୧୩୬ ବର୍ଷରେ ପ୍ରଥମଥର: ହାର୍ଭାର୍ଡ ଲ ରିଭ୍ୟୁର ଅଧ୍ୟକ୍ଷ ନିର୍ବାଚିତ ହେଲେ ଭାରତୀୟ ମୂଳ ବାସିନ୍ଦା ଅପସରା

ନୂଆଦିଲ୍ଲୀ/କେମ୍ବ୍ରିଜ,୭ ।୨: ଦେଶ ପାଇଁ ଗର୍ବର କଥା । ହାର୍ଭାର୍ଡ ଲ ସ୍କୁଲରେ ଦ୍ୱିତୀୟ ବର୍ଷର ଭାରତୀୟ-ଆମେରିକା ଛାତ୍ରୀ ଅପସରା ଅୟାରଙ୍କୁ ପ୍ରତିଷ୍ଠିତ ହାର୍ଭାର୍ଡ ଲ ରିଭ୍ୟୁର ଅଧ୍ୟକ୍ଷ ନିର୍ବାଚିତ କରାଯାଇଛି । ଲ ରିଭ୍ୟୁର ୧୩୬ ବର୍ଷର ଇତିହାସରେ ଏହା ପ୍ରଥମଥର ହୋଇଛି ଯେ ଜଣେ ଭାରତୀୟ ମହିଳା ଏହି ପଦ ସମ୍ଭାଳିବାକୁ ଯାଉଛନ୍ତି । ହାର୍ଭାର୍ଡ ଲ ସ୍କୁଲ ଅଧିନରେ ପରିଚାଳିତ ଆଇନ ସମିକ୍ଷା ହେଉଛି ଏକ ସଂଗଠନ ଯାହା ଆଇନ କ୍ଷେତ୍ରରେ ସାଧାରଣ ପ୍ରକାଶନ ପାଇଁ ପ୍ରବନ୍ଧଗୁଡିକ ସମିକ୍ଷା ଓ ଚୟନ କରିଥାଏ । ଏହା ୧୮୮୭ରେ ପ୍ରତିଷ୍ଠା କରାଯାଇଥିଲା । ‘ହାର୍ଭାର୍ଡ କ୍ରିମସନ’ ଏହାର ଏକ ରିପୋର୍ଟରେ କହିଛି ଯେ ଅପସରା ଆୟର ହାର୍ଭାର୍ଡ ଆଇନ ସମିକ୍ଷାର ୧୩୭ ତମ ଅଧ୍ୟକ୍ଷ ନିର୍ବାଚିତ ହୋଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟ ସରକାରକୁ ୨ ବର୍ଷ ପୂର୍ତ୍ତି; କେସିଙ୍ଗାରେ ବିକାଶ ଧାରା,ଓଡିଶା ସାରା

କେସିଙ୍ଗା,୨୪।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନଏସି ପକ୍ଷରୁ ଏକ ଭିଡିଓ କନଫରେନ୍ସ ଦ୍ଵାରା ରାଜ୍ୟ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଉପଲକ୍ଷେ ବିକାଶ ଧାରା, ଓଡିଶା…

ବୈଭବଙ୍କୁ ଟପିଯିବେ ସାନ ଭାଇ ଆଶୀର୍ବାଦ! ପୁଣି ମାରିଲେ ବିସ୍ଫୋରକ ଶତକ, ଚୌକା-ଛକା ବର୍ଷା ଦେଖି… 

ନୂଆଦିଲ୍ଲୀ,୨୪।୬: କ୍ରିକେଟଜଗତରେ ଏବେ ୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ଅନ୍ତର୍ଜାତୀୟ ଡେବ୍ୟୁକୁ ନେଇ ଉତ୍ସାହ ବଢ଼ୁଛି। ସେ କେବେ ନୀଳ ଜର୍ସିି ପିନ୍ଧି ମଇଦାନକୁ ଓହ୍ଲାଇବେ ସେଦିନକୁ…

ଜମିରେ କରୁଥିଲେ କାମ, ବଜ୍ରପାତରେ ଚାଲିଗଲା ମହିଳାଙ୍କ ଜୀବନ

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମାଗୁର ଆମ୍ବଠା  ଗ୍ରାମ ନିକଟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଚାଷ ଜମିରେ କାମ…

ଦୁଇ ମାସ ନପୂରୁଣୁ ଭାଙ୍ଗିଲା ଗାଡୱାଲ, ରାସ୍ତା ଦବିବାକୁ ନେଇ ଅସନ୍ତୋଷ ଲୋକେ

ଗଞ୍ଜାମ,୨୪।୬(ବିଦ୍ୟାଧର ସାହୁ ): ଗଞ୍ଜାମ ସହରର ଅଧିକାଂଶ ୱାର୍ଡ ବା ସାହିରେ ନିର୍ମାଣ ହୋଇଛି ଫେବର ବ୍ଲକ ରାସ୍ତା । ଆଉ କିଛି ସାହିରେ ବର୍ତ୍ତମାନ ମଧ୍ୟ…

ପାକିସ୍ତାନରେ ପଶିଲା ଭାରତୀୟ ବିମାନ! ଇସଲାମାବାଦରେ ହଲଚଲ୍, ଯାତ୍ରୀ…

ଇସଲାମବାଦ,୨୪।୬: ଗତ ସୋମବାର ରାତିରେ, ଦିଲ୍ଲୀରୁ ଅମୃତସର ଯାଉଥିବା ଏକ ଏୟାର ଇଣ୍ଡିଆ ବିମାନ (AI-479) ଏକ ଯାନ୍ତ୍ରିକ ତ୍ରୁଟି ଯୋଗୁଁ ତା’ର ନିର୍ଦ୍ଧାରିତ ପଥରୁ ବାହାରି…

ଖାମେନେଇଙ୍କ ଅନ୍ତିମ ସଂସ୍କାର ପାଇଁ ମୋଦିଙ୍କୁ ନିମନ୍ତ୍ରଣ, ଯୋଗଦେବେକି ପ୍ରଧାନମନ୍ତ୍ରୀ?

ତେହରାନ୍‌,୨୪ା୬: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇ ଆମେରିକା-ଇସ୍ରାଏଲ ଆକ୍ରମଣରେ ପ୍ରାଣ ହରାଇଥିଲେ। ତାଙ୍କର ମୃତ୍ୟୁ ଫେବୃଆରୀ ୨୮ ତାରିଖରେ ହୋଇଥିଲା। ତାଙ୍କର ଅନ୍ତିମ ସଂସ୍କାର…

ୟୁକାଲିପଟାସ୍‌ ଚାଷ ନିଷିଦ୍ଧ ପାଇଁ କୋରାପୁଟ ଡିଏଫ୍‌ଓଙ୍କୁ ତଦନ୍ତ ନିର୍ଦ୍ଦେଶ

କୋରାପୁଟ,୨୪ା୬(ଅମିତାଭ ବେହେରା): କୋରାପୁଟର ତଫସିଲଭୁକ୍ତ ଅଞ୍ଚଳରେ ବଢ଼ୁଥିବା ୟୁକାଲିପଟାସ୍‌ ଚାଷକୁ ନେଇ ଉଠିଥିବା ଅଭିଯୋଗ ପ୍ରତି ରାଜ୍ୟ ସରକାର ତତ୍ପରତା ପ୍ରକାଶ କରିଛନ୍ତି। ଏହି ଚାଷ ଉପରେ…

ସରକାରଙ୍କ ବଡ଼ ଘୋଷଣା, ପ୍ରତିବର୍ଷ ୫ ଲକ୍ଷ ଶିଶୁଙ୍କୁ ଦେବେ ସୁନା ମୁଦି

ଚେନ୍ନାଇ,୨୪ା୬ : ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ନେତୃତ୍ୱରେ ତାମିଲନାଡୁ ସରକାର ପ୍ରତିଦିନ ନୂଆ ନୂଆ ନିଷ୍ପତ୍ତି ନେଉଛନ୍ତି । ସରକାର ଏବେ ପ୍ରତ୍ୟେକ ନବଜାତ ଶିଶୁକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri