Posted inଖେଳ

ଟସ୍‌ ଜିତିଲା ଭାରତ

କାନପୁର,୨୫।୧୧: ଆଜିଠାରୁ କାନପୁରର ଗ୍ରୀନ ପାର୍କ ଷ୍ଟାଡିୟମରେ ଦୁଇ ଦଳ ମଧ୍ୟରେ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ ଖେଳାଯାଉଛି। ଭାରତ ଅଧିନାୟକ ଅଜିଙ୍କେ ରାହାନେ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ହୋଇଛନ୍ତି। ଉଭୟ ଦଳରେ ତିନି ଜଣ ସ୍ପିନର ଏବଂ ଦୁଇ ଦ୍ରୁତ ବୋଲର ମ୍ୟାଚ୍‌ରେ ନେଇଛନ୍ତି। ଏହି ମ୍ୟାଚ୍‌ରେ ଭାରତ ପକ୍ଷରୁ ଶ୍ରେୟାଶ ଆୟାର ଡେବ୍ୟୁ କରୁଛନ୍ତି।
ଟିମ ଇଣ୍ଡିଆର ମୁଖ୍ୟ କୋଚ ଭାବରେ ରାହୁଲ ଦ୍ରାବିଡଙ୍କ ଏହା ହେଉଛି ପ୍ରଥମ ଟେଷ୍ଟ ସିରିଜ। ତାଙ୍କ ଆଖି ମଧ୍ୟ ଟି୨୦ ପରି ଟେଷ୍ଟ ସିରିଜ୍‌ ଉପରେ ରହିବ। ଗ୍ରୀନ ପାର୍କ ଷ୍ଟାଡିୟମ ଗ୍ରାଉଣ୍ଡରେ ଭାରତୀୟ ଦଳର ରେକର୍ଡ ଭଲ ରହିଛି। ନ୍ୟୁଜିଲାଣ୍ଡ ଏଠାରେ ଭାରତକୁ ପରାସ୍ତ କରିବାରେ ସକ୍ଷମ ହୋଇ ନାହିଁ। ଗ୍ରୀନ ପାର୍କରେ ଶେଷ ୬ ଟି ଟେଷ୍ଟ ମ୍ୟାଚ ମଧ୍ୟରୁ ଟିମ ଇଣ୍ଡିଆ ଜିତିଛି। ୧୯୮୩ରେ ୱେଷ୍ଟଇଣ୍ଡିଜ ଦ୍ୱାରା ଭାରତ ଶେଷ ଥର ପାଇଁ ପରାସ୍ତ ହୋଇଥିଲା। ୩୮ ବର୍ଷ ଧରି ଭାରତୀୟ ଦଳ ଏହି ଗ୍ରାଉଣ୍ଡରେ ଅପରାଜୟେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଫାଇନାଲ ପାଇଁ ନ୍ୟୁଜିଲାଣ୍ଡକୁ ଦରକାର ୧୬୭ ରନ୍‌

ଆବୁଧାବି,୧୦।୧୧: ଚଳିତ ଟି୨୦ ବିଶ୍ୱକପ୍‌ର ଫାଇନାଲରେ ସ୍ଥାନ ପକ୍କା କରିବା ପାଇଁ ନ୍ୟୁଜିଲାଣ୍ଡକୁ ୧୬୭ ରନ୍‌ ଦରକାର। ସ୍ଥାନୀୟ ଶେଖ ଜାୟେଦ ଷ୍ଟାଡିୟମରେ ବୁଧବାର ଖେଳାଯାଉଥିବା...

ଫେରିଲେ ଧୋନୀ

ନୂଆଦିଲ୍ଲୀ,୧୭।୮- ଲ୍ୟୁଟନାଣ୍ଟ କଲୋନେଲ ମହେନ୍ଦ୍ର ସିଂ ଧୋନୀ ଜମ୍ମୁ-କଶ୍ମୀରରେ ୨ ସପ୍ତାହ ଧରି ଆର୍ମି ଯବାନଙ୍କ ସହ ଟ୍ରେନିଂ ଓ ଡ୍ୟୁଟି କରିବା ପରେ ନୂଆଦିଲ୍ଲୀ...

ପୂର୍ବତନ ୟୁଫା ମୁଖ୍ୟଙ୍କୁ ପଚରାଉଚରା

ପ୍ୟାରିସ,୧୮।୬(ପିଟି)- ପୂର୍ବତନ ୟୁରୋପିଆନ ଫୁଟ୍‌ବଲ ଆସୋସିଏଶନ ମୁଖ୍ୟ ମାଇକେଲ ପ୍ଲାଟିନିଙ୍କୁ ଫ୍ରାନ୍ସ ପୋଲିସ ଗିରଫ କରିବା ସହ କାତାରରେ ହେବାକୁ ଯାଉଥିବା ପରବର୍ତ୍ତୀ ଫିଫା ବିଶ୍ୱକପ୍‌...

ଆନନ୍ଦ-ସୌରଭ ଯୋଡ଼ି ଚାମ୍ପିୟନ

ରେଢାଖୋଲ ୨୫ା୨ (ଡି.ଏନ.ଏ): ରେଢାଖୋଲର ପଞ୍ଚଖଣ୍ଡା ବ୍ୟାଡ୍‌ମିଣ୍ଟନ ଆସୋସିଏଶନ ଆନୁକୂଲ୍ୟରେ ରାଜ୍ୟ ବ୍ୟାଡ୍‌ମିଣ୍ଟନ ସଂଘର ଅନୁମୋଦନ କ୍ରମେ ସ୍ଥାନୀୟ ଇନ୍‌ଡୋର ଷ୍ଟାଡିୟମରେ ଗୁରୁବାର ସପ୍ତମ ରାଜ୍ୟସ୍ତରୀୟ...

ଭାରତୀୟ ମହିଳା ଦଳକୁ ରୌପ୍ୟ ପଦକ

ଭୁବନେଶ୍ୱର, ୧୦ା୮ (କ୍ରୀଡ଼ା ପ୍ରତିନିଧି): ଇଣ୍ଡୋନେସିଆର ଜାକର୍ତ୍ତାଠାରେ ଅନୁଷ୍ଠିତ ଏସିଆ ରଗ୍‌ବୀ ସେଭେନ୍ସ ପ୍ରତିଯୋଗିତାରେ ଭାରତୀୟ ମହିଳା ଦଳ ରୌପ୍ୟ ପଦକ ହାସଲ କରିଛି। ଭାରତୀୟ...

ଆଝାରୁଦ୍ଦିନଙ୍କୁ ସସ୍‌ପେଣ୍ଡ କଲା ଏଚ୍‌ସିଏ ଆପେକ୍ସ କାଉନ୍‌ସିଲ

ହାଇଦ୍ରାବାଦ, ୧୭ା୬- ହାଇଦ୍ରାବାଦ କ୍ରିକେଟ ଆସୋସିଏଶନ (ଏଚ୍‌ସିଏ)ର ଆପେକ୍ସ କାଉନ୍‌ସିଲ ଏହାର ସଭାପତି ତଥା ଭାରତର ପୂର୍ବତନ ଅଧିନାୟକ ମହମ୍ମଦ ଆଝାରୁଦ୍ଦିନଙ୍କୁ ସସ୍‌ପେଣ୍ଡ କରିଛି। ସେ...

ସବିତା, ହାର୍ଦ୍ଦିକ ‘ପ୍ଲେୟର ଅଫ୍‌ ଦି ଇୟର’

ନୂଆଦିଲ୍ଲୀ, ୧୮ା୩: ହକି ଇଣ୍ଡିଆର ୫ମ ବାର୍ଷିକ ପୁରସ୍କାର ପ୍ରଦାନ ଉତ୍ସବ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ସବିତା ପୁନିଆ ଓ ହାର୍ଦ୍ଦିକ ସିଂ ଯଥାକ୍ରମେ ମହିଳା...

ଗୋଟିଏ ବି ଅନ୍ତର୍ଜାତୀୟ ଦିନିକିଆ ମ୍ୟାଚ୍‌ ଖେଳି ନ ଥିବା ମୟଙ୍କ ଅଗ୍ରଓ୍ବାଲଙ୍କୁ ବିଶ୍ୱକପ୍‌ ଦଳରେ କାହିଁକି ମିଳିଲା ସ୍ଥାନ, ଜାଣନ୍ତୁ

ବର୍ମିଂହମ୍‌, ୨।୭: ଭାରତୀୟ ଦଳର ଅଲରାଉଣ୍ଡର ବିଜୟ ଶଙ୍କର ଆହତ ହୋଇ ବିଶ୍ୱକପର ବାକି ମ୍ୟାଚ୍‌ରୁ ବାଦ୍‌ ପଡିଛନ୍ତି। ତାଙ୍କ ସ୍ଥାନରେ କର୍ନାଟକ ବ୍ୟାଟ୍ସମ୍ୟାନ୍‌ ମୟଙ୍କ...

Advertisement
Archives

Model This Week