Posted inଜାତୀୟ

ଏଲ୍‌ଏସିରେ ଏବେବି ସ୍ଥିତି ଉତ୍ତେଜନାପୂର୍ଣ୍ଣ: ସିଡିଏସ୍‌

ନୂଆଦିଲ୍ଲୀ,୬ ।୧୧: ଚିଫ୍ ଅଫ୍ ଡିଫେନ୍ସ ଷ୍ଟାଫ୍‌(ସିଡିଏସ୍‌) ଜେନରାଲ ବିପିନ ରାୱତ ଶୁକ୍ରବାର କହିଛନ୍ତି ପୂର୍ବ ଲଦ୍ଦାଖରେ ପ୍ରକୃତ ନିୟନ୍ତ୍ରଣ ରେଖା(ଏଲ୍‌ଏସି) ନିକଟରେ ଏବେବି ସ୍ଥିତି ଉତ୍ତେଜନାପୂର୍ଣ୍ଣ ରହିଛି । ସେ ଆହୁରି ମଧ୍ୟ କହିଛନ୍ତି ଜମ୍ମୁ-କଶ୍ମୀରରେ ପାକିସ୍ତାନ ଲଗାତାର ଛାୟା ଯୁଦ୍ଧ ଓ ଭାରତ ବିରୋଧରେ ଘୃଣ୍ୟ ବୟାନବାଜି ଯୋଗୁ ଭାରତ-ପାକିସ୍ତାନର ସମ୍ପର୍କ ଖରାପ ହେବାରେ ଲାଗିଛି । ନ୍ୟାଶନାଲ ଡିଫେନ୍ସ କଲେଜ ଦ୍ୱାରା ଆୟୋଜିତ ଡାଇମଣ୍ଡ ଜୁବଲି, ୨୦୨୦ରେ ସେ ଏହା କହିଛନ୍ତି । ରାୱତ ଆହୁରି ମଧ୍ୟ ଚାଇନାକୁ ଚେତାବନି ଦେବା ଭଳି କହିଛନ୍ତି ଏଲ୍‌ଏସିରେ କୌଣସି ପରିବର୍ତ୍ତନକୁ ଭାରତ ବରଦାସ୍ତ କରିବ ନାହିଁ । ପୂର୍ବ ଲଦ୍ଦାଖରେ ଏଲ୍‌ଏସିରେ ଏବେବି ସ୍ଥିତି ଉତ୍ତେଜନାପୂର୍ଣ୍ଣ ରହିଥିବାରୁ ଯେ କୌଣସି ସମୟରେ ସଂଘର୍ଷକୁ ଏଡାଇ ଦିଆଯାଇ ନ ପାରେ । ସୂଚନାଯୋଗ୍ୟ, ସେଠାରେ ହାଡଭଙ୍ଗା ଥଣ୍ଡାରେ ବି ଯେ କୌଣସି ପରିସ୍ଥିତିର ସାମ୍ନା କରିବାକୁ ଦେଶର ପ୍ରାୟ ୫୦ ହଜାର ବୀର ଯବାନ ମୁତୟନ ରହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସଙ୍କଟରେ ଦେଶର ଅର୍ଥବ୍ୟବସ୍ଥା; ଭାଜପା ପାଇଁ ଭଗବାନ ଭରସା: ସୁବ୍ରମଣ୍ୟମ୍‌ ସ୍ବାମୀ

ନୂଆଦିଲ୍ଲୀ,୩।୧୨: ଦେଶର ଅର୍ଥବ୍ୟବସ୍ଥା ସଙ୍କଟରେ ରହିଛି। ଏନେଇ ଭାଜପା ନେତା ସୁବ୍ରମଣ୍ୟମ୍‌ ସ୍ବାମୀ କେନ୍ଦ୍ର ସରକାରଙ୍କୁ କଡ଼ା ସମାଲୋଚନା କରିଛନ୍ତି। ସରକାର ଏଭଳି ସ୍ଥିତିରେ ସୁଧାର...

ଅକ୍ଷୟ ତୃତୀୟାରେ ଆରତୀ କରିବେନି ରାଜ୍‌ ଠାକ୍‌ରେ

ମୁମ୍ବାଇ,୨।୫: ଅକ୍ଷୟ ତୃତୀୟା ଅବସରରେ ମହାଆରତୀ କରିବେନି ମହାରାଷ୍ଟ୍ର ନବନିର୍ମାଣ ସେନା (ଏମ୍‌ଏନ୍‌ଏସ୍‌) ଅଧ୍ୟକ୍ଷ ରାଜ୍‌ ଠାକ୍‌ରେ। ମୁସଲମାନମାନେ ମଙ୍ଗଳବାର ନିର୍ବିଘ୍ନରେ ରମଜାନ ଇଦ୍‌ ପାଳନ...

ଭାଜପା ଏମ୍‌ପି, ବିଧାୟକଙ୍କ ଘର ଆଗରେ ବସିବେ ଚାଷୀ

ଗାଜିଆବାଦ,୪।୬: କୃଷି ଆଇନ ବିରୋଧରେ ଆନ୍ଦୋଳନ ଚଳାଇଥିବା ଚାଷୀ ସଂଗଠନ ପକ୍ଷରୁ ଶନିବାର ଦେଶବ୍ୟାପୀ ଭାଜପା ଏମ୍‌ପି ଏବଂ ବିଧାୟକଙ୍କ ଘର ଆଗରେ ବିକ୍ଷୋଭ ପ୍ରଦର୍ଶନ...

କୃଷକ ଆନ୍ଦୋଳନ ଉପରେ ପ୍ରିୟଙ୍କା ଚୋପ୍ରା ଚୁପ କ’ଣ ପାଇଁ : ମିଆ ଖଲିଫା

ନୂଆଦିଲ୍ଲୀ, ୮ା୨- ଭାରତରେ ପ୍ରାୟ ଅଢ଼େଇ ମାସ ହେଲା ଚାଲିଥିବା କୃଷକ ଆନ୍ଦୋଳନ ଉପରେ ବଲିଉଡ୍‌ ତଥା ହଲିଉଡ୍‌ ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଜୋନାସ କାହିଁକି...

ଶୋପିଆନ ଏନ୍‌କାଉଣ୍ଟରରେ ମୃତ ଆତଙ୍କବାଦୀଙ୍କ ମଧ୍ୟରେ ୨ ଜଣ ହିଜବୁଲ ମୁଜାହିଦ୍ଦିନର

ଶୋପିଆନ,୮।୬: ଜମ୍ମୁ-କଶ୍ମୀରର ଶୋପିଆନରେ ସୋମବାର ହୋଇଥିବା ଏନ୍‌କାଉଣ୍ଟରରେ ୪ ଆତଙ୍କବାଦୀ ନିହତ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ୨ ଜଣ ହିଜବୁଲ ମୁଜାହିଦ୍ଦିନ ଆତଙ୍କବାଦୀ ସଙ୍ଗଠନର ବୋଲି...

ଜାନୁୟାରୀ ୩୧ରୁ ଆରମ୍ଭ ବଜେଟ ଅଧିବେଶନ

ନୂଆଦିଲ୍ଲୀ,୧୪।୧: ସଂସଦର ବଜେଟ ଅଧିବେଶନ ଜାନୁୟାରୀ ୩୧ରୁ ଆରମ୍ଭ ହେବ। ଏ ନେଇ ବିଜ୍ଞପ୍ତି ପ୍ରକାଶ ପାଇଛି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଫେବୃଆରୀ ୧ରେ ୨୦୨୨-୨୩...

ଚାଇନାକୁ ଚେତାବନୀ ଦେଲେ ରାଜନାଥ

ନୂଆଦିଲ୍ଲୀ,୫।୭: ପୂର୍ବ ଲଦ୍ଦାଖର ଗଲଓ୍ବାନ ଘାଟିରେ ଭାତର-ଚାଇନା ମଧ୍ୟରେ ଲାଗି ରହିଥିବା ସୀମା ବିବାଦ ବେଳକୁ ବେଳ ବଢିବାରେ ଲାଗିଛି। ଏହାକୁ ନେଇ ପ୍ରତିରକ୍ଷାମନ୍ତ୍ରୀ ରାଜନାଥ...

ନୂପୁରଙ୍କୁ ସମର୍ଥନ କରିବାରୁ ମୁଣ୍ଡକାଟ

ଜୟପୁର,୨୯ା୬: ରାଜସ୍ଥାନର ଉଦୟପୁରରେ ଏକ ବୀଭତ୍ସ ଘଟଣା ଘଟିଛି। ଭାଜପାର ପୂର୍ବତନ ମୁଖପାତ୍ର ନୂପୁର ଶର୍ମାଙ୍କୁ ସମର୍ଥନ କରିବାରୁ ଧାନମଣ୍ଡି ଅଞ୍ଚଳରେ ମଙ୍ଗଳବାର ଅପରାହ୍ନରେ ଜଣେ...

Advertisement
Archives

Model This Week