Posted inଖେଳ

ନିର୍ଣ୍ଣାୟକ ମ୍ୟାଚ୍‌ରେ ଟସ୍‌ ଜିତିଲା ଭାରତ

ହାଇଦ୍ରାବାଦ,୨୫।୯: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି-୨୦ ସିରିଜ୍‌ର ତୃତୀୟ ତଥା ନିର୍ଣ୍ଣାୟକ ମ୍ୟାଚ୍‌ ଆଜି ହାଇଦ୍ରାବାଦରେ ଖେଳାଯାଉଛି। ଏହି ମ୍ୟାଚ୍‌ରେ ଭାରତ ଟସ୍‌ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛି। ଭାରତୀୟ ଏକାଦଶରେ ଗୋଟିଏ ପରିବର୍ତ୍ତନ କରାଯାଇଛି। ରିଷଭ ପନ୍ତଙ୍କୁ ବାଦ୍‌ ଦିଆଯାଇ ଭୁବନେଶ୍ୱର କୁମାରଙ୍କୁ ଶେଷ ଏକାଦଶରେ ସ୍ଥାନ ଦିଆଯାଇଛି।
ସିରିଜ ହାତେଇବା ପାଇଁ ଉଭୟ ଦଳ ପଡିଆକୁ ଓହ୍ଲାଇବେ। ପ୍ରଥମ ମ୍ୟାଚରେ ଭାରତକୁ ଚାରି ଉଇକେଟରେ ପରାଜୟର ସାମ୍ନା କରିବାକୁ ପଡିଥିଲା। ଦ୍ୱିତୀୟ ମ୍ୟାଚ୍‌ରେ ଭାରତ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା। ଟି-୨୦ ବିଶ୍ୱକପ୍‌ ପୂର୍ବରୁ ଏହି ସିରିଜ୍‌କୁ ଗୁରୁତ୍ୱପୂର୍ଣ୍ଣ ଧରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଇପିଏଲ୍‌ ୨୦୨୭ରେ ଖେଳିବେ କି ଧୋନି? ବଡ଼ ଖୁଲାସା କଲେ….

ନୂଆଦିଲ୍ଲୀ,୧୩।୧୦: ଆଇପିଏଲ୍‌ର ସଫଳତମ ଫ୍ରାଞ୍ଚାଇଜି ମଧ୍ୟରୁ ଅନ୍ୟତମ ଚେନ୍ନାଇ ସୁପର କିଙ୍ଗ୍ସ (CSK)ର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନିଙ୍କ ଭବିଷ୍ୟତକୁ ନେଇ ପୁଣି ଚର୍ଚ୍ଚା ଜୋର…

ବେଆଇନ ଇଟାଭାଟି ଉଚ୍ଛେଦ ଆରମ୍ଭ: ଶ୍ରମିକଙ୍କ ଥଇଥାନକୁ ନେଇ ଉଠିଲା ପ୍ରଶ୍ନ

ନୀଳଗିରି, ୧୩।୧୦(ପ୍ରଶାନ୍ତ କୁମାର ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅନ୍ତର୍ଗତ କୁଳଡ଼ିହା ଅଭୟାରଣ୍ୟର ଇକୋ ସେନ୍ସିଟିଭ ଜୋନ୍‌ରେ ଥିବା ୧୩ଟି ବେଆଇନ ଇଟାଭାଟି ଉଚ୍ଛେଦ ପ୍ରକ୍ରିୟା…

ନଣଦେଇଙ୍କୁ ଭଲ ପାଉଥିଲେ ସ୍ତ୍ରୀ, ସ୍ବାମୀ ଜାଣିଲା ପରେ ଯାହା ଘଟିଲା, ଜାଣିଲେ ଗୋଡ଼ ତଳୁ ଖସିଯିବ ମାଟି

ଗାଜିଆବାଦ,୧୩।୧୦: ଉତ୍ତରପ୍ରଦେଶର ଗାଜିଆବାଦ ଜିଲାରେ ସ୍ବାମୀଙ୍କୁ ହତ୍ୟା କରିବା ପାଇଁ ଷଡ଼ଯନ୍ତ୍ର ରଚିଥିବା ଅଭିଯୋଗରେ ପୋଲିସ ମୃତକଙ୍କ ସ୍ତ୍ରୀ ଓ ତାଙ୍କ ପ୍ରେମିକଙ୍କୁ ଗିରଫ କରିଛି। ଖୋଡ଼ା…

ବ୍ରହ୍ମପୁର MKCGରେ ବିରଳ ଶିଶୁ ଜନ୍ମ ! ଦୁଇଟି ମୁଣ୍ଡ, ଗୋଟିଏ ଶରୀର

ବ୍ରହ୍ମପୁର,୧୩।୧୦(ସୁବାସ ଚନ୍ଦ୍ର ପାଢ଼ୀ ): ଏମକେସିଜି ମେଡିକାଲ କଲେଜ ଶିଶୁ ବିଭାଗରେ ଜଣେ ମହିଳା ଏକ ବିରଳ ଶିଶୁଙ୍କୁ ଜନ୍ମ ଦେଇଛନ୍ତି । ଛୁଆଙ୍କ ଦୁଇଟି ମୁଣ୍ଡ…

ICC ପ୍ଲେୟର ଅଫ ଦ ମନ୍ଥ ଆୱାର୍ଡ ଘୋଷଣା: ପୁରୁଷ-ମହିଳା ବର୍ଗରେ ବାଜି ମାରିଲେ ୨ ଭାରତୀୟ ଖେଳାଳି, ଜାଣନ୍ତୁ ସେମାନେ କିଏ…

ନୂଆଦିଲ୍ଲୀ, ୧୩।୧୦: ସେପ୍ଟେମ୍ବର ମାସରେ ଭାରତୀୟ କ୍ରିକେଟର୍ସଙ୍କ ଜଲୱା ଦେଖିବାକୁ ମିଳିଛି। ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ପକ୍ଷରୁ ‘ପ୍ଲେୟର ଅଫ ଦ ମନ୍ଥ’ ପୁରସ୍କାର ଘୋଷଣା…

‘ଗୌତମ ଗମ୍ଭୀର ଜଣେ ଏକଛତ୍ରବାଦୀ’: କିଏ ଆଉ କାହିଁକି କହିଲେ ଏମିତି, ଯାହାକୁ ନେଇ କ୍ରିକେଟ ଜଗତରେ ବଢୁଛି ଆଲୋଚନା

ନୂଆଦିଲ୍ଲୀ,୧୩।୧୦: ଯଦିଓ ଯୁବ ଭାରତୀୟ କ୍ରିକେଟ ତାରକା ବୈଭବ ସୂର୍ଯ୍ୟବଂଶୀ T20 ଅନ୍ତର୍ଜାତୀୟ କ୍ରିକେଟରେ ପଦାର୍ପଣ କରିସାରିଛନ୍ତି, ତଥାପି ‘ପ୍ଲେଇଂ ଇଲେଭେନ’ (ଖେଳୁଥିବା ଏକାଦଶ ଦଳ) ରେ…

୨୦୨୭ ବିଶ୍ୱକପ ଖେଳିବେ ନା ନାହିଁ ରୋହିତ-ବିରାଟ? ଶେଷରେ ବଡ଼ ବୟାନ ଦେଲା BCCI, ପ୍ରଶଂସକ ଶୁଣିଲେ…

ନୂଆଦିଲ୍ଲୀ,୧୩।୧୦: ରୋହିତ ଶର୍ମା ଏବଂ ବିରାଟ କୋହଲି ଭାରତୀୟ ଦିନିକିଆ ଦଳର ଗୁରୁତ୍ୱପୂର୍ଣ୍ଣ ଖେଳାଳି। କିଛି ମାସ ପୂର୍ବରୁ ଉଭୟ ୨୦୨୭ ଦିନିକିଆ ବିଶ୍ୱକପ ଖେଳିବେ କି…

୪୦ ଦିନରେ କମିଗଲା ୧୫ କେଜି ଓଜନ: ଦୁଃଖ ବଖାଣିଲେ ‘ଦୃଶ୍ୟମ ୩’ ଅଭିନେତ୍ରୀ

ମୁମ୍ବାଇ: ବଲିଉଡ ଅଭିନେତା ଅଜୟ ଦେବଗନଙ୍କ ଅଭିନୀତ ଫିଲ୍ମ ‘ଦୃଶ୍ୟମ ୩’ରେ ନଜର ଆସିଥିବା ଅଭିନେତ୍ରୀ ଇଶିତା ଦତ୍ତା ନିଜର ଦ୍ୱିତୀୟ ଗର୍ଭଧାରଣ ସମୟର କଷ୍ଟଦାୟକ ଅନୁଭୂତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?