Odisha Elections 2024
Posted inଖେଳ

ନିର୍ଣ୍ଣାୟକ ଟି-୨୦ରେ ଟସ୍‌ ଜିତିଲା ଭାରତ

ବେଙ୍ଗାଲୁରୁ,୧୭।୧: ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଚାଲିଥିବା ତିନି ମ୍ୟାଚ ବିଶିଷ୍ଟ ଟି -୨୦ ସିରିଜର ତୃତୀୟ ତଥା ଶେଷ ମ୍ୟାଚ ବେଙ୍ଗାଲୁରୁର ଚିନ୍ନାସ୍ବାମୀ ଷ୍ଟାଡିୟମରେ ଖେଳାଯାଉଛି। ଏହି ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ରୋହିତ ଶର୍ମା ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଭାରତୀୟ ପ୍ଲେଇଙ୍ଗ୍‌-୧୧ରେ ୩ଟି ପରିବର୍ତ୍ତନ କରିଛନ୍ତି। ସଞ୍ଜୁ ସାମସନ, ଆବେଶ ଖାନ ଏବଂ କୁଲଦୀପ ଯାଦବ ଦଳକୁ ଫେରିଛନ୍ତି। ଏଥିସହିତ ଜିତେଶ ଶର୍ମା, ଅକ୍ଷର ପଟେଲ ଏବଂ ଅର୍ଶଦୀପ ସିଂ ଖେଳୁ ନାହାଁନ୍ତି। ଆଫଗାନିସ୍ତାନର ଖେଳ-୧୧ରେ ମଧ୍ୟ କିଛି ପରିବର୍ତ୍ତନ ଆସିଛି। ପ୍ଲେୟାର-୧୧ରୁ ନବୀନ ଉଲ ହକ, ମୁଜିବ ଉର ରେହମାନ, ଫଜଲହକ ଫାରୁକ୍କିଙ୍କୁ ଡ୍ରପ କରାଯାଇଛି। ଏହି ସିରିଜରେ ଟିମ ଇଣ୍ଡିଆ ବର୍ତ୍ତମାନ ୨-୦ରେ ଆଗୁଆ ରହିଛି। ଭାରତୀୟ ଦଳ ଉଭୟ ମ୍ୟାଚରେ ଜିତିଛି। ଜୁନ ମାସରେ ଅନୁଷ୍ଠିତ ହେବାକୁ ଥିବା ଟି -୨୦ ବିଶ୍ୱକପ ପୂର୍ବରୁ ଏହା ଟିମ ଇଣ୍ଡିଆର ଶେଷ ଟି-୨୦ ସିରିଜ ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟି୨୦ ବିଶ୍ୱକପ୍‌ ଜିତି ପାରିବ ନାହିଁ ଟିମ୍‌ ଇଣ୍ଡିଆ…କୋହଲିଙ୍କ ନାଁ ନେଇ ଏ କ’ଣ କହିଦେଲେ…

ନୂଆଦିଲ୍ଲୀ,୧୭।୫: ଆଉ କିଛି ଦିନର ବ୍ୟବଧାନ ପରେ ଆରମ୍ଭ ହେବାକୁ ଯାଛି ଟି୨୦ ବିଶ୍ୱକପ୍‌। ଏହାକୁ ନେଇ ପ୍ରଶଂସକ ଦିନ ଗଣିବା ଆରମ୍ଭ କରିଦେଇଥିବା ବେଳେ...

ଟିମ୍‌ ଇଣ୍ଡିଆର ଆଗାମୀ ମୁଖ୍ୟ କୋଚ୍‌ ହେବେ ଗୌତମ ଗମ୍ଭୀର: ରିପୋର୍ଟ

ନୂଆଦିଲ୍ଲୀ,୧୭।୫: ଟିମ୍‌ ଇଣ୍ଡିଆର ମୁଖ୍ୟ କୋଚ୍‌ ଭାବେ ରାହୁଲ ଦ୍ରାବିଡଙ୍କ କାର୍ଯ୍ୟକାଳ ଶେଷ ହେବା ପରେ ଭାରତର ପୂର୍ବତନ ବ୍ୟାଟ୍ସମ୍ୟାନ୍‌ ଗୌତମ ଗମ୍ଭୀର ଏହି ପଦ...

ପଡ଼ିଆରେ ଲଢେଇ, ଡ୍ରେସିଂ ରୁମ୍‌ରେ କୋଳାକୋଳି

ନୂଆଦିଲ୍ଲୀ,୧୭।୫: ଆଇପିଏଲ ୨୦୨୪ର ୬୮ତମ ମ୍ୟାଚ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ଚେନ୍ନାଇ ସୁପର କିଙ୍ଗ୍ସ ମଧ୍ୟରେ ଖେଳାଯିବ। ଏହି ମ୍ୟାଚ ରୟାଲ ଚ୍ୟାଲେଞ୍ଜର୍ସର ଘରୋଇ...

କୋହଲିଙ୍କ ପରି ତାଙ୍କ ଝିଅ ବି ହେବେ କ୍ରିକେଟର୍‌! ଏବେଠୁ କଲେଣି…

ନୂଆଦିଲ୍ଲୀ,୧୭।୫: ବିରାଟ କୋହଲିଙ୍କ ଦଳ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଆଇପିଏଲ ୨୦୨୪ର ପ୍ଲେ ଅଫରେ ପହଞ୍ଚିବା ଲକ୍ଷ୍ୟରେ ରହିଛି। ଏହି ଦଳ ଆଜି ଚେନ୍ନାଇ ସୁପର...

କ୍ରିଷ୍ଟିଆନ ରୋନାଲଡୋ ସର୍ବାଧିକ ଦରମା ପ୍ରାପ୍ତ ଆଥଲେଟ୍

ନୂଆଦିଲ୍ଲୀ,୧୭ା୫: ବିଶ୍ୱର ଶ୍ରେଷ୍ଠ ଆୟ କରୁଥିବା ଖେଳାଳିଙ୍କ ତାଲିକା ଫୋର୍ବସ୍ ପକ୍ଷରୁ ପ୍ରକାଶ ପାଇଛି। ଏହି ତାଲିକାରେ ତାରକା ଫୁଟବଲର କ୍ରିଷ୍ଟିଆନ ରୋନାଲଡୋ ଶୀର୍ଷରେ ରହିଛନ୍ତି।...

ସନରାଇଜର୍ସ ହାଇଦ୍ରାବାଦକୁ ପ୍ଲେଅଫରେ ପହଞ୍ଚାଇଲା ବର୍ଷା, ଗୁଜରାଟ ଟାଇଟାନ୍ସ ବିରୋଧରେ ମ୍ୟାଚ ରଦ୍ଦ

ହାଇଦ୍ରାବାଦ,୧୬।୫: ଆଇପିଏଲ ୨୦୨୪ ର ୬୬ତମ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଗୁଜୁରାଟ ଟାଇଟାନ୍ସକୁ ସାମ୍ନା କରିଥିଲା। ଏହି ମ୍ୟାଚ ହାଇଦ୍ରାବାଦର ରାଜୀବ ଗାନ୍ଧୀ ଅନ୍ତର୍ଜାତୀୟ ଷ୍ଟାଡିୟମରେ...

ବିରାଟଙ୍କ ରିଟାୟରମେଣ୍ଟ ପ୍ଲାନକୁ ନେଇ ଖୋଲିଲା ଗୁମର

ନୂଆଦିଲ୍ଲୀ,୧୬।୫: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ବିରାଟ କୋହଲି ଭଲଭାବେ ଜାଣିଛନ୍ତି ଯେ ତାଙ୍କୁ ମଧ୍ୟ ଦିନେ କ୍ରିକେଟ ରୁ ଅବସର ନେବାକୁ ପଡିବ।...

୪ ଦିନ ୫ ମ୍ୟାଚ୍‌, ରୋଚକ ସ୍ଥିତିରେ ପ୍ଲେ ଅଫ୍‌ ରେସ୍‌: କିଏ ମାରିବ ବାଜି

ନୂଆଦିଲ୍ଲୀ,୧୬।୫: କୋଲକାତା ନାଇଟ ରାଇଡର୍ସ ଏବଂ ରାଜସ୍ଥାନ ରୟାଲ୍ସ ପ୍ଲେ ଅଫ ରେ ପହଞ୍ଚିଛି। କିନ୍ତୁ ଅବଶିଷ୍ଟ ୨ ସ୍ଥାନ ପାଇଁ ୫ଟି ଦଳ ମଧ୍ୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri