Posted inଖେଳ

ନିର୍ଣ୍ଣାୟକ ଟି-୨୦ରେ ଟସ୍‌ ଜିତିଲା ଭାରତ

ବେଙ୍ଗାଲୁରୁ,୧୭।୧: ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଚାଲିଥିବା ତିନି ମ୍ୟାଚ ବିଶିଷ୍ଟ ଟି -୨୦ ସିରିଜର ତୃତୀୟ ତଥା ଶେଷ ମ୍ୟାଚ ବେଙ୍ଗାଲୁରୁର ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଉଛି। ଏହି ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ରୋହିତ ଶର୍ମା ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଭାରତୀୟ ପ୍ଲେଇଙ୍ଗ୍‌-୧୧ରେ ୩ଟି ପରିବର୍ତ୍ତନ କରିଛନ୍ତି। ସଞ୍ଜୁ ସାମସନ, ଆବେଶ ଖାନ ଏବଂ କୁଲଦୀପ ଯାଦବ ଦଳକୁ ଫେରିଛନ୍ତି। ଏଥିସହିତ ଜିତେଶ ଶର୍ମା, ଅକ୍ଷର ପଟେଲ ଏବଂ ଅର୍ଶଦୀପ ସିଂ ଖେଳୁ ନାହାଁନ୍ତି। ଆଫଗାନିସ୍ତାନର ଖେଳ-୧୧ରେ ମଧ୍ୟ କିଛି ପରିବର୍ତ୍ତନ ଆସିଛି। ପ୍ଲେୟାର-୧୧ରୁ ନବୀନ ଉଲ ହକ, ମୁଜିବ ଉର ରେହମାନ, ଫଜଲହକ ଫାରୁକ୍କିଙ୍କୁ ଡ୍ରପ କରାଯାଇଛି। ଏହି ସିରିଜରେ ଟିମ ଇଣ୍ଡିଆ ବର୍ତ୍ତମାନ ୨-୦ରେ ଆଗୁଆ ରହିଛି। ଭାରତୀୟ ଦଳ ଉଭୟ ମ୍ୟାଚରେ ଜିତିଛି। ଜୁନ ମାସରେ ଅନୁଷ୍ଠିତ ହେବାକୁ ଥିବା ଟି -୨୦ ବିଶ୍ୱକପ ପୂର୍ବରୁ ଏହା ଟିମ ଇଣ୍ଡିଆର ଶେଷ ଟି-୨୦ ସିରିଜ ।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାସ୍ତରୀୟ ଅନ୍ତର୍ଜାତୀୟ ଟ୍ରାନ୍ସଜେଣ୍ଡର ଦୃଶ୍ୟତା ଦିବସ ପାଳନ:  ଉଲ୍ଲେଖନୀୟ ଅବଦାନ ପାଇଁ ୫ ଟ୍ରାନ୍ସଜେଣ୍ଡରଙ୍କୁ…

ଛତ୍ରପୁର,୩୧।୩(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ପ୍ରଶାସନ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ପକ୍ଷରୁ ଜିଲାସ୍ତରୀୟ ଅନ୍ତର୍ଜାତୀୟ ଟ୍ରାନ୍ସଜେଣ୍ଡର ଦୃଶ୍ୟତା ଦିବସ ୨୦୨୬ ପାଳିତ ହୋଇଯାଇଛି…

କାମରେ ହେଲା କଥା କଟାକଟି, ଘରକୁ ଫେରିବା ବେଳେ ଛକିକି ହାଣିଲେ..

ବନ୍ତ,୩୧। ୧(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ଥାନା ଅଞ୍ଚଳରେ କଥାକଟାକଟିରୁ ଛୁରା ମାଡ଼ । ପୋଲିସ ଅଭିଯୋଗ ପାଇବା ପରେ ତଦନ୍ତ ଆରମ୍ଭ କରିଥିବା ବେଳେ…

ଓଡ଼ିଶାରେ SIR ସ୍ଥଗିତ, ଜାଣନ୍ତୁ କାହିଁକି…

ଭୁବନେଶ୍ୱର,୩୧।୩: Special Intensive Revision(SIR)କୁ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(CEO )ମଙ୍ଗଳବାର ଏକ ବଡ଼ ସୂଚନା ଦେଇଥିଲେ। ବୁଧବାରଠାରୁ ଓଡ଼ିଶାରେ ହେବାକୁ ଥିବା SIRକୁ ସ୍ଥଗିତ…

୧ ଏପ୍ରିଲରୁ ୧୫ ଦିନ ଧରି ଚାଲିବ ସ୍ବ-ଗଣନା, ଏହି ୱେବସାଇଟ ମାଧ୍ୟମରେ ଦେବେ ସବୁ ତଥ୍ୟ, ଜିଲାପାଳ କହିଲେ…

ଛତ୍ରପୁର,୩୧।୩ (ଦିଲ୍ଲୀପ ସାମଲ ): ପ୍ରଥମ ପର୍ଯ୍ୟାୟର ଗୃହ ତାଲିକା ଓ ଗୃହ ଗଣନା (ସ୍ବ-ଗଣନା) ଆସନ୍ତାକାଲି ଅର୍ଥାତ୍‌ ୧ ଏପ୍ରିଲରୁ ୧୫ ଏପ୍ରିଲ ୨୦୨୬ ପର୍ଯ୍ୟନ୍ତ…

ଗଞ୍ଜାମରେ ଲଜ୍ଜା: ପ୍ରେମିକାଙ୍କୁ ନିଶା ଦେଇ ଗଣବଳାତ୍କାର: ନାବାଳକ ପ୍ରେମିକଙ୍କୁ…

ବ୍ରହ୍ମପୁର, ୩୧।୩(ସୁବାସ ଚନ୍ଦ୍ର ପାଢୀ) : ପୁଣିଥରେ ଗଞ୍ଜାମରେ ଲଜ୍ଜା। ପ୍ରେମିକାଙ୍କୁ ନିଶା ଦେଇ ଗଣବଳାତ୍କାର ମାମଲାରେ ଗୋଷାଣୀନୂଆଗାଁ ପୋଲିସ ଦୁଇଜଣ ଅଭିଯୁକ୍ତକୁ ଗିରଫ କରିଛି। ସେମାନଙ୍କୁ…

ନଦୀରେ ଭାସିଯାଇ ଯୁବକଙ୍କ ମୃତ୍ୟୁ: ଅଞ୍ଚଳରେ ଶୋକର ଛାୟା

ବଞ୍ଚୋ, ୩୧।୩: (ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲା ହାଟଡିହି ବ୍ଲକ ଅନ୍ତର୍ଗତ ବଞ୍ଚୋ ଗ୍ରାମରେ ଏକ ଦୁଃଖଦ ଘଟଣା ଘଟିଛି। ଗ୍ରାମର ଚିନ୍ମୟ ସେଠୀ…

ଥାନାରେ ପହଞ୍ଚିଲେ ନର୍ଲ୍ଲା ବିଧାୟିକା: କେସିଙ୍ଗା ଏସଡିପିଓ, ଦୁଇ ପୋଲିସ ନାଁରେ

ଭୁବନେଶ୍ୱର,୩୧।୧: ବଢ଼ୁଛି ମାମଲା। ଖାରବେଳ ନଗର ଥାନାରେ ପହଞ୍ଚିଲେ ନର୍ଲ୍ଲା ବିଧାୟିକା ମନୋରମା ମହାନ୍ତି। ସେଠାରେ ସେ କେସିଙ୍ଗା ପୋଲିସ ବିରୋଧରେ ଅଭିଯୋଗ ଆଣିଛନ୍ତି। କେସିଙ୍ଗା ଏସଡିପିଓ…

ସଇତାନ ସାଜିଲା ସ୍ବାମୀ: ଟଙ୍କା ପାଇଁ ସ୍ତ୍ରୀଙ୍କୁ ହତ୍ୟା କରି ନିଜ ଚାଷ ଜମିରେ ପୋତିଦେଲେ, ଆଜି ମିଳିଲା…

ଭବାନୀପାଟଣା,୩୧।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ସନ୍ୟାସୀ କୁଣ୍ଡାମାଲ ଗ୍ରାମରୁ ମଙ୍ଗଳବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ସାମାନ୍ୟ ଟଙ୍କା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri