Posted inଜାତୀୟ

ଭାରତୀୟ ସେନା ପୃଥିବୀର ସର୍ବଶ୍ରେଷ୍ଠ ସଶସ୍ତ୍ର ବାହିନୀ ମଧ୍ୟରୁ ଅନ୍ୟତମ: ସେନାମୁଖ୍ୟ…

ନୂଆଦିଲ୍ଲୀ,୧୪।୧ : ଜାନୁୟାରୀ ୧୫ରେ ସେନା ଦିବସ ପାଳନ ପୂର୍ବରୁ ଭାରତୀୟ ସେନାର ମୁଖ୍ୟ ଜେନେରାଲ ମନୋଜ ପାଣ୍ଡେ ଶନିବାର କହିଛନ୍ତି ଭାରତୀୟ ସେନା ପୃଥିବୀର ସର୍ବଶ୍ରେଷ୍ଠ ସେନା ମଧ୍ୟରୁ ଅନ୍ୟତମ। ଦେଶରେ ସୁରକ୍ଷାରେ ଭାରତୀୟ ଯବାନମାନେ ନିଜ ଜୀବନକୁ ବାଜି ଲଗାଇଥାନ୍ତି।

ସେମାନଙ୍କର ବଳିଦାନ ଯୋଗୁ ଆଜି ଭାରତୀୟ ସେନା ପୃଥିବୀରେ ଶୃଙ୍ଖଳିତ ତଥା ଶ୍ରେଷ୍ଠ ସୁରକ୍ଷା ବାହିନୀ ମଧ୍ୟରେ ନିଜର ସ୍ଥାନ ବଜାୟ ରଖିଛି। ସେନାର ଉତ୍ସଗୀକୃତ ଭାବନା ନୂଆ ପିଢ଼ିଙ୍କ ପାଇଁ ପ୍ରେରଣାର ଉତ୍ସ ପାଲଟିଥାଏ।

ଏହି କାର୍ଯ୍ୟକ୍ରମରେ ବାୟୁସେନା ମୁଖ୍ୟ ଏୟାର ଚିଫ୍‌ ମାର୍ଶଲ ବି.ଆର.ଚୌଧୁରୀ, ନୌସେନା ପ୍ରମୁଖ ଆଡମିରାଲ ଆର ହରିକୁମାର ମଧ୍ୟ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହଠାତ୍‌ ୧୬ କିଲୋ ଓଜନ ହ୍ରାସ: ସ୍ବାସ୍ଥ୍ୟ ସମସ୍ୟାକୁ ନେଇ ଚାଞ୍ଚଲ୍ୟକର ଖୁଲାସା କଲେ ସଲମାନ

କିଛି ଦିନ ହେବ ସୋସିଆଲ ମିଡିଆରେ ବଲିଉଡର ‘ଦବଙ୍ଗ’ ଷ୍ଟାର ସଲମାନ ଖାନଙ୍କ ଫିଟନେସ ଏବଂ ଲୁକକୁ ନେଇ ଚର୍ଚ୍ଚା ହେଉଛି। ହଠାତ୍‌ ତାଙ୍କ ଓଜନ ହ୍ରାସ…

ଉପନିର୍ବାଚନରେ ପରାଜୟ ପରେ BJPର କଡ଼ା ପଦକ୍ଷେପ, ଏହି ନେତାଙ୍କୁ ମିଳିବ ଶାସ୍ତି!

ନୂଆଦିଲ୍ଲୀ,୪।୮: ମଧ୍ୟପ୍ରଦେଶର ଦତିଆ ବିଧାନସଭା ଆସନରେ ହୋଇଥିବା ଉପନିର୍ବାଚନରେ ପରାଜୟ ଭାରତୀୟ ଜନତା ପାର୍ଟି (BJP) ପାଇଁ ଚିନ୍ତାର କାରଣ ପାଲଟିଛି। ଏହି ବଡ଼ ପରାଜୟ ପରେ…

ଯକ୍ଷ୍ମା ମୁକ୍ତ ଭାରତ ଗଠନରେ ଛାତ୍ରଛାତ୍ରୀଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ଭଞ୍ଜନଗର,୪।୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗରସ୍ଥିତ କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ମଙ୍ଗଳବାର ‘ଟିବି ମୁକ୍ତ ଭାରତ ଅଭିଯାନ’ ଅନ୍ତର୍ଗତ ଯକ୍ଷ୍ମା ରୋଗ ଉପରେ ଏକ…

ବିଧାୟକ ହେବା ପରେ ପ୍ରତି ମାସରେ କେତେ ଦରମା ପାଇବେ ପ୍ରଶାନ୍ତ କିଶୋର, ଜାଣନ୍ତୁ କେଉଁ ସବୁ ସରକାରୀ ସୁବିଧା ମିଳିବ…

ପାଟନା,୪।୮: ବଡ଼ ବଡ଼ ରାଜନୈତିକ ଦଳକୁ ନିର୍ବାଚନ ଜିତିବାର ରଣନୀତି ଦେଉଥିବା ରାଜନୈତିକ ବିଶ୍ଳେଷକରୁ ସିଧାସଳଖ ରାଜନୀତିକୁ ପ୍ରବେଶ କରିଥିବା ଜନ ସୁରାଜ ପାର୍ଟିର ମୁଖ୍ୟ ପ୍ରଶାନ୍ତ…

ସ୍ବାମୀ ଉଦୟନିଧିଙ୍କୁ ନେବାକୁ ଆସିଥିବା ପୋଲିସ ସହ ଯୁକ୍ତିତର୍କ କଲେ ସ୍ତ୍ରୀ, କହିଲେ- ସେ ବାଥରୁମ୍‌ରେ…

ନୂଆଦିଲ୍ଲୀ,୪।୮: ଡିଏମକେ ନେତା ଉଦୟନିଧି ଷ୍ଟାଲିନଙ୍କୁ ମଙ୍ଗଳବାର ପୋଲିସ ଗିରଫ କରିଛି। ପୋଲିସ ତାଙ୍କୁ ତାଙ୍କ ବାସଭବନରୁ ନେଇଥିଲା। ଉଦୟନିଧିଙ୍କୁ ନେବାକୁ ଆସିଥିବା ପୋଲିସ ସହ ତାଙ୍କ…

ପାଟ୍ରୋଲିଂ ବେଳେ ଜଗନ୍ନାଥ ପ୍ରସାଦ ପୋଲିସକୁ ସଫଳତା, ଡାଲା ଅଟୋରେ ମିଳିଲା….

ଜଗନ୍ନାଥ ପ୍ରସାଦ,୪।୮(ବିଭୁ ପ୍ରସାଦ ପଟ୍ଟନାୟକ): ଜଗନ୍ନାଥ ପ୍ରସାଦ ପୋଲିସକୁ ପାଟ୍ରୋଲିଂ ସମୟରେ ଏକ ସଫଳତା ମିଳିଛି । ବେଆଇନ ଭାବେ ଚୋରା ଚାଲାଣ ହେଉଥିବା ବିପୁଳ ପରିମାଣର…

RJD, BJP ନା କଂଗ୍ରେସ; କାହା ସହ ମେଣ୍ଟ କରିବେ ପ୍ରଶାନ୍ତ କିଶୋର? ନିଜେ କଲେ ବଡ଼ ଖୁଲାସା

ପାଟନା,୪।୮: ଜନ ସୁରାଜ ପାର୍ଟିର ସଂସ୍ଥାପକ ପ୍ରଶାନ୍ତ କିଶୋର କୌଣସି ରାଜନୈତିକ ଦଳ ସହ ମେଣ୍ଟ କରିବାର ସମ୍ଭାବନାକୁ ଖଣ୍ଡନ କରି କହିଛନ୍ତି ଯେ, ବାଙ୍କିପୁର ବିଧାନସଭା…

‘ବନ୍ଦ କରିଦେବି ଜନସୁରାଜ ପାର୍ଟି…,’ କାହିଁକି ଏମିତି କହିଲେ ପ୍ରଶାନ୍ତ କିଶୋର? ଜାଣନ୍ତୁ ଏହା ପଛର କାରଣ

ପାଟନା,୪।୮: ବାଙ୍କିପୁର ଉପନିର୍ବାଚନରେ ଏକ ବଡ଼ ବିଜୟ ପରେ, ଜନ ସୁରାଜ ପ୍ରତିଷ୍ଠାତା ଏବଂ ନବନିର୍ବାଚିତ ବିଧାୟକ ପ୍ରଶାନ୍ତ କିଶୋର ଏକ ସ୍ବତନ୍ତ୍ର ଆଲୋଚନାରେ ଅନେକ ଗୁରୁତ୍ୱପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri