Posted inଖେଳ

ସେମିଫାଇନାଲରେ ଟସ୍‌ ଜିତିଲା ଭାରତ

ହାଙ୍ଗଝୋ,୬।୧୦: ଚାଇନାରେ ଅନୁଷ୍ଠିତ ଏସିଆନ୍‌ ଗେମ୍ସରେ ଆଜି ଭାରତ ଏବଂ ବାଂଲାଦେଶ ମଧ୍ୟରେ ପୁରୁଷ କ୍ରିକେଟ୍‌ ସେମିଫାଇନାଲ୍‌ ଖେଳାଯାଉଛି। ଭାରତୀୟ ଅଧିନାୟକ ରୁତୁରାଜ ଗାଇକ୍ୱାଡ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ବର୍ଷା ହେତୁ ଟସ ବିଳମ୍ବ ହୋଇଥିଲା। ଭାରତୀୟ ଅଧିନାୟକ ରୁତୁରାଜ ପ୍ଲେ-୧୧ରେ ଗୋଟିଏ ପରିବର୍ତ୍ତନ କରିଛନ୍ତି। ଆଭେଶ ଖାନଙ୍କ ସ୍ଥାନରେ ଅଲରାଉଣ୍ଡର ଶାହବାଜ ଅହମ୍ମଦଙ୍କୁ ଦଳରେ ସାମିଲ କରାଯାଇଛି। ଶାହାବାଜ ଜଣେ ବାମହାତୀ ସ୍ପିନର ତଥା ଜଣେ ଭଲ ଲୋୟର ଅର୍ଡର ବ୍ୟାଟ୍ସମ୍ୟାନ। ଶାହାବାଜ ଭାରତ ପାଇଁ ଟି-୨୦ କ୍ରିକେଟରେ ଡେବ୍ୟୁ କରୁଛନ୍ତି। ସେ ପୂର୍ବରୁ ତିନୋଟି ଦିନିକିଆ ଖେଳି ସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଙ୍କରେ ସାରିଦେଲେ

ଭୁବନେଶ୍ୱର, ୧୫।୨(ସୁନିତ୍‌ ମିଶ୍ର): ୨୦୨୪ ନିର୍ୱାଚନ ପରଠାରୁ ଅନେକ ବିଷୟକୁ ନେଇ ନାନା ପ୍ରକାର ରାଜନୈତିକ ଚର୍ଚ୍ଚା ଜାରି ରହିଛି। ବିଜେଡିର ଭବିଷ୍ୟତ କ’ଣ ହେବ, ବିରୋଧୀ…

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

ହ୍ୟାଣ୍ଡଶେକ୍‌ ପ୍ରସଙ୍ଗକୁ ଏଡ଼ାଇଲେ ଉଭୟ ଅଧିନାୟକ

କଲମ୍ୱୋ,୧୫ା୨(ପି.ଟି.): ଆମେ ହାତ ମିଳାଇବୁ କି ନାହିଁ, ତାହା ମ୍ୟାଚ୍‌ ପୂର୍ୱରୁ ଜଣାପଡ଼ିବ। କ୍ରିକେଟ ଉଚିତ ଭାବନା ସହ ଖେଳାଯିବା ଦରକାର। ହେଲେ ମୋ ବ୍ୟକ୍ତିଗତ ମତାମତ…

ଭାରତ-ପାକିସ୍ତାନ ମୁକାବିଲା ଆଜି

କଲମ୍ୱୋ, ୧୫।୨: ଚଳିତ ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ସବୁଠାରୁ ଚର୍ଚ୍ଚିତ ଭାରତ-ପାକିସ୍ତାନ ମୁକାବିଲା ରବିବାର ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହେବ। ଟୁର୍ନାମେଣ୍ଟରୁ ବାଂଲାଦେଶକୁ ବାଦ୍‌ ଦିଆଯିବାକୁ ନେଇ…

ଆଗାମୀ ଦିନରେ ୪୫ ହଜାର ଶିକ୍ଷକ ନିଯୁକ୍ତି : ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଯାଜପୁର,୧୫ା୨(ହର୍ଷବର୍ଦ୍ଧନ ବେହେରା): ଭଲ ମାର୍କ ରଖିଲେ ହିଁ ସବୁ କିଛି କରିହେବ ତାହା ନୁହେଁ। ଶିକ୍ଷା ଆମର ଚିନ୍ତାଧାରାକୁ ରୂପ ଦିଏ, ଏହା ଚରିତ୍ର ଗଠନ କରେ…

ଚା’ ପିଇ କଲେଜକୁ ଫେରୁଥିଲେ, ଧକ୍କା ଦେଲା ସ୍ପିଡ ବାଇକ୍‌; ଡାକ୍ତରୀ ଛାତ୍ରୀ ଗୁରୁତର

ବଲାଙ୍ଗୀର,୧୪।୨ -( ସୁନିଲ କୁମାର ମହାନ୍ତି) ବଲାଙ୍ଗୀର ସହର ଭିଆଇପି ରାସ୍ତା ତଥା ଭାଗିରଥି ଛକରୁ ସର୍କିଟ ହାଉସ୍ ରାସ୍ତାରେ ଜଣେ ସ୍ପିଡ ବାଇକ ଆରୋହୀଙ୍କ ଧକ୍କାରେ…

ରାତି ପାହିଲେ ଜାଗର: ଶୃଙ୍ଖଳିତ ଦର୍ଶନକୁ ଗୁରୁତ୍ୱ

ଭୁବନେଶ୍ୱର,୧୪।୨: ରାତି ପାହିଲେ ଜାଗର। ଏନେଇ ଲିଙ୍ଗରାଜ ମନ୍ଦିର ଚଳଚଞ୍ଚଳ ହୋଇ ପଡିଥିବା ବେଳେ ଝଲସି ଉଠୁଛି ମନ୍ଦିର ପରିସର। ରାତି ୧୦ଟାରେ ଉଠିବ ମହାପ୍ରଭୁ ଲିଙ୍ଗରାଜଙ୍କ…

୩ ଦିନ ବ୍ୟବଧାନରେ ପୁଣି ବୁଲିଲା ଖଣ୍ଡା, ଫୁଟିଲା ଗୁଳି; ବୈଶିଙ୍ଗାରେ ବଢୁଛି ଅସମାଜିକ ବ୍ୟକ୍ତିଙ୍କ ଦୌରାତ୍ମ୍ୟ 

ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲ୍ଲାର ବୈଶିଙ୍ଗା ଥାନା ଅଞ୍ଚଳ ଅଶାନ୍ତ ହୋଇଉଠିଛି। ଶୁକ୍ରବାର ୮  ଜଣ କୁଖ୍ୟାତ ଆନ୍ତଃରାଜ୍ୟ ଡ଼କାୟତଙ୍କୁ ବିଭିନ୍ନ ମାରଣାସ୍ତ୍ର ସହ ଧରି କୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri