Posted inଖେଳ

ଟସ୍‌ ଜିତିଲା ଭାରତ

କାନପୁର,୨୫।୧୧: ଆଜିଠାରୁ କାନପୁରର ଗ୍ରୀନ ପାର୍କ ଷ୍ଟାଡିୟମରେ ଦୁଇ ଦଳ ମଧ୍ୟରେ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ ଖେଳାଯାଉଛି। ଭାରତ ଅଧିନାୟକ ଅଜିଙ୍କେ ରାହାନେ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ହୋଇଛନ୍ତି। ଉଭୟ ଦଳରେ ତିନି ଜଣ ସ୍ପିନର ଏବଂ ଦୁଇ ଦ୍ରୁତ ବୋଲର ମ୍ୟାଚ୍‌ରେ ନେଇଛନ୍ତି। ଏହି ମ୍ୟାଚ୍‌ରେ ଭାରତ ପକ୍ଷରୁ ଶ୍ରେୟାଶ ଆୟାର ଡେବ୍ୟୁ କରୁଛନ୍ତି।
ଟିମ ଇଣ୍ଡିଆର ମୁଖ୍ୟ କୋଚ ଭାବରେ ରାହୁଲ ଦ୍ରାବିଡଙ୍କ ଏହା ହେଉଛି ପ୍ରଥମ ଟେଷ୍ଟ ସିରିଜ। ତାଙ୍କ ଆଖି ମଧ୍ୟ ଟି୨୦ ପରି ଟେଷ୍ଟ ସିରିଜ୍‌ ଉପରେ ରହିବ। ଗ୍ରୀନ ପାର୍କ ଷ୍ଟାଡିୟମ ଗ୍ରାଉଣ୍ଡରେ ଭାରତୀୟ ଦଳର ରେକର୍ଡ ଭଲ ରହିଛି। ନ୍ୟୁଜିଲାଣ୍ଡ ଏଠାରେ ଭାରତକୁ ପରାସ୍ତ କରିବାରେ ସକ୍ଷମ ହୋଇ ନାହିଁ। ଗ୍ରୀନ ପାର୍କରେ ଶେଷ ୬ ଟି ଟେଷ୍ଟ ମ୍ୟାଚ ମଧ୍ୟରୁ ଟିମ ଇଣ୍ଡିଆ ଜିତିଛି। ୧୯୮୩ରେ ୱେଷ୍ଟଇଣ୍ଡିଜ ଦ୍ୱାରା ଭାରତ ଶେଷ ଥର ପାଇଁ ପରାସ୍ତ ହୋଇଥିଲା। ୩୮ ବର୍ଷ ଧରି ଭାରତୀୟ ଦଳ ଏହି ଗ୍ରାଉଣ୍ଡରେ ଅପରାଜୟେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆରମ୍ଭ ହେବ ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା, ଅଧିକ ୫ କେଜି ଚାଉଳ ପାଇବେ ହିତାଧିକାରୀ

ଭୁବନେଶ୍ୱର,୫।୪(ସୁନିତ୍‌ ମିଶ୍ର): ଜାତୀୟ ଖାଦ୍ୟ ସୁରକ୍ଷା ଆଇନ (ଏନ୍‌ଏଫ୍‌ଏସ୍‌ଏ) ଏବଂ ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନା (ଏସ୍‌ଏଫଏସ୍‌ଏସ୍‌)ର ହିତାଧିକାରୀ ଏଣିକି ଅଧିକ ୫ କେଜି ଲେଖାଏ ଚାଉଳ…

ଜିରାନଦୀରେ ମିଶୁଛି ସହରର ନର୍ଦ୍ଦମା ପାଣି, ରୋଗରେ ହନ୍ତସନ୍ତ ଲୋକେ

ବରଗଡ଼,୫।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଜୀବନ ରେଖା କୁହାଯାଉଥିବା ଜୀରାନଦୀ ଜଳ ପ୍ରଦୂଷିତ ହେଉଛି । କେବଳ ସେତିକି ନୁହେଁ, ଜବରଦଖଲ ଯୋଗୁ ଦିନକୁ ଦିନ ନଦୀ ସଙ୍କୁଚିତ…

ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬: ପାୟଲ ନୂଆ ବିଶ୍ୱବିଜେତା

ବଲାଙ୍ଗୀର,୫।୪(ବୀରେନ୍ଦ୍ର କୁମାର ଝାଙ୍କର): ବିଶ୍ୱ ତୀରନ୍ଦାଜୀ ପାରା ସିରିଜ୍‌ ୨୦୨୬ର ନୂଆ ବିଶ୍ୱ ବିଜେତା ସାଜିଛନ୍ତି ଓଡ଼ିଶା (ବଲାଙ୍ଗୀର)ର ବିସ୍ମୟ ପ୍ରତିଭା ପାୟଲ ନାଗ। ଥାଇଲାଣ୍ଡର ବ୍ୟାଙ୍କକ୍‌ଠାରେ…

ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ନେଇ ପରିହାସ କଲା ଇରାନ, ଚେତାବନୀ ଦେଇ କହିଲା ନର୍କର ଦ୍ବାର…

ତେହେରାନ,୫।୪: ଇରାନର କେନ୍ଦ୍ରୀୟ ସାମରିକ କମାଣ୍ଡ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ୪୮ ଘଣ୍ଟିଆ ଅଲ୍ଟିମେଟମକୁ ପ୍ରତ୍ୟାଖ୍ୟାନ କରିଛି । ଇରାନ କେବଳ ଟ୍ରମ୍ପଙ୍କ ଧମକକୁ ଅଣଦେଖା…

ନାବାଳିକାଙ୍କ ଫଟୋକୁ ଏଡିଟିଂ କରି ଅଶ୍ଲିଳ ଫଟୋ ଭାଇରାଲ କରିଥିଲା ଯୁବକ, ଅଭିଯୁ୍‌କ୍ତ ଗିରଫ

ଦେବଗଡ,୫।୪(ଶଶାଙ୍କ ଶେଖର ଝାଙ୍କର): ଜଣେ ୧୫ ବର୍ଷିୟା ନାବାଳିକାଙ୍କ ଫଟୋକୁ ଏଡିଟିଂ ମାଧ୍ୟମରେ ବିକୃତ କରି ଅଶ୍ଲିଳ ଫଟୋକୁ ସୋସିଆଲ ମିଡିଆରେ ଭାଇରାଲ କରୁଥିଲା ଯୁବକ ।…

ମହୁଲ ଗୋଟାଉଥିବା ବେଳେ କଚାଡି ଦେଲା ଦନ୍ତା, ଆକ୍ରମଣରେ ୩….

ପରଜଙ୍ଗ୫।୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନ ଅଧିନ କନ୍ତୋର ଓ ବାରିହାପୁର ଗାଁରେ ଦନ୍ତା ଆତଙ୍କ ଦେଖିବାକୁ ମିଳିଛି। ରବିବାର ଭୋର୍…

ସ୍କୁଲ ଚୟନ ଅଧିକାର ଶିକ୍ଷାଧିକାରରେ ନାହିଁ: ହାଇକୋର୍ଟ

ନୂଆଦିଲ୍ଲୀ,୫।୪: ଶିକ୍ଷା ଅଧିକାର ଆଇନ ଅନୁଯାୟୀ ଜଣେ ପିଲାର ଶିକ୍ଷା ଗ୍ରହଣ କରିବାର ଅଧିକାର ରହିଛି, କିନ୍ତୁ ନାମଲେଖା ପାଇଁ ଏକ ନିର୍ଦ୍ଦିଷ୍ଟ ସ୍କୁଲକୁ ଚୟନ କରିବା…

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri