କା

ଲକ୍ଷ୍ନୌ,୨୪।୨: ଅଟଳ ବିହାରୀ ବାଜପେୟୀ ଏକାନା କ୍ରିକେଟ ଷ୍ଟାଡିୟମରେ ଭାରତ-ଶ୍ରୀଲଙ୍କା ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଗୁରୁବାର ଆରମ୍ଭ ହୋଇଯାଇଛି। ଶ୍ରୀଲଙ୍କା ଟସ୍‌ ଜତି...

୨୦୦ ଟପିବା ପରେ ବି ଜିତି ପାରିଲା ନାହିଁ ଆର୍‌ସିବି

ମୁମ୍ବାଇ,୨୭।୩: ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆର୍‌ସିବି) ୨୦୫ ରନ୍‌ କରିବା ପରେ ବି ବିଜୟ ସାଦ ଚାଖି ପାରି ନାହିଁ। ୨୦୬ ରନ୍‌ର ବିଜୟ ଲକ୍ଷ୍ୟକୁ...

Advertisement
Archives

Model This Week