Posted inଖେଳ

ଟସ୍‌ ଜିତି ଭାରତର ବ୍ୟାଟିଂ

କଲମ୍ବୋ,୨୯।୭: ୩ ମ୍ୟାଚ ବିଶିଷ୍ଟ ଟି୨୦ ସିରିଜ୍‌ର ଗୁରୁବାର ଅନ୍ତିମ ମ୍ୟାଚରେ ଭାରତୀୟ ଅଧିନାୟକ ଶିଖର ଧାଓ୍ବନ ଟସ୍‌ ଜିତି ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି।

ଭାରତ ବିପକ୍ଷ ଦ୍ୱିତୀୟ ଟି୨୦ ମ୍ୟାଚ୍‌କୁ ୪ ଉଇକେଟରେ ଜିତି ନେଇଥିଲା ଶ୍ରୀଲଙ୍କା। ଫଳରେ ୩ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌ ଏବେ ୧-୧ର ବରାବର ସ୍ଥିତିକୁ ଆସିଛି। ପୂର୍ବରୁ ପ୍ରଥମ ଟି୨୦ ମ୍ୟାଚରେ ଭାରତ ୩୮ ରନ୍‌ରେ ବିଜୟୀ ହୋଇଥିଲା। କୋଭିଡ୍‌ ସଂକ୍ରମଣ ଜନିତ ଆଇସୋଲେଶନ ପାଇଁ ଭାରତର ୯ ଜଣ ଖେଳାଳି ମ୍ୟାଚରୁ ବାଦ୍‌ ପଡିଛନ୍ତି। ୨ୟ ମ୍ୟାଚରେ ଭାରତର ୪ ଜଣ ଖେଳାଳି ପଦାର୍ପଣ କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଇପିଏଲ ଟିମ ବିଜେତା ହେବେ ମାଲାମାଲ, ବାଜି ଲଗାଯାଇଛି କୋଟି କୋଟି ଟଙ୍କା

ନୂଆଦିଲ୍ଲୀ,୨୮।୫: ଗୁଜୁରାଟ ଟାଇଟାନ୍ସ ଏବଂ ଚେନ୍ନାଇ ସୁପର କିଙ୍ଗ୍ସ ରବିବାର ଆଇପିଏଲ ୨୦୨୩ର ଫାଇନାଲରେ ମୁକାବିଲା କରିବାକୁ ଯାଉଛନ୍ତି। ଏହି ସିଜନ ମାଧ୍ୟମରେ ଚେନ୍ନାଇ ଦଶମ...

ଆଇସିସି ମହିଳା ଟି୨୦ ବିଶ୍ୱକପ୍‌ ଲାଗି ପରିଣୀତିଙ୍କୁ ଆମନ୍ତ୍ରଣ

ନୂଆଦିଲ୍ଲୀ,୨୩।୧୧- ବଲିଉଡ ଅଭିନେତ୍ରୀ ପରିଣୀତି ଚୋପ୍ରା କ୍ରିକେଟ ଅଷ୍ଟ୍ରେଲିଆ (ସିଏ)ର ଏକ ମେଲ ପାଇଛନ୍ତି। ସେଥିରେ ତାଙ୍କୁ ଆଇସିସି ମହିଳା ଟି୨୦ ବିଶ୍ୱକପ୍‌ରେ ଯୋଗ ଦେବାକୁ...

ଅଗଷ୍ଟ ୧୮ରୁ ସିପିଏଲ୍‌ ଟି୨୦ ଲିଗ୍‌ ଆରମ୍ଭ

ନୂଆଦିଲ୍ଲୀ,୧୧।୭: କୋଭିଡ୍‌-୧୯ ମହାମାରୀର ପ୍ରକୋପ୍‌ ଜାରି ରହିଥିବା ବେଳେ ଟେଷ୍ଟ କ୍ରିକେଟ ଆରମ୍ଭ ହୋଇଛି। ଏବେ ଆଉ ଏକ ହାଇପ୍ରୋଫାଇଲ ଟି୨୦ ଲିଗ୍‌ ଆରମ୍ଭ ହେବାକୁ...

କୁଲଦୀପଙ୍କ ପ୍ରଭାବୀ ବୋଲିଂ

ଗୁଏନା,୯ା୮(ପି.ଟି.): ଓ୍ବେଷ୍ଟଇଣ୍ଡିଜ୍‌ ବିପକ୍ଷ ୫ମ୍ୟାଚ ବିଶିଷ୍ଟ ସିରିଜର ତୃତୀୟ ଟି୨୦ ମ୍ୟାଚରେ ଭାରତୀୟ ସ୍ପିନରଙ୍କ ଦୃଢ ପ୍ରଦର୍ଶନ। କୁଲଦୀପ ଯାଦବ ପ୍ରଭାବୀ ବୋଲିଂ କରିବା ସହିତ...

ସନ୍ଦେହରେ ଆଇପିଏଲ୍‌ରେ କିଣାଯାଇଥିବା ପେସର ଦିଗବିଜୟଙ୍କ ବୋଲିଂ ଷ୍ଟାଇଲ

ପୁଣେ,୨୫।୧୨- ମହାରାଷ୍ଟ୍ର ପେସର ଦିଗବିଜୟ ଦେଶମୁଖ ଗତ ସପ୍ତାହରେ ଜମ୍ମୁ-କଶ୍ମୀର ବିପକ୍ଷ ରଣ୍‌ଜୀ ମ୍ୟାଚ୍‌ରେ ପଦାର୍ପଣ କରିଥିଲେ। ତାଙ୍କୁ ଆଇପିଏଲରେ ନିଲାମ ପ୍ରକ୍ରିୟାରେ ମୁମ୍ବାଇ ଇଣ୍ଡିଆନ୍ସ...

ଶୀର୍ଷରେ କୋହଲି, ଉପରକୁ ଉଠିଲେ ରାହାନେ

ଦୁବାଇ,୨୪।୧(ପି.ଟି.)- ଭାରତୀୟ ଅଧିନାୟକ ବିରାଟ କୋହଲି ଆଇସିସି ଟେଷ୍ଟ ବ୍ୟାଟ୍ସମ୍ୟାନଙ୍କ ର଼୍ୟାଙ୍କିଙ୍ଗ୍‌ର ଶୀର୍ଷ ସ୍ଥାନ ବଜାୟ ରଖିଛନ୍ତି। ଉପଅଧିନାୟକ ଅଜିଙ୍କ୍ୟ ରାହାନେ ଉପରକୁ ଉଠି ୮ମ...

୪ ବର୍ଷ ପରେ କ୍ୟାରିୟରର ଦ୍ରୁତତମ ଶତକ ମାରିଲେ ପୂଜାରା

ଚଟ୍ଟଗ୍ରାମ,୧୬।୧୨:ବାଲାଂଦେଶ ବିପକ୍ଷ ଚଟ୍ଟଗ୍ରାମ ଟେଷ୍ଟରେ ଭାରତୀୟ ଟିମ୍‌ର ଉପଅଧିନାୟକ ଚେତେଶ୍ୱର ପୂଜାରା ବିରୋଧୀ ଟିମ୍‌ର ବୋଲର୍‌ଙ୍କୁ ଘାଇଲା କରିଛନ୍ତି। ସେ ବିସ୍ଫୋରକ ବ୍ୟାଟିଂ କରି ନିଜ...

ଏସିଆ କପ୍‌ ଫାଇନାଲ୍‌ ମ୍ୟାଚ୍‌ ପାଇଁ ନାହିଁ ରିଜର୍ଭ ଡେ’: ବର୍ଷା ହେଲେ କିଏ ହେବ ବିଜେତା ଜାଣନ୍ତୁ

କଲମ୍ବୋ,୭।୯: ଶ୍ରୀଲଙ୍କାରେ ଖେଳାଯାଉଥିବା ଏସିଆ କପ ମ୍ୟାଚ ଖେଳ ଅପେକ୍ଷା ଅଧିକ ବର୍ଷା ହେତୁ ଆଲୋଚନା ହେଉଛି। ଏପର୍ଯ୍ୟନ୍ତ ଖେଳାଯାଇଥିବା ପ୍ରତ୍ୟେକ ମ୍ୟାଚ୍‌ରେ ବର୍ଷା ବାଧା...

Advertisement
Archives

Model This Week