Posted inଖେଳ

ଟସ୍‌ ହାରିଲା ଭାରତ: ସୁନ୍ଦରଙ୍କ ଦମ୍‌ଦାର ଆରମ୍ଭ

ଓ୍ବାଙ୍ଖଡେ,୧।୧୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ଶେଷ ମ୍ୟାଚ ଶୁକ୍ରବାର ଠାରୁ ଖେଳାଯାଉଛି। ନ୍ୟୁଜିଲାଣ୍ଡର ଅଧିନାୟକ ଟମ ଲାଥାମ ଟସ ଜିତି ଭାରତ ବିପକ୍ଷରେ ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। କ୍ୟାପଟେନ ଲାଥାମ ପ୍ଲେ-୧୧ରେ ଦୁଇଟି ପରିବର୍ତ୍ତନ କରିଛନ୍ତି। ଗତ ମ୍ୟାଚରେ ଭାରତକୁ ଅସୁବିଧାରେ ପକାଇଥିବା ମିଚେଲ ସାଣ୍ଟନର୍‌ ଏହି ମ୍ୟାଚରେ ଖେଳୁ ନାହାଁନ୍ତି। ତାଙ୍କ ସ୍ଥାନରେ ଇଶ ସୋଡି ପ୍ଲେ -୧୧ରେ ଅନ୍ତର୍ଭୁକ୍ତ ହୋଇଛନ୍ତି। ଏଥି ସହିତ, ଟିମ ସାଉଥୀଙ୍କ ସ୍ଥାନରେ ମ୍ୟାଟ ହେନେରୀ ପ୍ଲେ-୧୧ରେ ଅନ୍ତର୍ଭୁକ୍ତ ହୋଇଛନ୍ତି। ଏଥି ସହିତ ଭାରତୀୟ ଅଧିନାୟକ ରୋହିତ ଶର୍ମା ପ୍ଲେ-୧୧ରେ ପରିବର୍ତ୍ତନ କରିଛନ୍ତି। ଜସପ୍ରୀତ ବୁମରା ସ୍ବାସ୍ଥ୍ୟାବସ୍ଥା ଠିକ୍‌ ନାହାନ୍ତି। ଏଭଳି ପରିସ୍ଥିତିରେ ମହମ୍ମଦ ସିରାଜଙ୍କୁ ଏକ ସୁଯୋଗ ଦିଆଯାଇଛି।

ନ୍ୟୁଜିଲାଣ୍ଡ ପ୍ରଥମେ ବ୍ୟାଟିଂ କରି ପ୍ରାରମ୍ଭିକ ବିପର୍ଯ୍ୟୟୁ ଘଟିଛି ଦଳ ଲଞ୍ଚ ପର୍ଯ୍ୟନ୍ତ ୯୩ ରନ୍‌ରେ ୩ଟି ଉଇକେଟ୍‌ ହରାଇଛି। ଭାରତ ପକ୍ଷରୁ ଓ୍ବାଶିଂଟନ ସୁନ୍ଦର ଦୁଇଟି ଉଇକେଟ୍‌ ନେଇଛନ୍ତି। ଆକାଶଦୀପ ଗୋଟିଏ ଉଇକେଟ୍‌ ନେଇଛନ୍ତି।

କିୱି ଦଳ ଏହି ସିରିଜରେ ୨-୦ ଅଗ୍ରଣୀ ହାସଲ କରିସାରିଛି। ଏଭଳି ପରିସ୍ଥିତିରେ ଟିମ ଇଣ୍ଡିଆ ନିଜକୁ କ୍ଲିନ୍‌ ସୁଇପ୍‌ରୁ ରକ୍ଷା କରିବାକୁ ବାହାରିଛି। ବେଙ୍ଗାଲୁରୁରେ ଖେଳାଯାଇଥିବା ପ୍ରଥମ ଟେଷ୍ଟକୁ ୮ଟି ଉଇକେଟ ଏବଂ ପୁଣେରେ ଖେଳାଯାଇଥିବା ଦ୍ୱିତୀୟ ଟେଷ୍ଟକୁ ୧୧୩ ରନ୍‌ରେ ନ୍ୟୁଜିଲାଣ୍ଡ ଜିତିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଢାବା କର୍ମଚାରୀଙ୍କୁ ମରଣାନ୍ତକ ଆକ୍ରମଣ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅଧୀନ ୧୮ ନମ୍ବର ଜାତୀୟ ରାଜପଥ ଗଡଦେଉଳିଆ ସ୍ଥିତ ଏକ ଢ଼ାବାରେ ଶନିବାର ସନ୍ଧ୍ୟାରେ ୪ଜଣ ଦୁର୍ବୃତ୍ତ ପଶି…

ଝିଅ ଘରକୁ ବୁଲିବାକୁ ଯାଇଥିଲେ, କଳାକନା ବୁଲାଇଲେ ଦୁର୍ବୃତ୍ତ

ବୈଶିଙ୍ଗା,୧୨।୯(ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ଗଡଦେଉଳିଆ ଗ୍ରାମର ଜନୈକ ବ୍ୟକ୍ତି ତାଙ୍କ ଝିଅ ଘରକୁ ବୁଲିବାକୁ ଯାଇଥିବା ବେଳେ ଦୁର୍ବୃତ୍ତମାନେ ଘରେ ପଶି…

ବାଇକ୍‌କୁ ପିଟିଲା ବାଇକ୍‌: ୨ ଛାତ୍ରଙ୍କ ସମେତ ୪ ଗୁରୁତର

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି କଲେଜ ନିକଟରେ ଶନିବାର ଘଟିଥିବା ଏକ ସଡ଼କ ଦୁର୍ଘଟଣାରେ ଯୁକ୍ତ ୩ରେ ପଢୁଥିବା ୨ ଛାତ୍ରଙ୍କ ସମେତ…

ଦୁର୍ଘଟଣାରେ ଆହତ ବୃଦ୍ଧଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଆଜି ମୃତଦେହ ଜବତ କରି…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମ ନିକଟ ମୁଖ୍ୟରାସ୍ତାରେ ଏକ ବାଇକ୍‌ ଧକ୍କାରେ ସାନଖେମୁଣ୍ଡି ବ୍ଲକ ଗୌତମୀ ଗ୍ରାମର…

ଗୁଣିଆ ସନ୍ଦେହରେ ବାନ୍ଧିକି ରଖିଲେ, ଭିଡିଓ ଭାଇରାଲ

ପାତ୍ରପୁର,୧୨।୯(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ବି ନୂଆଗାଁ ଗ୍ରାମରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ପରିସ୍ଥିତି ଦେଖିବାକୁ ମିଳିଛି l ଗ୍ରାମର କେଉଟ…

ଭଦ୍ରକରୁ ଅପହରଣ କରି ୫ ଲକ୍ଷ ଟଙ୍କାର ମୁଣ୍ଡ ଜାମିନ ରଖିଥିଲେ ଅପହରଣକାରୀ, ଆଉ ତା’ ପରେ…

ହାଟଡିହୀ,୧୨ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ପୋଲିସ ପାଇଁ ଅପହରଣର ଶିକାର ହୋଇଥିବା ୩ ଜଣଙ୍କ ଜୀବନ ବଞ୍ଚିଯାଇଛି। ପୋଲିସର ହସ୍ତକ୍ଷେପ ପରେ ଅପହରଣ ଶିକାର ହୋଇ ୫…

ଜୀବନ ସଂଘର୍ଷରେ ହାରିଗଲେ ଚାଷୀ

ଦିଗପହଣ୍ଡି,୧୨।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଚଷାନିମଖଣ୍ଡି ଗ୍ରାମର ଜଣେ ଚାଷୀ ସାପ କାମୁଡ଼ାରେ ଗୁରୁତର ହୋଇ ବ୍ରହ୍ମପୁର ବଡ଼ ଡାକ୍ତରଖାନାରେ ଚିକିତ୍ସାଧୀନ ଥିବା…

କାର୍‌ରେ ଚାଲାଣ ହେଉଥିଲା ଗଞ୍ଜେଇ, ଯାଞ୍ଚ ସମୟରେ ମହାରାଷ୍ଟ୍ରର ୨ ଅଭିଯୁକ୍ତଙ୍କୁ ଧରି…

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ପଞ୍ଚାୟତ ଟୋଲଗେଟ ନିକଟରେ ପୋଲିସ ବ୍ଲକିଂ କରି ଯାଞ୍ଚ କରିବା ସମୟରେ ଗୋଟିଏ କାର୍‌ରୁ ୪୨ କେଜି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?