Posted inଖେଳ

ଟସ୍‌ ଜିତିଲା ଭାରତ, ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି…

ଡବଲିନ୍‌, ୨୮।୬ : ଭାରତ ଏବଂ ଆୟର୍ଲାଣ୍ଡ ମଧ୍ୟରେ ଚାଲିଥିବା ଦୁଇ ଟି -୨୦ ମ୍ୟାଚ ସିରିଜର ଦ୍ୱିତୀୟ ତଥା ଶେଷ ମ୍ୟାଚ ମଙ୍ଗଳବାର ଡବଲିନ୍‌ରେ ଆରମ୍ଭ ହୋଇଛି। ଭାରତୀୟ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଆଣ୍ଡ୍ରିୟୁ ବଲବର୍ନିଙ୍କ ନେତୃତ୍ୱରେ ଆୟର୍ଲାଣ୍ଡ ଦଳ ବୋଲିଂ କରିବାକୁ ପଡ଼ିଆକୁ ଓହ୍ଲାଇଛନ୍ତି।

ଭାରତୀୟ ଟିମ୍‌ରେ ଇଶାନ କିଶନ, ଦୀପକ ହୁଡା, ସୂର୍ଯ୍ୟକୁମାର ଯାଦବ, ହାର୍ଦ୍ଦିକ ପାଣ୍ଡ୍ୟା (ଅଧିନାୟକ), ଦୀନେଶ କାର୍ତ୍ତିକ (ଓ୍ବିକେଟ କିପର), ଅକ୍ଷର ପଟେଲ, ଭୂବନେଶ୍ୱର କୁମାର, ଯୁଜବେନ୍ଦ୍ର ଚହଲ, ଆବେଶ ଖାନ ,ଅର୍ଶଦୀପ ସିଂ , ହର୍ଷଲ ପଟେଲ,ରାହୁଲ ତ୍ରିପାଠୀ , ସଞ୍ଜୁ ସାମସନ ପ୍ରମୁଖ ଖେଳୁଛନ୍ତି।

ସେହିପରି ଆୟର୍ଲାଣ୍ଡ ଟିମ୍‌ରେ ଆଣ୍ଡ୍ରିୟୁ ବଲବର୍ନି (ଅଧିନାୟକ), ପଲ ଷ୍ଟିରଲିଂ, ଗାରେଥ ଡେଲାନି, ହ୍ୟାରି ଟେକ୍ଟର, ଲୋରକାନ ଟକର୍‌ (ଓ୍ବିକେଟ କିପର), ଆଣ୍ଡି ମ୍ୟାକବ୍ରାଇନ, ଜର୍ଜ ଡକ୍ରେଲ, ମାର୍କ ଆଡେୟାର, କ୍ରେଗ ୟଙ୍ଗ, ଜୋଶୁଆ ଲିଟିଲ, କନୋର ଓଲଫର୍ଟ ପ୍ରମୁଖ ଖେଳୁଛନ୍ତି।

ଟିମ ଇଣ୍ଡିଆ ପ୍ରଥମ ଟି-୨୦ ମ୍ୟାଚ ସାତ ୱିକେଟ ଜିତିଥିଲା। ବର୍ଷା ଯୋଗୁ ପ୍ରଥମ ମ୍ୟାଚରେ ବାଧା ସୃଷ୍ଟି ହୋଇଥିଲା। ତା’ପରେ ମ୍ୟାଚ ୨୦ ଓଭର ବଦଳରେ ୧୨ ଓଭର ହୋଇଥିଲା ।


Enter your email to get our daily news in your inbox.

All Right Reserved By Dharitri.Com

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

ମୋଦିଙ୍କୁ ନେଇ ଏମିତି କହିଦେଲେ ଓମାର ଅବଦୁଲ୍ଲା: ରାଜନୀତିରେ ହଲଚଲ

ଶ୍ରୀନଗର,୩୦।୩: ଜମ୍ମୁ ଏବଂ କଶ୍ମୀର ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ଯୁଦ୍ଧକୁ ନେଇ ନିଜ ମତ ରଖିଛନ୍ତି। ସେ କହିଛନ୍ତି, ଆମେ ନିଶ୍ଚିତ ଭାବରେ ଆଶା କରୁଛୁ ଯେ…

ଅଲରାଉଣ୍ଡର କାମେରନ ଗ୍ରୀନଙ୍କୁ ନେଇ ମୁହଁ ଖୋଲିଲା କ୍ରିକେଟ ଅଷ୍ଟ୍ରେଲିଆ

ମୁମ୍ୱାଇ,୩୦ା୩: ଅଷ୍ଟ୍ରେଲିଆନ ଅଲରାଉଣ୍ଡର କାମେରନ ଗ୍ରୀନ ଚଳିତ ଆଇପିଏଲ୍‌ର ପ୍ରାରମ୍ଭିକ କିଛି ମ୍ୟାଚ୍‌ରେ କେବଳ ଜଣେ ବ୍ୟାଟର ଭାବେ ଖେଳିବେ। ଏ ନେଇ କ୍ରିକେଟ ଅଷ୍ଟ୍ରେଲିଆ(ସିଏ) ପକ୍ଷରୁ…

ରାଜସ୍ଥାନ-ଚେନ୍ନାଇ ମହାମୁକାବିଲା, ଟସ୍‌ ଜିତିଲା ରାଜସ୍ଥାନ

ଗୌହାଟି,୩୦।୩: ଗୌହାଟିର ବରସାପାରା କ୍ରିକେଟ ଷ୍ଟାଡିୟମରେ IPL 2026ର ସୋମବାର ଖେଳାଯାଉଥିବା ତୃତୀୟ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତି ନେଇଛି। ଫଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri