ବାଇଡେନ୍‌ଙ୍କ ଟିମ୍‌ରେ ମୂଳ ଭାରତୀୟ ବାସିନ୍ଦା ମାଲା ଅଡିଗାଙ୍କୁ ମିଳିଲା ଗୁରୁତ୍ୱପୂର୍ଣ୍ଣ ସ୍ଥାନ

ୱାଶିଂଟନ,୨୧ ।୧୧: ଆମେରିକାର ଅଗାମୀ ରାଷ୍ଟ୍ରପତି ଜୋ ବାଇଡେନ୍ ତାଙ୍କ ଟିମ୍‌ରେ ଆଉ ଜଣେ ଭାରତୀୟ ମୂଳ ବାସିନ୍ଦା ଆମେରିକୀୟ ମାଲା ଅଡିଗାଙ୍କୁ ଏକ ଗୁରୁତ୍ୱପୂର୍ଣ୍ଣ ସ୍ଥାନ ଦେଇଛନ୍ତି । ବାଇଡେନ୍ ତାଙ୍କ ସହଧର୍ମିଣୀ ଜିଲ ବାଇଡେନ୍‌ଙ୍କ ପାଇଁ ମାଲାଙ୍କୁ ନୀତି ନିର୍ଦ୍ଦେଶକ ଭାବେ ନିଯୁକ୍ତ କରିଛନ୍ତି । ୨୦୦୮ରେ ପୂର୍ବତନ ରାଷ୍ଟ୍ରପତି ବାରାକ ଓବାମାଙ୍କ ସମୟରେ ବି ମାଲା ଆଡିଗା କାମ କରି ସାରିଛନ୍ତି । ଆଡିଗା ଜିଲଙ୍କ ଏକ ବରିଷ୍ଠ ପରାମର୍ଶଦାତା ଓ ବାଇଡେନ୍‌-କମଲା ହାରିସଙ୍କର ବରିଷ୍ଠ ନୀତି ପରାମର୍ଶଦାତା ଭାବେ କାମ କରିଛନ୍ତି । ଏହା ପୂର୍ବରୁ ସେ ବାଇଡେନ ଫାଉଣ୍ଡେଶନରେ ଉଚ୍ଚ ଶିକ୍ଷା ଓ ସେନା ପରିବାର ପାଇଁ ନିର୍ଦ୍ଦେଶକ ଭାବେ କାମ କରିସାରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଏତିକି ଦିନ ପାଇଁ ଅସ୍ତ୍ରବିରତି ଘୋଷଣା: ୨ ନେତାଙ୍କୁ ଧନ୍ୟବାଦ ଦେଲା ଇରାନ, କହିଲା ଏମାନଙ୍କ ପାଇଁ…

ଓ୍ବାଶିଂଟନ୍‌,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଏକ ଗୁରୁତ୍ୱପୂର୍ଣ୍ଣ ଖବର ସାମ୍ନାକୁ ଆସିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦୁଇ ସପ୍ତାହ ପାଇଁ…

ଏହି କାର୍ଯ୍ୟ ପାଇଁ ଦେଶରେ ପ୍ରଥମ ହେଲା ଓଡ଼ିଶା: ମିଳିଲା ଉଲ୍ଲେଖନୀୟ ସଫଳତା

ଭୁବନେଶ୍ୱର, ୮ା୪(ବନ୍ଦନା ସେଠୀ):ସହରାଞ୍ଚଳ ବିକାଶ କ୍ଷେତ୍ରରେ ଓଡ଼ିଶା ଆଉ ଏକ ସଫଳତା ହାସଲ କରିଛି। ‘ଅଟଳ ମିଶନ ଫର୍‌ ରିଜୁଭେନେଶନ ଆଣ୍ଡ୍‌ ଅର୍ବାନ ଟ୍ରାନ୍ସଫର୍ମେଶନ’(ଅମୃତ) ୨.୦ର ସଫଳ…

କରାମାଡ଼ରେ ଦୋହଲିଲା ଚାଷୀଙ୍କ ମେରୁଦଣ୍ଡ: ୨୮୦୦ ହେକ୍ଟର ଫସଲ ପ୍ରଭାବିତ

ବରଗଡ଼,୮।୪(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ସୋମବାର ଅପରାହ୍ନରେ କାଳବୈଶାଖୀ ପ୍ରଭାବରେ ହୋଇଥିବା ଝଡ଼ବର୍ଷା ଓ କରାମାଡ଼ ଜିଲାର ଚାଷୀଙ୍କ ମାନସିକ ସ୍ଥିତିକୁ ଦୋହଲାଇ ଦେଇଛି। ଜିଲାର ଅନେକ ଚାଷୀଙ୍କ…

‘ଏହା ଯୁଦ୍ଧର ଶେଷ ନୁହେଁ, କିନ୍ତୁ…’ ଯୁଦ୍ଧବିରତି ଉପରେ ଇରାନର ବିସ୍ଫୋରକ ବୟାନ, ଟ୍ରମ୍ପ କାବା

ଓ୍ବାଶିଂଟନ୍‌,୮।୪: ଇରାନର ସର୍ବୋଚ୍ଚ ନେତା ମୋଜତାବା ଖାମେନେଇ ସମସ୍ତ ସାମରିକ ୟୁନିଟକୁ ଗୁଳି ବିରତି ବନ୍ଦ କରିବାକୁ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି। “ଏହା ଯୁଦ୍ଧର ଶେଷ ନୁହେଁ,…

ଟ୍ରମ୍ପଙ୍କ ଗୋଟିଏ ଘୋଷଣାରେ ଖସିଲା ଅଶୋଧିତ ତେଲ ମୂଲ୍ୟ, ଜାଣନ୍ତୁ ନୂଆ ଦାମ୍‌

ଓ୍ବାଶିଂଟନ୍‌,୮।୪: ୮ ଏପ୍ରିଲରେ ଅଶୋଧିତ ତୈଳ ମୂଲ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ହ୍ରାସ ଘଟିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନ ଉପରେ ସମ୍ଭାବ୍ୟ ବୋମା ବିସ୍ଫୋରଣକୁ ଦୁଇ…

୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌: ଭିତରେ ଥିଲେ ଡ୍ରାଇଭର

ଜୟପୁର,୮।୪(ପବନ ପାଣିଗ୍ରାହୀ): ୮୦ ଫୁଟ୍‌ ତଳକୁ ଖସିଲା ଟ୍ରକ୍‌। ଫଳରେ ଡ୍ରାଇଭର ଗୁରୁତର ଆହତ ହୋଇଛନ୍ତି। ତାଙ୍କୁ ଉଦ୍ଧାର କରାଯାଇ ପୋଲିସ ଡାକ୍ତରଖାନାରେ ଭର୍ତ୍ତି କରିଛି। ଜୟପୁର…

ଯୁଦ୍ଧବିରତି ଘୋଷଣା କଲେ ଟ୍ରମ୍ପ: ହର୍ମୁଜ ପ୍ରଣାଳୀ ଖୋଲିବାକୁ ରାଜି ହେଲା ଇରାନ, ବିଶ୍ୱବାସୀଙ୍କ ପାଇଁ ଖୁସିଖବର

ଓ୍ବାଶିଂଟନ୍‌,୮।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଯୁଦ୍ଧବିରତି ଘୋଷଣା କରିଛନ୍ତି। ଟ୍ରମ୍ପ ଘୋଷଣା କରିଛନ୍ତି ଯେ ଆମେରିକା ଇରାନ ସହିତ ଦୁଇ…

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri