Posted inଖେଳ

ଟି-୨୦ ବିଶ୍ୱକପ୍‌: ଦକ୍ଷିଣ ଆଫ୍ରିକା ବିପକ୍ଷରେ ଟସ୍‌ ଜିତିଲା ଭାରତ

ପର୍ଥ,୩୦।୧୦: ଟି-୨୦ ବିଶ୍ୱକପ୍‌ରେ ଆଜି ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ମ୍ୟାଚ୍‌ ଖେଳାଯାଉଛି। ପର୍ଥ କ୍ରିକେଟ୍‌ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ଭାରତ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଛି। ଏହି ମ୍ୟାଚ୍‌ରେ ଭାରତ ଗୋଟିଏ ପରିବର୍ତ୍ତନ କରିଛି। ଅକ୍ଷର ପଟେଲଙ୍କ ସ୍ଥାନରେ ଦୀପକ ହୁଡ୍ଡାଙ୍କୁ ସାମିଲ କରାଯାଇଛି। ସେପଟେ ଦକ୍ଷିଣ ଆଫ୍ରିକା ଦଳରେ ମଧ୍ୟରେ ଗୋଟିଏ ପରବର୍ତ୍ତନ କରାଯାଇଛି। ତବରେଜ ଶାମସୀ ସ୍ଥାନରେ ଲୁଗି ଏନଗିଡିଙ୍କୁ ଦଳରେ ନିଆଯାଇଛି।
ଆଜି ମ୍ୟାଚ ଜିତି ସେମିଫାଇନାଲ ପାଇଁ ନିଜର ଦାବିକୁ ଦୃଢ କରିବା ଟିମ ଇଣ୍ଡିଆର ଲକ୍ଷ୍ୟ ହେବ। କେଏଲ ରାହୁଲଙ୍କ ଖରାପ ଫର୍ମ ଟିମ ଇଣ୍ଡିଆ ପାଇଁ ଚିନ୍ତାର ବିଷୟ।


Enter your email to get our daily news in your inbox.

All Right Reserved By Dharitri.Com

ସମୁଦ୍ର କୂଳରେ ବୁଲୁଥିଲେ ପ୍ରେମୀଯୁଗଳ, ହଠାତ୍‌ ମାରିଲା ବିଜୁଳି, ଘଟିଗଲା ଦୁଃଖଦ ଘଟଣା, ଭିଡିଓ ଦେଖିଲେ…

ବ୍ରାସିଲିଆ,୨ା୯: ବ୍ରାଜିଲର ପାଲହୋକାରେ ଥିବା ପ୍ରିଆ ଡା ପିନହେଇରା ବିଚ୍‌ର ଏକ ଭିଡିଓ ସୋସିଆଲ ମିଡିଆରେ ଦ୍ରୁତଗତିରେ ଭାଇରାଲ ହେଉଛି। ଭିଡିଓରେ ଦେଖାଯାଉଛି ପ୍ରେମୀଯୁଗଳ ବେଳାଭୂମିରେ ଚାଲୁଛନ୍ତି।…

ନୂଆ ପ୍ରଧାନଶିକ୍ଷୟିତ୍ରୀ ଭାବେ ଯୋଗଦେଲେ ମାଳତୀ ମହାନ୍ତି, କହିଲେ ବିଦ୍ୟାଳୟର ବିକାଶ ସହ…

ପାଟଣା,୨ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ମୁଖ୍ୟାଳୟସ୍ଥିତ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ମାଳତୀ ମହାନ୍ତି ନୂତନ ଭାବେ ଲେଭଲ-୩ରୁ ପଦୋନ୍ନତି ପାଇ ପ୍ରଧାନଶିକ୍ଷୟିତ୍ରୀ ଭାବେ…

ଏ କ’ଣ କରିଦେଲା BCCI, ଅଧିନାୟକ ଶେୟସ ଆୟରଙ୍କ ବଢିଲା ଟେନ୍‌ସନ୍‌

ନୂଆଦିଲ୍ଲୀ,୨।୯: ବିସିସିଆଇ ଆଫଗାନିସ୍ତାନ ବିପକ୍ଷରେ ଆଗାମୀ ଅନ୍ତର୍ଜାତୀୟ ଟି-୨୦ ସିରିଜ ପାଇଁ ଟିମ ଇଣ୍ଡିଆର ଦଳ ଘୋଷଣା କରିଛି। ଶ୍ରେୟସ ଆୟର ପୁଣି ଥରେ ଦଳର ନେତୃତ୍ୱ…

ଘରେ ଚାଲିଥିଲା ବିବାହ ଉତ୍ସବ, ଛାତ ଉପରେ ପଡ଼ିଲା ଆମେରିକା ଡ୍ରୋନ୍‌: ଆଉ ତା’ପରେ…

ଓ୍ବାଶିଂଟନ୍‌,୨।୯: ଆମେରିକା ପୁଣି ଥରେ ଇରାନ ଉପରେ ଆକ୍ରମଣ କରିଛି। ଏଥର ବିବାହ ଉତ୍ସବ ଚାଲିଥିବା ଏକ ଘର ଉପରେ ଆମେରିକା ଡ୍ରୋନ ପଡ଼ିଥିଲା। ଏଥିରେ ଘରର…

ଜାଲରେ ଫସିଥିଲା ବିରାଟକାୟ ଅଜଗର, ବନବିଭାଗ କର୍ମଚାରୀ ପହଞ୍ଚିବା ପରେ…

ପାଟଣା,୨ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅଧୀନ ମୂଷାପଡ଼ା ଗାଁର ଭରତ ନାଏକଙ୍କ ବଗିଚାରେ ଲାଗିଥିବା ଜାଲରୁ ବୁଧବାର ପୂର୍ବାହ୍ନରେ ଏକ ୬ ଫୁଟ ଲମ୍ବର…

ଆଉ ଚାଲିବନି ବାହାନା! ଖେଳାଳିଙ୍କ ପାଇଁ BCCIର କଡ଼ା ନିୟମ, ବଦଳିଲା…

ନୂଆଦିଲ୍ଲୀ,୨।୯: ଆଫଗାନିସ୍ତାନ ବିପକ୍ଷ ୩ ମ୍ୟାଚରେ ଟି-୨୦ ସିରିଜ ପାଇଁ ଟିମ ଇଣ୍ଡିଆ ଘୋଷଣା ହୋଇସାରିଛି। ତେବେ ଏହି ଚୟନ ସହ କିଛି ଖେଳାଳିଙ୍କ ପାଇଁ ଫିଟନେସ୍‌କୁ…

କାଶତଣ୍ଡି ଫୁଲରେ ସୁଶୋଭିତ ଅଞ୍ଚଳ: ଖିଲି ଖିଲି ହସରେ ମା’ଙ୍କୁ କରୁଛି ନିମନ୍ତ୍ରଣ

କେସିଙ୍ଗା,୨।୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବୋରିଆ ଗ୍ରାମ ନିକଟରେ ଥିବା ତେଲନଦୀ ପାର୍ଶ୍ୱରେ ଶୋଭାପାଉଛି କାଶତଣ୍ଡି ଫୁଲ। ଏପଟେ ଭଲ ବର୍ଷା ଯୋଗୁ ଧାନ…

ସରପଞ୍ଚଙ୍କ ଗାଁ ରାସ୍ତା ଶୋଚନୀୟ: ପାଦ ଚଲା ରାସ୍ତା ପାଇଁ ବି ନୁହେଁ ଉପଯୋଗୀ

ଗଞ୍ଜାମ,୨।୯(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତର ବିଭିନ୍ନ ଗ୍ରାମଗୁଡିକ ଅବହେଳିତ ଅବସ୍ଥାରେ ଥିବାବେଳେ ଖୋଦ ସରପଞ୍ଚଙ୍କ ଗାଁ ନୀଳାଦ୍ରିପୁର ରାସ୍ତା ଶୋଚନୀୟ ହୋଇପଡ଼ିଥିବା ଅଭିଯୋଗ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri