Posted inଖେଳ

ଟସ୍‌ ଜିତି ଭାରତର ବ୍ୟାଟିଂ

କଲମ୍ବୋ,୨୯।୭: ୩ ମ୍ୟାଚ ବିଶିଷ୍ଟ ଟି୨୦ ସିରିଜ୍‌ର ଗୁରୁବାର ଅନ୍ତିମ ମ୍ୟାଚରେ ଭାରତୀୟ ଅଧିନାୟକ ଶିଖର ଧାଓ୍ବନ ଟସ୍‌ ଜିତି ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି।

ଭାରତ ବିପକ୍ଷ ଦ୍ୱିତୀୟ ଟି୨୦ ମ୍ୟାଚ୍‌କୁ ୪ ଉଇକେଟରେ ଜିତି ନେଇଥିଲା ଶ୍ରୀଲଙ୍କା। ଫଳରେ ୩ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌ ଏବେ ୧-୧ର ବରାବର ସ୍ଥିତିକୁ ଆସିଛି। ପୂର୍ବରୁ ପ୍ରଥମ ଟି୨୦ ମ୍ୟାଚରେ ଭାରତ ୩୮ ରନ୍‌ରେ ବିଜୟୀ ହୋଇଥିଲା। କୋଭିଡ୍‌ ସଂକ୍ରମଣ ଜନିତ ଆଇସୋଲେଶନ ପାଇଁ ଭାରତର ୯ ଜଣ ଖେଳାଳି ମ୍ୟାଚରୁ ବାଦ୍‌ ପଡିଛନ୍ତି। ୨ୟ ମ୍ୟାଚରେ ଭାରତର ୪ ଜଣ ଖେଳାଳି ପଦାର୍ପଣ କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ନେଟ୍‌ ସେସନ ଆରମ୍ଭ କଲା ଭାରତୀୟ ଦଳ, ଖେଳାଳିଙ୍କୁ ସ୍ବାଗତ କଲେ କୋଚ୍‌ ଶାସ୍ତ୍ରୀ

ଚେନ୍ନାଇ,୨।୨: ଆସନ୍ତା ୫ ତାରିଖରୁ ଇଂଲଣ୍ଡ ବିପକ୍ଷରେ ଆରମ୍ଭ ହେବାକୁ ଯାଉଥିବା ୪ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌ ପାଇଁ ଭାରତୀୟ ଦଳର ଖେଳାଳିମାନେ ମଙ୍ଗଳବାରଠାରୁ...

ଅଷ୍ଟ୍ରେଲିଆ ବ୍ୟାଟ୍‌ କମ୍ପାନୀ ବିରୋଧରେ ମକଦ୍ଦମା ଦାୟକ କଲେ ସଚିନ

ନୂଆଦିଲ୍ଲୀ,୧୪।୬: ଭାରତୀୟ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକର ଅଷ୍ଟ୍ରେଲିଆର ଏକ ବ୍ୟାଟ ପ୍ରସ୍ତୁତକାରୀ କମ୍ପାନୀ ବିରୋଧରେ ଦଓ୍ବୋନୀ ମକଦ୍ଦମା ଦାୟର କରିଛନ୍ତି। ଉକ୍ତ କମ୍ପାନୀ ବ୍ୟାଟ୍‌...

କାହା ସହ ହାତ ମିଳାଇବେ ନାହିଁ ଦକ୍ଷିଣ ଆଫ୍ରିକା ଖେଳାଳି

ନୂଆଦିଲ୍ଲୀ,୯।୩- ଦକ୍ଷିଣ ଆଫ୍ରିକାର ଖେଳାଳିମାନେ ଭାରତ ଗସ୍ତରେ ଥିବାବେଳେ କାହା ସହ ହାତ ମିଳାଇବେ ନାହିଁ। ଏ ନେଇ ଦଳର ମୁଖ୍ୟ କୋଚ୍‌ ମାର୍କ ବାଉଚର...

୩ ମ୍ୟାଚ୍‌ରେ ମାତ୍ର ୧ ରନ୍‌ କରିଛନ୍ତି ଏହି ଖେଳାଳି: ଭାଙ୍ଗିଲେ ଏହି ଖରାପ ରେକର୍ଡ

ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟି-୨୦ ଅନ୍ତର୍ଜାତୀୟ ସିରିଜ୍‌ର ତୃତୀୟ ମ୍ୟାଚ୍‌ ମଙ୍ଗଳବାର ଅନୁଷ୍ଠିତ ହୋଇଥିଲା। ଏଥିରେ ଭାରତ ୮ ଉଇକେଟରେ...

ଦୁଇ ଦଳକୁ ମୋଦିଙ୍କ ଶୁଭେଚ୍ଛା: ଫାଇନାଲ ପୂର୍ବରୁ ଦୁଇ ପ୍ରଧାନମନ୍ତ୍ରୀଙ୍କ ଟୁଇଟର ଯୁଦ୍ଧ

ନୂଆଦିଲ୍ଲୀ,୮।୩(ପି.ଟି.)- ମହିଳା ଟି୨୦ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଖେଳିବା ପୂର୍ବରୁ ଭାରତ ଓ ଅଷ୍ଟ୍ରେଲିଆର ପ୍ରଧାନମନ୍ତ୍ରୀଙ୍କ ମଧ୍ୟରେ ଟୁଇଟରରେ ଯୁଦ୍ଧ ତଥା କଥା କଟାକଟି ଦେଖିବାକୁ...

ବାଂଲାଦେଶ ନିୟନ୍ତ୍ରଣରେ ପ୍ରଥମ ଟେଷ୍ଟ

ଚଟୋଗ୍ରାମ,୬।୨(ଏପି): ମେହିଦୀ ହାସନ ମିରାଜଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ବାଂଲାଦେଶ ଭ୍ରମଣକାରୀ ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚକୁ ନିୟନ୍ତ୍ରଣରେ ରଖିଛି। ପ୍ରଥମ ଇନିଂସରେ ୧୦୩...

ନୀଳ ମାସ୍କ, ପିପିଇ କିଟ୍‌ ପିନ୍ଧି ଅଷ୍ଟ୍ରେଲିଆ ଅଭିମୁଖେ ବାହାରିଲା ଭାରତୀୟ ଦଳ

ଦୁବାଇ,୧୨।୧୧: ଆଇପିଏଲ୍‌ ଶେଷ ହେବା ପରେ ଭାରତୀୟ କ୍ରିକେଟ ଦଳ ଦୁବାଇରୁ ସିଧା ଅଷ୍ଟ୍ରେଲିଆ ଗସ୍ତରେ ଯାଇଛି। ଦଳର ସବୁ ଖେଳାଳିଙ୍କ ନୀଳ ମାସ୍କ ଏବଂ...

ଭାରତୀୟ ମହିଳା କ୍ରିକେଟ ଦଳ: ମୁଖ୍ୟ କୋଚ୍‌ ଦୌଡ଼ରେ ୫ ମହିଳା

ନୂଆଦିଲ୍ଲୀ, ୩୦।୪(ପି.ଟି.)-ଭାରତୀୟ ମହିଳା କ୍ରିକେଟ ଦଳର ମୁଖ୍ୟ କୋଚ୍‌ ଦୌଡ଼ରେ ୫ ଜଣ ମହିଳା ସାମିଲ ହୋଇଛନ୍ତି। ୨୦୧୭ରୁ ଏହି ପଦରେ ପୁରୁଷ କୋଚ୍‌ ରହି...

Advertisement
Ten Cric Info


Archives

Model This Week