Posted inଜାତୀୟ

ଏମ୍‌ପକ୍ସ ପାଇଁ ଭାରତର ପ୍ରସ୍ତୁତି; ହସ୍ପିଟାଲ, ବିମାନବନ୍ଦରରେ ସତର୍କତା ଜାରି

ନୂଆଦିଲ୍ଲୀ,୧୯ା୮: ଏମ୍‌ପକ୍ସ ସଂକ୍ରମଣକୁ ଦୃଷ୍ଟିରେ ରଖି ଭାରତ ସତର୍କତାମୂଳକ ପଦକ୍ଷେପ ଆରମ୍ଭ କରିଛି। ହସ୍ପଟାଲଗୁଡ଼ିକରେ ଆଇସୋଲେଶନ ଓ୍ବାର୍ଡ ପ୍ରସ୍ତୁତ କରାଯିବା ସହ ବିମାନବନ୍ଦରଗୁଡ଼ିକରେ ସତର୍କତା ଜାରି ହୋଇଛି। ଦିଲ୍ଲୀର ସଫଦରଜଙ୍ଗ, ଲେଡି ହାର୍ଡିଙ୍ଗ୍‌ ମେଡିକାଲ କଲେଜ, ଏବଂ ରାମମୋନହର ଲୋହିଆ ହସ୍ପିଟାଲକୁ ନୋଡାଲ ହସ୍ପିଟାଲ କରାଯାଇଥିବାବେଳେ ବାହାର ଯାତ୍ରୀଙ୍କଠାରୁ ଏମ୍‌ପକ୍ସ ଯେପରି ନ ବ୍ୟାପେ ସେଥିପାଇଁ ଦେଶବ୍ୟାପୀ ବିମାନବନ୍ଦରଗୁଡ଼ିକରେ ସତର୍କତା ଅବଲମ୍ବନ କରାଯାଇଛି।

କୁଣ୍ଡେଇ ହେବା ଏମ୍‌ପକ୍ସର ଏକ ଲକ୍ଷଣ ହୋଇଥିବାରୁ ଏଭଳି ରୋଗୀଙ୍କୁ ଚିହ୍ନଟ କରିବା ଏବଂ ସମ୍ଭାବ୍ୟ ରୋଗୀଙ୍କ ପାଇଁ ଆଇସୋଲେଶନ ଓ୍ବାର୍ଡ ପ୍ରସ୍ତୁତ ରଖିବାକୁ ହସ୍ପିଟାଲଗୁଡ଼ିକୁ ନିର୍ଦ୍ଦେଶ ଦିଆଯାଇଛି। ଏମ୍ସପକ୍ସ ରୋଗୀଙ୍କ ସଂସ୍ପର୍ଶରେ ଆସିଥିବା ସନ୍ଦେହ କରାଗଲେ ରୋଗୀଙ୍କର ଆର୍‌ଟି-ପିସିଆର୍‌ ପରୀକ୍ଷା ଏବଂ ସ୍ବାବ ପରୀକ୍ଷା କରାଯାଇ ଏହା ଚିହ୍ନଟ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ୟୁନୁସଙ୍କୁ କଡ଼ା ଜବାବ ଦେଲା ଭାରତ: ନେଲା ବଡ଼ ପଦକ୍ଷେପ, ବାଂଲାଦେଶରେ…

ନୂଆଦିଲ୍ଲୀ,୧୮।୧୨: କେନ୍ଦ୍ର ସରକାର ଡିସେମ୍ବର ୧୭, ୨୦୨୫ରେ ବାଂଲାଦେଶର ରାଜଧାନୀ ଢାକାରେ ଥିବା ଭାରତୀୟ ଭିସା ଆବେଦନ କେନ୍ଦ୍ର (IVAC)କୁ ବନ୍ଦ କରିବାକୁ ଏକ ନୋଟିସ...

ସଙ୍ଗୀତା ସିଂଦେଓ ସର୍ବୋତ୍ତମ ମହିଳା ଏମ୍‌ପି: ୮ ଏମ୍‌ପିଙ୍କୁ ଲୋକମତ ପାର୍ଲାମେଣ୍ଟାରି ପୁରସ୍କାର

ନୂଆଦିଲ୍ଲୀ,୧୮ା୧୨(ପି.ଟି.):ଲୋକ ସଭାରେ ବଲାଙ୍ଗୀର ସଂସଦୀୟ ଆସନରୁ ପ୍ରତିନିଧିତ୍ୱ କରୁଥିବା ସଙ୍ଗୀତା କୁମାରୀ ସିଂଦେଓଙ୍କୁ ବୁଧବାର ସର୍ବୋତ୍ତମ ମହିଳା ଏମ୍‌ପି ପୁରସ୍କାର ପ୍ରଦାନ କରାଯାଇଛି। ସେହିପରି ଦୋମାରିଅୟାଗଞ୍ଜର...

ପ୍ରବଳ ବର୍ଷା, ତୁଷାରପାତ ସହ ଶୀତଳ ଲହରୀ, ଆଗାମୀ ୪୮ ଘଣ୍ଟା ମଧ୍ୟରେ ଏହି ସବୁ ସ୍ଥାନରେ…

ନୂଆଦିଲ୍ଲୀ,୧୮।୧୨: ସାରା ଦେଶରେ ପାଗ ଦ୍ରୁତ ଗତିରେ ପରିବର୍ତ୍ତନ ହେଉଛି, ଏବଂ ଆଗାମୀ ୨୪ରୁ ୪୮ ଘଣ୍ଟା ଅନେକ ରାଜ୍ୟ ପାଇଁ ଚ୍ୟାଲେଞ୍ଜିଂ ସାବ୍ୟସ୍ତ ହୋଇପାରେ।...

ଆରଏସଏସର ସାଧାରଣ ସମ୍ପାଦକ ଦତ୍ତାତ୍ରେୟଙ୍କ ବିବାଦୀୟ ବୟାନ, କହିଲେ ମୁସଲମାନ ନଦୀକୁ ପୂଜା କରନ୍ତୁ…

ନୂଆଦିଲ୍ଲୀ,୧୮।୧୨: ଡିସେମ୍ବର ୧୭, ୨୦୨୫ ରେ, ଗୋରଖପୁରର ଖୋରାବାରରେ ଥିବା ମାଲବ୍ୟ ନଗର ଶ୍ରୀରାମ ବସ୍ତି ଖେଳପଡ଼ିଆରେ ଏକ ହିନ୍ଦୁ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ରାଷ୍ଟ୍ରୀୟ...

୫ ହଜାର ସ୍କୁଲରେ ନାହାନ୍ତି ପିଲା, ବିନା ଛାତ୍ରୀଛାତ୍ରରେ ୧.୪୪ ଲକ୍ଷ ଶିକ୍ଷକ ନେଉଛନ୍ତି ଦରମା

ନୂଆଦିଲ୍ଲୀ,୧୮ା୧୨(ପି.ଟି.): ଭାରତର ୫,୦୦୦ରୁ ଅଧିକ ସ୍କୁଲରେ ଜଣେ ହେଲେ ପିଲା ନାହାନ୍ତି। ସେଥିରୁ ୭୦ ପ୍ରତିଶତ ବିଦ୍ୟାଳୟ କେବଳ ତେଲଙ୍ଗାନା ଓ ପଶ୍ଚିମବଙ୍ଗରେ ରହିଛି। ସେହିପରି...

ପ୍ରଥମ ମିସ୍‌ ଇଣ୍ଡିଆ ମେହେର କାଷ୍ଟେଲିନୋଙ୍କ ପରଲୋକ

ମୁମ୍ୱାଇ,୧୮ା୧୨:ପ୍ରଥମ ମିସ୍‌ ଇଣ୍ଡିଆ ମେହେର କାଷ୍ଟେଲିନୋଙ୍କ ବୁଧବାର ପରଲୋକ ହୋଇଯାଇଛି। ତାଙ୍କୁ ୮୧ ବର୍ଷ ହେଉଥିଲା। ୧୯୬୪ରେ ଭାରତର ପ୍ରଥମ ଫେମିନା ମିସ୍‌ ଇଣ୍ଡିଆ ମୁକୁଟ...

ଆଣବିକ ଶକ୍ତି କ୍ଷେତ୍ରରେ ପଶିବେ ଘରୋଇ ସଂସ୍ଥା

ନୂଆଦିଲ୍ଲୀ,୧୮ା୧୨(ପି.ଟି./ଏଜେନ୍ସି): ୨୦୪୭ ସୁଦ୍ଧା ଭାରତରେ ୧୦୦ ଗିଗାଓ୍ୱାଟ୍‌ ଅଣୁଶକ୍ତି ଉତ୍ପାଦନ ଲକ୍ଷ୍ୟ ହାସଲ ପାଇଁ ଉଦ୍ଦିଷ୍ଟ ବିଧେୟକକୁ ବୁଧବାର ଲୋକ ସଭାର ମଞ୍ଜୁରୀ ମିଳିଛି। ସଷ୍ଟେନେବଲ...

Featured Video Play Icon

୫୨ ବର୍ଷରେ ଧରିତ୍ରୀ

ପାଳିତ ହୋଇଯାଇଛି ଦୈନିକ ଓଡ଼ିଆ ଖବରକାଗଜ ଧରିତ୍ରୀର ୫୨ ତମ ଜନ୍ମ ବାର୍ଷିକୀ ଉତ୍ସବ । ଧରିତ୍ରୀର ପ୍ରତିଷ୍ଠା ଦିବସ ନଭେମ୍ବର ୨୪ରେ ଥିବାବେଳେ ବୁଧବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri