Posted inଖେଳ

ଟସ୍‌ ଜିତିଲା ଭାରତ: ସୂର୍ଯ୍ୟକୁମାରଙ୍କୁ ମିଳିଲା ବଡ଼…

ଚଣ୍ଡିଗଡ,୧୧।୧୨: ଦକ୍ଷିଣ ଆଫ୍ରିକା ବିପକ୍ଷରେ ଦ୍ୱିତୀୟ ଟି-୨୦ରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏହି ମ୍ୟାଚ ପାଇଁ ଭାରତ ସେମାନଙ୍କର ପ୍ଲେଇଂ-୧୧ରେ କୌଣସି ପରିବର୍ତ୍ତନ କରିନାହିଁ। ଏହି ମ୍ୟାଚ ପାଇଁ ଦକ୍ଷିଣ ଆଫ୍ରିକା ସେମାନଙ୍କର ପ୍ଲେଇଂ-୧୧ରେ ୩ଟି ପରିବର୍ତ୍ତନ କରିଛି।

ଆସନ୍ତା ବର୍ଷ ଟି-୨୦ ବିଶ୍ୱକପ ପାଇଁ ଟିକେଟ ବିକ୍ରି ଆଜିଠାରୁ ଆରମ୍ଭ ହେଉଛି। ଭାରତୀୟ ସମୟ ଅନୁସାରେ ସନ୍ଧ୍ୟା ୬:୪୫ରେ ଟିକେଟ ବିକ୍ରି ଆରମ୍ଭ ହେବ। ଟସ ପରେ ଭାରତୀୟ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କୁ ଭାରତ ବନାମ ଆମେରିକା ମ୍ୟାଚ ପାଇଁ ଟିକେଟ ଏବଂ ଦକ୍ଷିଣ ଆଫ୍ରିକା ଅଧିନାୟକ ଏଡେନ ମାର୍କରାମଙ୍କୁ ଦକ୍ଷିଣ ଆଫ୍ରିକା ବନାମ କାନାଡା ମ୍ୟାଚ ପାଇଁ ଟିକେଟ ପ୍ରଦାନ କରାଯାଇଥିଲା।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଗଙ୍ଗାରେ ଇଫତାର୍‌ ପାର୍ଟିକୁ ନେଇ ତେଜିଲା ବିବାଦ, ଡ଼ଙ୍ଗାରେ ବସି ଚିକେନ ବିରିୟାନୀ ଖାଇବା ଅଭିଯୋଗ ପରେ…

ବାରାଣସୀ,୧୭।୩: ପବିତ୍ର ଗଙ୍ଗା ନଦୀରେ ଡ଼ଙ୍ଗା ଉପରେ ଇଫତାର୍‌ ପାର୍ଟି ଏବଂ ଆମିଷ ସେବନକୁ ନେଇ ଉତ୍ତର ପ୍ରଦେଶର ବାରାଣସୀରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। ସୋସିଆଲ…

ସିରିଜ୍‌କୁ ୧-୧ରେ ବରାବର କଲା ନ୍ୟୁଜିଲାଣ୍ଡ

ହାମିଲଟନ,୧୭ା୩: ଡେଭନ କନଓ୍ବେଙ୍କ ଅର୍ଦ୍ଧଶତକୀୟ ପାଳି ବଳରେ ନ୍ୟୁଜିଲାଣ୍ଡ ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକାକୁ ୬୮ ରନରେ ପରାସ୍ତ କରିଛି। ଏହି ବିଜୟ ସହିତ ନ୍ୟୁଜିଲାଣ୍ଡ…

ରୋହିତଙ୍କ ପାଇଁ ମୁମ୍ବାଇ ଇଣ୍ଡିଆନ୍ସର ସ୍ବତନ୍ତ୍ର ପ୍ଲାନ! କେମିତି ଖେଳିବେ ସେ ନେଇ ସ୍ପଷ୍ଟ କଲେ ହେଡ୍‌ କୋଚ୍‌

ମୁମ୍ବାଇ,୧୭।୩: ଇଣ୍ଡିଆନ ପ୍ରିମିୟର ଲିଗ (IPL) ୨୦୨୬ ପାଇଁ ପ୍ରସ୍ତୁତି ଏବେ ଜୋରଦାର ଚାଲିଛି। ମୁମ୍ବାଇ ଇଣ୍ଡିଆନ୍ସର ପୂର୍ବତନ ଅଧିନାୟକ ତଥା ଷ୍ଟାର୍‌ ବ୍ୟାଟର ରୋହିତ ଶର୍ମା…

ଏପ୍ରିଲ ୧୫ରୁ ଏସବୁ ବ୍ୟାଙ୍କ ଆକାଉଣ୍ଟ ବନ୍ଦ, ଖାତାରେ ଟଙ୍କା ଥିଲେ…

ନୂଆଦିଲ୍‌ଲୀ,୧୭।୩: ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ (PNB) ଯେଉଁ ଆକାଉଣ୍ଟଗୁଡ଼ିକ ଦୀର୍ଘ ସମୟ ଧରି ନିଷ୍କ୍ରିୟ ଅଛନ୍ତି ବିଶେଷକରି, ସେହି ଆକାଉଣ୍ଟଗୁଡ଼ିକୁ ‘ଇନ ଆକ୍ଟିଭ’ ଭାବରେ ବର୍ଗୀକୃତ କରାଯାଇଛି।…

ଦିଦିଙ୍କ ଗଡ଼ ପାଲଟିଲା ‘ହଟ୍‌-ସିଟ୍‌’: ପୁଣି ମୁହାଁମୁହିଁ ହେବେ ମମତା-ଶୁଭେନ୍ଦୁ, ଭାଜପା କାର୍ଡକୁ କିଭଳି…

କୋଲକାତା,୧୭।୩: ପଶ୍ଚିମବଙ୍ଗ ରାଜନୀତିରେ ପୁଣି ଥରେ ଦୁଇ ମହାରଥୀଙ୍କ ମଧ୍ୟରେ ମହାମୁକାବିଲା ଦେଖିବାକୁ ମିଳିବ। ତୃଣମୂଳ କଂଗ୍ରେସ (TMC) ସୁପ୍ରିମୋ ମମତା ବାନାର୍ଜୀ ଏବଂ ଭାଜପା ନେତା…

ସୁନା ୩୬,୦୦୦ ଟଙ୍କା; ରୁପା ହେଲା ୧୮୭,୦୦୦ ଟଙ୍କା ଶସ୍ତା; ଏକ୍ସପର୍ଟ ଚକିତ, ଆଗକୁ…   

ନୂଆଦିଲ୍ଲୀ,୧୭।୩: ଆମେରିକା-ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ମଧ୍ୟରେ ବିଶ୍ୱ ବଜାରରେ ଏକ ଆଶ୍ଚର୍ଯ୍ୟଜନକ ଚିତ୍ର ସାମ୍ନାକୁ ଆସିଛି। ସାଧାରଣତଃ ଯୁଦ୍ଧ ସମୟରେ ସୁନା…

ଶଳାଙ୍କୁ ପିଟିପିଟି ହତ୍ୟା କଲେ ଭିଣୋଇ: ଅଭିଯୁକ୍ତଙ୍କୁ ଧରିଲା ପୋଲିସ

ଭେଡେନ ,୧୭।୩(ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଚିଚିଣ୍ଡା ହାଇସ୍କୁଲ ପଡ଼ାରେ ମଙ୍ଗଳବାର ଏକ ହତ୍ୟାକାଣ୍ଡ ଘଟିଛି। ଗ୍ରାମର ସୁଦୀପ ବାଗ(୨୮)ଙ୍କୁ ତାଙ୍କ ଭିଣୋଇ ସାଳନା…

ବଡ଼ ଦାବି କଲେ ରାଘବ ଚଢ଼ା: ୩ ବର୍ଷରେ ୧୯,୦୦୦ କୋଟି ଲୁଟିଲେଣି ବ୍ୟାଙ୍କ!

ନୂଆଦିଲ୍ଲୀ,୧୭।୫: ସଂସଦରେ ବ୍ୟାଙ୍କିଙ୍ଗ୍ ବ୍ୟବସ୍ଥା ଏବଂ ସାଧାରଣ ଜନତାଙ୍କୁ ନେଇ ଏକ ବଡ଼ ପ୍ରସଙ୍ଗ ଉଠିଛି। ସର୍ବନିମ୍ନ ଜମା ରାଶି ନ ରଖିପାରିବାରୁ ଦେଶର ବ୍ୟାଙ୍କଗୁଡ଼ିକ ଗ୍ରାହକଙ୍କଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri