Posted inଖେଳ

ସିରିଜ୍‌ ଜିତିଲା ଭାରତ…

ହରାରେ, ୨୦।୮ : ଭାରତ ଏବଂ ଜିମ୍ବାୱେ ମଧ୍ୟରେ ଦ୍ୱିତୀୟ ଏକ ଦିବସୀୟ ଅନ୍ତର୍ଜାତୀୟ ମ୍ୟାଚରେ ଭାରତ ୫ ଓ୍ବିକେଟରେ ବିଜୟୀ ହୋଇଛି। ଧାର୍ଯ୍ୟ ଲକ୍ଷ୍ୟ ୧୬୨ ରନ୍‌ ପିଛା କରି ଭାରତ ୨୫.୪ ଓଭରରେ ୫ ଓ୍ବିକେଟ ହରାଇ ୧୬୭ ରନ୍‌ କରିଛି। ଏହା ଦ୍ୱାରା ଭାରତ ତିନି ମ୍ୟାଚ ବିଶିଷ୍ଟ ସିରିଜରେ ଟିମ ଇଣ୍ଡିଆ ବର୍ତ୍ତମାନ ୨-୦ ରେ ଆଗୁଆ ରହି ସିରିଜ ଜିତିଛି।

ହରାରେ ଠାରେ ଖେଳାଯାଇଥିବା ଏହି ମ୍ୟାଚ୍‌ରେ ପ୍ରଥମେ ବ୍ୟାଟିଂ କରି ଜିମ୍ବାୱେ ୩୮.୧ ଓଭରରେ ସମସ୍ତ ଓ୍ବିକେଟ ହରାଇ ଭାରତ ପାଇଁ ୧୬୨ ରନର ଲକ୍ଷ୍ୟ ଧାର୍ଯ୍ୟ ରଖିଥିଲା। ଟିମ ଇଣ୍ଡିଆ ଧାର୍ଯ୍ୟ ଲକ୍ଷ୍ୟର ପିଛା କରି ସହଜ ବିଜୟ ହାସଲ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଲୋରେଟ୍‌ କପ୍‌ରେ ଭାଗନେଇ ଫେରିଲେ ଆର୍ଯ୍ୟନ

ଭୁବନେଶ୍ୱର, ୨୧।୪(ସ୍ପୋଟର୍‌ସ ବ୍ୟୁରୋ)- ଚଳିତ ମାସ ୧୩ରୁ ୧୮ ତାରିଖ ପର୍ଯ୍ୟନ୍ତ ସ୍ପେନରେ ଅନୁଷ୍ଠିତ ‘ଲୋରେଟ୍‌ କପ୍‌’ ଇଣ୍ଟରନ୍ୟାଶନାଲ ହ୍ୟାଣ୍ଡବଲ୍‌ ଟୁର୍ନାମେଣ୍ଟରେ ଓଡ଼ିଶାର ଆର୍ଯ୍ୟନ ବ୍ରାହ୍ମିନ...

ସଚିନ୍‌, ୟୁସୁଫ୍‌ଙ୍କ ପରେ ଏହି କ୍ରିକେଟର ହେଲେ କରୋନା ପଜିଟିଭ

ନୂଆଦିଲ୍ଲି, ୨୯।୩: ଭାରତର ମହାନ କ୍ରିକେଟର ସଚିନ ତେନ୍ଦୁଲକର ଏବଂ ଅଲରାଉଣ୍ଡର ୟୁସୁଫ୍‌ ପଠାନଙ୍କ ପରେ ଆଉ ଜଣେ କ୍ରିକେଟର କରୋନା ସଂକ୍ରମିତ ହୋଇଛନ୍ତି। ସେ...

ଏହି କ୍ରିକେଟର ସ୍ତ୍ରୀଙ୍କଠାରୁ ଫିଟ୍‌ନେସ୍‌ ମନ୍ତ୍ର ଶିଖିଥିଲେ ବିରାଟ କୋହଲି

କେବଳ ନିଜ ବ୍ୟାଟିଂ ପାଇଁ ନୁହେଁ, ଫିଟ୍‌ନେସ୍‌ ଲାଗି ମଧ୍ୟ ସେ ଅନ୍ୟ ଖେଳାଳିଙ୍କ ନିମନ୍ତେ ପ୍ରେରଣା ସାଜିଛନ୍ତି ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ...

ରୁଦ୍ଧ ଷ୍ଟାଡିୟମରେ ଖେଳାଯିବ ଇରାନି କପ୍‌

ମୁମ୍ବାଇ,୧୪।୩- କରୋନା ଭାଇରସ ଯୋଗୁ ଆଇପିଏଲର ୧୩ତମ ସଂସ୍କରଣକୁ ଏପ୍ରିଲ ୧୫ ତାରିଖକୁ ଘୁଞ୍ଚାଇ ଦେଇଥିବାବେଳେ ଭାରତ-ଦକ୍ଷିଣ ଆଫ୍ରିକା ସିରିଜ୍‌କୁ ବାତିଲ କରି ଦେଇଛି ବିସିସିଆଇ।...

କୋହଲିଙ୍କୁ ନେଇ ବଡ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୧୬।୨: ଭାରତୀୟ କ୍ରିକେଟର୍‌ ବିରାଟ କୋହଲିଙ୍କ ପାଇଁ ଗତ କିଛି ବର୍ଷ ହେବ ଭଲ ଚାଲି ନାହିଁ। ୨୦୧୯ଠାରୁ ବିରାଟ ଏକ ଶତକ ସ୍କୋର କରିବାରେ...

ଆଇପିଏଲ୍‌ରେ ୫୦୦ ଚୌକା ମାରିଲେ ଏହି ଭାରତୀୟ ବ୍ୟାଟ୍ସମ୍ୟାନ

ଆବୁଧାବି, ୨୨।୧୦: ଆଇପିଏଲ୍‌ ତ୍ରୟୋଦଶ ସଂସ୍କରଣରେ ବୁଧବାର ଖେଳାଯାଇଥିବା ଏକ ମ୍ୟାଚ୍‌ରେ ରୟାଲ୍‌ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ୮ ଉଇକେଟ୍‌ରେ କୋଲକାତା ନାଇଟ୍‌ ରାଇଡର୍ସକୁ ପରାସ୍ତ କରିଛି।...

ଏହି ଭାରତୀୟ ଅଭିନେତାଙ୍କୁ ଭେଟିବାକୁ ପାଗଳ ପାକିସ୍ତାନ କ୍ରିକେଟର୍‌

ପାକିସ୍ତାନର କିମ୍ବଦନ୍ତୀ କ୍ରିକେଟରଙ୍କ ମଧ୍ୟରେ ଅନ୍ୟତମ ଶାହିଦ୍‌ ଆଫ୍ରିଦିଙ୍କ ପ୍ରଶଂସକ ମଧ୍ୟ ଭାରତରେ ଅଛନ୍ତି। ସେ ଇଣ୍ଡିଆନ ପ୍ରିମିୟର ଲିଗରେ ମଧ୍ୟ ଅଂଶ ଗ୍ରହଣ କରିଛନ୍ତି।...

ଭାଜପାରେ ସାମିଲ ହେଲେ ଏହି ସ୍ବର୍ଣ୍ଣ ବିଜୟିନୀ ମହିଳା ଶୁଟର୍‌

ନୂଆଦିଲ୍ଲୀ, ୪।୧୦: ବିହାର ନିର୍ବାଚନ ପୂର୍ବରୁ ଦିଗଂବତ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଦିଗ୍‌ବିଜୟ ସିଂଙ୍କ ଝିଅ ତଥା ଜାତୀୟସ୍ତରର ମହିଳା ଶୁଟର୍‌ ଶ୍ରେୟାସୀ ସିଂ ଭାଜପାରେ ସାମିଲ...

Advertisement
Archives

Model This Week