Posted inଖେଳ

ଟସ୍‌ ଜିତିଲା ଭାରତ

ଲର୍ଡସ,୧୪।୭: ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଚାଲିଥିବା ଦିନିକିଆ ସିରିଜର ଦ୍ୱିତୀୟ ମ୍ୟାଚ ଆଜି ଐତିହାସିକ ଲର୍ଡସ ଗ୍ରାଉଣ୍ଡରେ ଆରମ୍ଭ ହୋଇଛି। ଭାରତୀୟ ଅଧିନାୟକ ରୋହିତ ଶର୍ମା ଟସ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛନ୍ତି। ବିରାଟ କୋହଲି ଦଳକୁ ଫେରିଥିବାବେଳେ ଏବଂ ଶ୍ରେୟସ ଆୟାରଙ୍କୁ ଦଳରୁ ବାଦ ଦିଆଯାଇଛି। ଆହତ କାରଣରୁ ବିରାଟ ଚଳିତ ସିରିଜର ପ୍ରଥମ ମ୍ୟାଚ ଖେଳିପାରି ନ ଥିଲେ।
ତିନି ମ୍ୟାଚ ବିଶିଷ୍ଟ ସିରିଜର ପ୍ରଥମ ମ୍ୟାଚ ୧୦ ଉଇକେଟ୍‌ରେ ଜିତିଥିଲା ଭାରତ। ଏବେ ଦ୍ୱିତୀୟ ମ୍ୟାଚ ଜିତି ଭାରତ ଏହି ସିରିଜକୁ ମଧ୍ୟ କବଜା କରିବାକୁ ଚାହୁଁଛି। ଏହାପୂର୍ବରୁ ଭାରତ ମଧ୍ୟ ଟି -୨୦ ସିରିଜ ଜିତିଥିଲା।
ପ୍ରଥମ ଦିନିକିଆରେ ଭାରତୀୟ ବୋଲର ଏବଂ ବ୍ୟାଟ୍ସମ୍ୟାନ୍‌ମାନେ ଚମତ୍କାର ପ୍ରଦର୍ଶନ କରିଥିଲେ। ଏହି ମ୍ୟାଚ୍‌ରେ ପୂର୍ବ ପ୍ରଦର୍ଶନକୁ ପୁନରାବୃତ୍ତି କରିବାକୁ ଭାରତ ପ୍ରୟାସ କରିବ। ସେପଟେ ଇଂଲଣ୍ଡ ଦଳ ପ୍ରତ୍ୟାବର୍ତ୍ତନ ଉଦ୍ଦେଶ୍ୟରେ ପଡିଆକୁ ଓହ୍ଲାଇବ।


Enter your email to get our daily news in your inbox.

All Right Reserved By Dharitri.Com

ଭବାନୀପାଟଣାରେ ଇତିହାସ: ପ୍ରଥମ ଥର ପାଇଁ ରଥ ଉପରେ ମହାପ୍ରଭୁଙ୍କ ସୁନାବେଶ ଦେଖି ଭାବବିହ୍ୱଳ ହେଲେ ଶ୍ରଦ୍ଧାଳୁ

ଭବାନୀପାଟଣା,୨୫ା୭(ଉତ୍ତମ କୁମାର ଦାଶ): ଭବାନୀପାଟଣା ସହରରେ ପ୍ରଥମ ଥର ପାଇଁ ନନ୍ଦିଘୋଷ ରଥ ଉପରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦୁର୍ଲଭ ସୁନାବେଶ ଅନୁଷ୍ଠିତ ହୋଇଯାଇଛି। ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ଏହି…

ବଡ଼ ଖବର: ଧର୍ମେନ୍ଦ୍ରଙ୍କ ଇସ୍ତଫା ପରେ ପ୍ରହଲାଦ ଜୋଶୀଙ୍କୁ ଶିକ୍ଷା ବିଭାଗର ଅତିରିକ୍ତ ଦାୟିତ୍ୱ

ନୂଆଦିଲ୍ଲୀ,୨୫।୭: ବଡ଼ ଘୋଷଣା। ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ନୂଆ ଶିକ୍ଷାମନ୍ତ୍ରୀ ଘୋଷଣା କରାଯାଇଛି। କ୍ୟାବିନେଟ ମନ୍ତ୍ରୀ ପ୍ରହଲାଦ ଜୋଶୀଙ୍କୁ ତାଙ୍କର ବର୍ତ୍ତମାନର ବିଭାଗ ସହିତ ଶିକ୍ଷା…

ବାହୁଡ଼ା ଯାତ୍ରାରେ ଅନନ୍ତଙ୍କ ଘରେ ଅଲୌକିକ ଦୃଶ୍ୟ: ପାଣି ଗରାରେ ଦର୍ଶନ ଦେଲେ ମହାପ୍ରଭୁ ଜଗନ୍ନାଥ

କୃଷ୍ଣପ୍ରସାଦ,୨୫ା୭(କୈଳାଶ ଚନ୍ଦ୍ର ପଟ୍ଟନାୟକ ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ସହାବାଜପୁର ଗ୍ରାମରେ ଏକ ଅଲୌକିକ ଘଟଣା ଦେଖିବାକୁ ମିଳିଛି। ବାହୁଡ଼ା ଯାତ୍ରା ଦିନ ସେହି…

କଳାହାଣ୍ଡିରେ ବିଜେଡିକୁ ବଡ଼ ଝଟ୍‌କା: ପଦ୍ମ ଧରିଲେ ଜିଲା ପରିଷଦ ଅଧ୍ୟକ୍ଷଙ୍କ ସହ ଶତାଧିକ ନେତା

ଭବାନୀପାଟଣା,୨୫ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡିରେ ଦୁର୍ବଳ ହେଉଛି ବିଜୁ ଜନତା ଦଳ (ବିଜେଡି)। ଜିଲାରେ କ୍ଷମତାରୁ ଅପସାରିତ ହୋଇଥିବା ବିଜେଡିକୁ ଏକ ବଡ଼ଧରଣର ରାଜନୈତିକ ଝଟ୍‌କା ଲାଗିଛି।…

ରାଜ୍ୟଗୋଷ୍ଠୀ କ୍ରୀଡ଼ା: ସ୍ବାନ ଜିତିଲେ ପ୍ରଥମ ସ୍ବର୍ଣ୍ଣ

ଗ୍ଲାସଗୋ,୨୫ା୭: ଇଂଲଣ୍ଡର ମାର୍କ ସ୍ବାନ ଚଳିତ ଗ୍ଲାସ୍‌ଗୋ ରାଜ୍ୟଗୋଷ୍ଠୀ କ୍ରୀଡ଼ାର ପ୍ରଥମ ସ୍ବର୍ଣ୍ଣ ବିଜେତା ହୋଇଛନ୍ତି। ଲାଇଟ୍‌ଓ୍ବେଟ୍‌ ପାଓ୍ବାରଲିଫ୍ଟିଙ୍ଗ ପ୍ରତିଯୋଗିତାରେ ସେ ୨୨୨କେଜି ଉତ୍ତୋଳନ କରି ପ୍ରଥମ…

ଗୋଟେ ପଟେ ଇସ୍ତଫା ଦେଲେ ଧର୍ମେନ୍ଦ୍ର ପ୍ରଧାନ, ଅନ୍ୟପଟେ ଭାଇରାଲ ହେଉଛି ମୋଦିଙ୍କ ପୋଷ୍ଟ

ନୂଆଦିଲ୍ଲୀ,୨୫।୭: ଧର୍ମେନ୍ଦ୍ର ପ୍ରଧାନ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ଏବଂ ଏହା ସହିତ, ‘କକ୍ରୋଚ ଜନତା ପାର୍ଟି’ – ଯାହା ଏକ ମାସରୁ ଅଧିକ…

ଆନ୍ଦୋଳନ ପ୍ରତ୍ୟାହାର କଲା CJP, ଧର୍ମେନ୍ଦ୍ରଙ୍କ ଇସ୍ତାଫା ପରେ ସିଜେପିର ବଡ଼ ଘୋଷଣା

ନୂଆଦିଲ୍ଲୀ,୨୫।୭: ‘କକ୍ରୋଚ ଜନତା ପାର୍ଟି’ (CJP) ଦିଲ୍ଲୀର ଜନ୍ତର ମନ୍ତରରେ ଚାଲିଥିବା ପ୍ରତିବାଦ ଶେଷ ହୋଇଥିବା ଘୋଷଣା କରିଛି। ଦଳର ମୁଖପାତ୍ର ଆଶୁତୋଷ ରାଙ୍କା କହିଛନ୍ତି ଯେ…

‘ଆସିଗଲା ସରକାର ଗାଦିଚ୍ୟୁତ ହେବାର ସମୟ’, ରାହୁଲଙ୍କ ବୟାନକୁ ନେଇ ରାଜନୀତି ସରଗରମ

ନୂଆଦିଲ୍ଲୀ,୨୫।୭: ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପରେ ପ୍ରତିବାଦ କରୁଥିବା ଛାତ୍ରମାନଙ୍କୁ ଲୋକ ସଭାରେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଅଭିନନ୍ଦନ ଜଣାଇଛନ୍ତି। ସେ ପ୍ରଧାନଙ୍କ ଇସ୍ତଫାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri