‘ଚାଇନା ସହ ମୁକାବିଲା କରିବା ପାଇଁ ଭାରତ-ଆମେରିକା ସମ୍ପର୍କକୁ ମଜଭୁତ୍‌ କରିବା ଜରୁରୀ’

ଓ୍ବାଶିଂଟନ୍‌,୩୦।୮: ଆମେରିକାରେ ଆସନ୍ତା ବର୍ଷ ହେବାକୁ ଥିବା ରାଷ୍ଟ୍ରପତି ନିର୍ବାଚନ ପାଇଁ ନିଜର ଦାବିଦାରୀ ଉପସ୍ଥାପନ କରୁଥିବା ଭାରତୀୟ ମୂଳ ବିବେକ ରାମାସ୍ବାମୀ କହିଛନ୍ତି ଯେ, ଭାରତ-ଆମେରିକାର ମଜଭୁତ୍‌ ସମ୍ପର୍କ, ଆମେରିକାର ଚାଇନା ଏବଂ ତାଇୱାନ ଉପରେ ନିର୍ଭରଶୀଳତାକୁ ଦୂର କରିପାରିବ। ସେ ଭାରତ, ଦକ୍ଷିଣ କୋରିଆ ଏବଂ ଜାପାନ ସହ ମଜଭୁତ୍‌ ସର୍ମ୍ପକର ଆହ୍ବାନ ଦେଇଛନ୍ତି।

ସୂଚନାଯୋଗ୍ୟ, ଗତ ସପ୍ତାହରେ ରାଷ୍ଟ୍ରପତି ପଦ ପାଇଁ ପ୍ରାଥମିକ ବିତର୍କ ଆୟୋଜିତ ହୋଇଥିଲା। ସମସ୍ତ ପ୍ରାର୍ଥୀ ଏଥିରେ ଉତ୍ସାହର ସହ ସାମିଲ ହୋଇଥିଲେ। ବିତର୍କ ପରେ ୩୮ ବର୍ଷୀୟ ରାମାସ୍ବାମୀଙ୍କୁ ସମର୍ଥନ କରୁଥିବା ଲୋକଙ୍କ ସଂଖ୍ୟା ବୃଦ୍ଧି ପାଇଥିଲା। ମଙ୍ଗଳବାର ରାମାସ୍ବାମୀ ତାଙ୍କର ଯୋଜନା ଏବଂ ବୈଦେଶିକ ନୀତି ଦୃଷ୍ଟିକୋଣରୁ ପ୍ରକାଶ କରିଛନ୍ତି। ଏହି ସମୟରେ ସେ ନିକ୍କି ହେଲିଙ୍କୁ ମଧ୍ୟ ଟାର୍ଗେଟ କରିଥିଲେ। ନିକଟରେ ବୈଦେଶିକ ନୀତି ପ୍ରସଙ୍ଗରେ ତାଙ୍କର ଅପାରଗତା ପାଇଁ ହେଲି ରାମାସ୍ବାମୀଙ୍କୁ ସମାଲୋଚନା କରିଥିଲେ।

 


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜରେ ଯୁଦ୍ଧର କାଉଣ୍ଟଡାଉନ୍‌: ପୁରା ଆରବକୁ ମାଟିରେ ମିଶାଇଦେବ ଇରାନ? ମୋଜତାବାଙ୍କ ଚେତାବନୀରେ ଥରିଲା ଦୁନିଆ

ତେହେରାନ/ୱାଶିଂଟନ,୨୮।୩: ମଧ୍ୟପ୍ରାଚ୍ୟରେ ବିଶ୍ୱଯୁଦ୍ଧର ପଦଧ୍ୱନି ଶୁଣାଗଲାଣି। ଆମେରିକାର ‘ଗ୍ରାଉଣ୍ଡ ଅପରେଶନ’ ଘୋଷଣା ପରେ ଇରାନ ଏହାର ଭୟଙ୍କର ଜବାବୀ ରଣନୀତି ପ୍ରସ୍ତୁତ କରିଛି। ଇରାନର ସର୍ବୋଚ୍ଚ ନେତା…

ଭେଡେନ ଓକିଲ ସଂଘ: ଅଶ୍ବିନୀ ସଭାପତି ନିର୍ବାଚିତ

ଭେଡେନ,୨୮।୩(ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଓକିଲ ସଂଘର ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଅଶ୍ୱିନୀ କୁମାର ଦାଶ ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି ।…

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା…

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ…

ଜନଗଣନା ତାଲିମ ବେଳେ ଚେତାଶୂନ୍ୟ ହୋଇପଡ଼ିଲେ ଶିକ୍ଷୟିତ୍ରୀ, ଆଉ ତା’ପରେ…

ହିଞ୍ଜିଳିକାଟୁ, ୨୮।୩( ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ପିଏମଶ୍ରୀ ସରକାରୀ ବୃନ୍ଦାବନ ବିଦ୍ୟାଳୟରେ ଚାଲିଥିବା ଜନଗଣନା ତାଲିମର ତୃତୀୟ ପର୍ଯ୍ୟାୟରେ ତାଲିମ ବେଳେ ଶନିବାର କେନ୍ଦ୍ରରେ ଜଣେ ଶିକ୍ଷୟିତ୍ରୀ…

ଗିରଫ ପରେ ଜାମିନରେ ଖଲାସ ହେଲେ ଏହି ଗଲ୍‌ଫ ଖେଳାଳି, ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା…

ଜୁପିଟର ଆଇଲାଣ୍ଡ, ୨୮ା୩: ବିଶିଷ୍ଟ ଗଲ୍‌ଫ ଖେଳାଳି ଟାଇଗର ଉଡ୍ସ ନିଶାଗ୍ରସ୍ତ ଅବସ୍ଥାରେ ଡ୍ରାଇଭିଂ କରିଥିବା ଅଭିଯୋଗରେ ପୋଲିସ ଦ୍ୱାରା ଗିରଫ ହେବାପରେ ଶୁକ୍ରବାର ବିଳମ୍ବିତ ରାତିରେ…

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri