Posted inଖେଳ

କର ବା ମର ମ୍ୟାଚ୍‌ରେ ଟସ୍‌ ଜିତିଲା ଭାରତ

ଲଣ୍ଡନ,୧୭।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଚାଲିଥିବା ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ନିର୍ଣ୍ଣାୟକ ମ୍ୟାଚ ଆଜି ମାଞ୍ଚେଷ୍ଟରର ଓଲ୍ଡ ଟ୍ରାଫର୍ଡରେ ଖେଳାଯାଉଛି। ଏହି ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ରୋହିତ ଶର୍ମା ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଭାରତୀୟ ଦଳରେ ଗୋଟିଏ ପରିବର୍ତ୍ତନ କରାଯାଇଛି। ଜଶପ୍ରୀତ ବୁମ୍‌ରାଙ୍କ ସ୍ଥାନରେ ମହମ୍ମଦ ସିରାଜଙ୍କୁ ଦଳରେ ସାମିଲ କରାଯାଇଛି। ଏଥି ସହିତ ଇଂଲଣ୍ଡ ଦଳରେ କୌଣସି ପରିବର୍ତ୍ତନ ହୋଇନାହିଁ। ଭାରତ ପ୍ରଥମ ଦିନିକିଆକୁ ୧୦ ଉଇକେଟରେ ଜିତିଥିବା ବେଳେ ଇଂଲଣ୍ଡ ଦ୍ୱିତୀୟ ଦିନିକିଆକୁ ୧୦୦ ରନରେ ଜିତିଛି। ଆଜିର ମ୍ୟାଚ ଜିତି ଉଭୟ ଦଳ ଦିନିକିଆ ସିରିଜ ହାତେଇବାକୁ ଚାହୁଁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ଅଲରାଉଣ୍ଡର କାମେରନ ଗ୍ରୀନଙ୍କୁ ନେଇ ମୁହଁ ଖୋଲିଲା କ୍ରିକେଟ ଅଷ୍ଟ୍ରେଲିଆ

ମୁମ୍ୱାଇ,୩୦ା୩: ଅଷ୍ଟ୍ରେଲିଆନ ଅଲରାଉଣ୍ଡର କାମେରନ ଗ୍ରୀନ ଚଳିତ ଆଇପିଏଲ୍‌ର ପ୍ରାରମ୍ଭିକ କିଛି ମ୍ୟାଚ୍‌ରେ କେବଳ ଜଣେ ବ୍ୟାଟର ଭାବେ ଖେଳିବେ। ଏ ନେଇ କ୍ରିକେଟ ଅଷ୍ଟ୍ରେଲିଆ(ସିଏ) ପକ୍ଷରୁ…

ରାଜସ୍ଥାନ-ଚେନ୍ନାଇ ମହାମୁକାବିଲା, ଟସ୍‌ ଜିତିଲା ରାଜସ୍ଥାନ

ଗୌହାଟି,୩୦।୩: ଗୌହାଟିର ବରସାପାରା କ୍ରିକେଟ ଷ୍ଟାଡିୟମରେ IPL 2026ର ସୋମବାର ଖେଳାଯାଉଥିବା ତୃତୀୟ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତି ନେଇଛି। ଫଳରେ…

ଦିଗପହଣ୍ଡିରେ ଅସାମାଜିକ ଯୁବକଙ୍କ ଆତଙ୍କ: ଦେଶୀମଦ ପାଇଁ କରୁଛନ୍ତି ଚୋରି

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ସହରରେ ଅସାମାଜିକ ଯୁବକଙ୍କ ଆତଙ୍କରାଜ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୁଞ୍ଜିକଂୟା ଛକ, ବଜାର ସାହି, ଜନତା ଲେନ, ମେଡିକାଲ…

ଏଣିକି ଗୁଳିର ଜବାବ ଗୁଳିରେ ଦେବୁ: ଲୋକ ସଭାରେ କାହିଁକି ଏମିତି କହିଲେ ଅମିତ ଶାହା

ନୂଆଦିଲ୍ଲୀ,୩୦।୩: ଲୋକ ସଭାରେ ‘ନକ୍ସଲମୁକ୍ତ ଭାରତ’ ସମ୍ପର୍କରେ ଆଲୋଚନାରେ ଭାଗ ନେଇ କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ କଂଗ୍ରେସକୁ ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି ଯେ,…

ତହସିଲଦାରଙ୍କୁ ବିଧାୟିକା ସ୍ବାମୀଙ୍କ ହତ୍ୟା ଧମକ ମାମଲା: ୱାରେଣ୍ଟ ପାଇଁ କୋର୍ଟରେ ଆବେଦନ କଲା ପୋଲିସ

ଭବାନୀପାଟଣା,୩୦।୩(ଉତ୍ତମ କୁମାର ଦାଶ): ସରକାରୀ କାର୍ଯ୍ୟରେ ବାଧା ସୃଷ୍ଟି କରିବା ଏବଂ ତହସିଲଦାରଙ୍କୁ ହତ୍ୟା ଧମକ ଦେବା ଅଭିଯୋଗରେ କଳାହାଣ୍ଡି ଜିଲା ନର୍ଲା ବିଜେଡି ବିଧାୟିକା ମନୋରମା…

ପାକିସ୍ତାନର ଖୋଲିଗଲା ପୋଲ୍‌: ଯୁଦ୍ଧ ନାଁରେ କରୁଛି ଏହି କାମ, ସାମ୍ନାକୁ ଆସିଲା ସାଂଘାତିକ କଥା

ନୂଆଦିଲ୍ଲୀ,୩୦।୩: ଇରାନ, ଆମେରିକା ଏବଂ ଇସ୍ରାଏଲ ସହିତ ଚାଲିଥିବା ସଂଘର୍ଷରେ ଯୁଦ୍ଧବିରାମ ପାଇଁ ପାକିସ୍ତାନ ପଦକ୍ଷେପ ନେଉଛି। ମଧ୍ୟପ୍ରାଚ୍ୟରେ ଉତ୍ତେଜନା ମଧ୍ୟରେ ପାକିସ୍ତାନ ନିଜକୁ ଏକ ଶାନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri