Posted inଖେଳ

ଟସ୍‌ ଜିତିଲା ଭାରତ: ଡେବ୍ୟୁ କରୁଛନ୍ତି ତିଳକ ବର୍ମା

କଲମ୍ବୋ,୧୫।୯: ଏସିଆ କପ୍‌ର ଶେଷ ସୁପର-୪ ମ୍ୟାଚ୍‌ ଭାରତ ଏବଂ ବାଂଲାଦେଶ ମଧ୍ୟରେ ଖେଳାଯାଉଛି। କଲମ୍ବୋସ୍ଥିତ ଆର ପ୍ରେମାଦାସା ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ଭାରତ ଟସ୍‌ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛି। ଏହି ମ୍ୟାଚ୍‌ରେ ଭାରତ ୫ଟି ପରିବର୍ତ୍ତନ କରିଛି। ବିରାଟ କୋହଲି, ମହମ୍ମଦ ସିରାଜ, ଜଶପ୍ରୀତ ବୁମ୍‌ରା, ହାର୍ଦ୍ଦିକ ପାଣ୍ଡ୍ୟା ଏବଂ କୂଳଦୀପ ଯାଦବଙ୍କୁ ବିଶ୍ରାମ ଦିଆଯାଇଛି। ତିଳକ ବର୍ମା ଭାରତ ପକ୍ଷରୁ ଡେବ୍ୟୁ କରୁଛନ୍ତି। ଭାରତୀୟ ଦଳ ଏସିଆ କପରେ ବିଜୟ ଅଭିଯାନ ଜାରି ରଖିବାକୁ ଚାହୁଁଛି। ଭାରତ ଏପର୍ଯ୍ୟନ୍ତ ଗୋଟିଏ ବି ମ୍ୟାଚ ହାରିନାହିଁ। ଭାରତର ପୂର୍ବରୁ ଫାଇନାଲରେ ପ୍ରବେଶ କରିସାରିଥିବାରୁ ବାଂଲାଦେଶ ବିପକ୍ଷ ମ୍ୟାଚ୍‌ରେ ଭାରତ ପରୀକ୍ଷାନୀରିକ୍ଷା କରିବାକୁ ଚେଷ୍ଟା କରିବ। ରୋହିତ ଶର୍ମାଙ୍କ ଦଳ ଫାଇନାଲରେ ପ୍ରବେଶ କରିସାରିଛି। ସୁପର- ୪ରେ ବାଂଲାଦେଶ ଗୋଟିଏ ବି ବିଜୟ ହାସଲ କରି ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

ବୁଢ଼ୀ ଠାକୁରାଣୀ ଯାତ୍ରା ପାଇଁ ପାଟପୁର ଗାଁ ଉତ୍ସବମୁଖର: ଅସ୍ଥାୟୀ ପୀଠରେ ପୂଜା ପାଇଲେ ଦେବୀ

ଦିଗପହଣ୍ଡି,୨୭୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ପାଟପୁର ଗାଁର ଗ୍ରାମ ଦେବତୀ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା ଦୁଇବର୍ଷ ବ୍ୟବଧାନରେ ଚୈତ୍ର ଶୁକ୍ଳ ନବମୀ ତିଥି…

ଯୁଦ୍ଧ ଭିତରେ ମିସାଇଲ କିଣିଲା ଭାରତ, ଥରିଲା ପାକିସ୍ତାନ!

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଭାରତ ରୁଷିଆଠାରୁ ‘ଟୁଙ୍ଗୁସ୍କା’ ଆଣ୍ଟି-ଏୟାରକ୍ରାଫ୍ଟ ଏବଂ ମିସାଇଲ ସିଷ୍ଟମ ହାସଲ କରିବାକୁ ଯୋଜନା କରିଛି। ଏଥିପାଇଁ, ଭାରତ ରୁଷିଆର ରୋସୋବୋରୋନେକ୍ସପୋର୍ଟ…

ନୂଆ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି, କହିଲେ ଗୁରୁତ୍ୱପୂର୍ଣ୍ଣ କଥା

ନୂଆଦିଲ୍ଲୀ/କାଠମାଣ୍ଡୁ,୨୭।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ନେପାଳର ନୂଆ ପ୍ରଧାନମନ୍ତ୍ରୀ ବଲେନ୍ଦ୍ର ‘ବାଲେନ’ ଶାହଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ସେ କହିଛନ୍ତି ଯେ ଉଭୟ ଦେଶର ପାରସ୍ପରିକ ଲାଭକୁ…

ଯୁଦ୍ଧ ମଧ୍ୟରେ ଏମିତି ପଦକ୍ଷେପ ନେବାକୁ ଯାଉଛି ଭାରତ: ଚାହଁ ରହିଯିବେ ଚାଇନା-ପାକିସ୍ତାନ

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ଏବଂ ହର୍ମୁଜ ଷ୍ଟ୍ରେଟ୍‌ ବନ୍ଦ ହେବା ବିଶ୍ୱ ଶକ୍ତି ବଜାରରେ ଅସ୍ଥିରତା ସୃଷ୍ଟି କରିଛି। ବିଶ୍ୱର ପ୍ରାୟ ୨୦% ତୈଳ ଏହି…

ଜଣେ ବିବାହିତ ପୁରୁଷ ଲିଭ-ଇନରେ ରହିପାରିବେ କି? ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

ଆଲ୍ଲାହାବାଦ,୨୭।୩: ଜଣେ ବିବାହିତ ପୁରୁଷ ଲିଭ-ଇନ ସମ୍ପର୍କରେ ରହିପାରିବେ କି ନାହିଁ ଏହାକୁ ନେଇ ଆଲ୍ଲାହାବାଦ ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଶୁକ୍ରବାର କୋର୍ଟ ଏକ…

ରାମ ନବମୀରେ ପ୍ରଶଂସକଙ୍କୁ ଚମତ୍କାର ଉପହାର ଦେଲେ ରାମ ଚରଣ

ସୁପରଷ୍ଟାର ରାମ ଚରଣ ପ୍ରଶଂସକଙ୍କୁ ଏକ ଚମତ୍କାର ଉପହାର ଦେଇଛନ୍ତି। ରାମ ନବମୀରେ ଫିଲ୍ମ ‘ପେଡ୍ଡି ପେହେଲୱାନ’ର ପ୍ରଥମ ଝଲକ ରିଲିଜ ହୋଇଛି। ଏହା ସୋସିଆଲ ମିଡିଆରେ…

ଗୋଟିଏ ଦିନରେ କେତେ ପେଟ୍ରୋଲ କିଣିପାରିବେ? ଯୁଦ୍ଧ ଭିତରେ ଜାଣିନିଅନ୍ତୁ ନିୟମ…

ନୂଆଦିଲ୍ଲୀ,୨୭।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ବୃଦ୍ଧି ପାଉଥିବାରୁ ଏବଂ ଇନ୍ଧନ ଯୋଗାଣ ସମ୍ପର୍କରେ ଚିନ୍ତା ଜାରି ରହିଥିବାରୁ, ଭାରତର କିଛି ସ୍ଥାନରେ ପେଟ୍ରୋଲ ଏବଂ ଡିଜେଲର ଆତଙ୍କ କ୍ରୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri