Posted inଜାତୀୟ

ସୀମା ପାର ଅସ୍ତ୍ରଶସ୍ତ୍ର ଯୋଗାଣ ଉଦ୍ୟମ ପଣ୍ଡ କଲେ ଭାରତୀୟ ସେନା…

ଶ୍ରୀନଗର,୨୪।୧୨ : ଜମ୍ମୁ-କଶ୍ମୀରର ଉରି ସେକ୍ଟରରେ ଏଲଓସିରେ ସୀମା ପାର ଅସ୍ତ୍ରଶସ୍ତ୍ର ଯୋଗାଣ ପାଇଁ ପାକିସ୍ତାନର ଏକ ବଡ଼ ପ୍ରୟାସକୁ ସୁରକ୍ଷା ବାହିନୀ ପଣ୍ଡ କରିଛନ୍ତି। ପୋଲିସ କହିଛି ଯେ ଆଠଟି ଏକେ ରାଇଫଲ ଏବଂ ୧୨ ଟି ପିସ୍ତଲ ବ୍ୟତୀତ ଅନ୍ୟ ଅସ୍ତ୍ରଶସ୍ତ୍ର ଏବଂ ଗୁଳି ଜବତ କରାଯାଇଛି। ଗତ ଏକ ବର୍ଷ ମଧ୍ୟରେ କଶ୍ମୀରରେ ସୁରକ୍ଷା ବାହିନୀ ଦ୍ୱାରା ଜବତ ହୋଇଥିବା ଅସ୍ତ୍ରଶସ୍ତ୍ରର ଏହା ହେଉଛି ସବୁଠାରୁ ବଡ ପରିମାଣ।

ସେନା ଏବଂ ପୋଲିସ ମିଳିତ ଭାବେ ଏହି ଅପରେଶନ ଆରମ୍ଭ କରିଥିଲେ। ଶନିବାର ସକାଳେ ହାଥଲଙ୍ଗା ଗ୍ରାମରେ ଅସ୍ତ୍ରଶସ୍ତ୍ର ଜବତ କରାଯାଇଥିବା ପୋଲିସ କହିଛି। ଏହି ମାମଲାରେ ଏପର୍ଯ୍ୟନ୍ତ କୌଣସି ଗିରଫଦାରୀ ହୋଇନାହିଁ।

ସୂତ୍ରରୁ ପ୍ରକାଶ ଯେ ଲଶ୍କର-ଇ-ତୋଏବା ଆତଙ୍କବାଦୀ ସଂଗଠନର ସହିତ ଜଡିତ ବଡ଼ ଧରଣର ଏହି ଅସ୍ତ୍ରଶସ୍ତ୍ର କାରବାର ବିଷୟରେ ସୁରକ୍ଷା ବାହିନୀକୁ ପୂର୍ବରୁ ଗୁପ୍ତ ସୂଚନା ମିଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

କାହିଁକି କେଜ୍‌ରିୱାଲଙ୍କୁ କରାଗଲା ଗିରଫ: ସୁପ୍ରିମକୋର୍ଟରେ କହିଲା ଇଡି

ନୂଆଦିଲ୍ଲୀ,୨୫।୪: ଦିଲ୍ଲୀ ସିଏମ ଅରବିନ୍ଦ କେଜ୍‌ରିୱାଲଙ୍କ ଆବେଦନକୁ ବିରୋଧ କରି ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ସୁପ୍ରିମକୋର୍ଟରେ ଏକ ଆଫିଡେଭିଟ ଦାଖଲ କରିଛି। ଦାଖଲ ହୋଇଥିବା ଆଫିଡେଭଟ୍‌ରେ...

ମୋଦିଙ୍କୁ ନିର୍ବାଚନ କମିଶନରଙ୍କ ପକ୍ଷରୁ କ୍ଲିନଚିଟ୍‌, ହିନ୍ଦୁ ଦେବୀଦେବତାଙ୍କ ନାମରେ ମାଗି ନାହାନ୍ତି ଭୋଟ୍‌

ନୂଆଦିଲ୍ଲୀ,୨୫।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନିର୍ବାଚନ କମିଶନରଙ୍କ ଦ୍ୱାରା କ୍ଲିନଚିଟ୍‌। ମୋଦିଙ୍କ ନାମରେ ହିନ୍ଦୁ ଦେବୀଦେବତାଙ୍କ ନାଁରେ ଭୋଟ ମାଗୁଥିବା ଅଭିଯୋଗ ହୋଇଥିଲା। ଯାହାକୁ ଗୁରୁବାର...

ଅଭିନେତ୍ରୀ ତମନ୍ନା ଭାଟିଆଙ୍କୁ ସମନ

ବମ୍ବେ,୨୫।୪: ଅଡ଼ୁଆରେ ଫସିଛନ୍ତି ବଲିଉଡ ଅଭିନେତ୍ରୀ ତମନ୍ନା ଭାଟିଆ। ଅଭିନେତା ସଞ୍ଜୟ ଦତ୍ତଙ୍କ ପରେ ବର୍ତ୍ତମାନ ତମନ୍ନା ଭାଟିଆଙ୍କ ନାମ ମଧ୍ୟ ବେଆଇନ ଆଇପିଏଲ୍‌ ମ୍ୟାଚ୍‌...

ଯେବେ ମମତା ରାଗିଯାଇ ବାଜପେୟୀଙ୍କ ଟେବୁଲ ଉପରେ ରଖିଥିଲେ ମଣିଷ ଖପୁରୀ, କାରଣ ଜାଣିଲେ ତାଜୁବ ହେବେ

ନୂଆଦିଲ୍ଲୀ,୨୫।୪: ରାଜନୀତିର ଚର୍ଚ୍ଚିତ ଚେହେରା ମମତା ବାନାର୍ଜୀ। ଯିଏ ଭାରତୀୟ ରାଜନୀତିର ନିଜ ରାଗ ଓ ଜିଦ ପାଇଁ ମଧ୍ୟ ଜଣାଶୁଣା। ଯଦି ଦିଦି କିଛି...

ଭାଜପାରେ ଯୋଗ ଦେବେ ଲୋକପ୍ରିୟ ୟୁଟ୍ୟୁବର ମନୀଷ କଶ୍ୟପ

ନୂଆଦିଲ୍ଲୀ,୨୫।୪: ପଦ୍ମ ଧରିବେ ଲୋକପ୍ରିୟ ୟୁଟ୍ୟୁବର ମନୀଷ କଶ୍ୟପ । ବିହାରର ଏହି ଚର୍ଚ୍ଚିତ ୟୁଟ୍ୟୁବର ଗୁରୁବାର ଭାରତୀୟ ଜନତା ପାର୍ଟିରେ ସାମିଲ ହେବେ ।...

ନିର୍ବାଚନ ଡ୍ୟୁଟି ଲାଗିବା ମାତ୍ରେ କର୍ମଚାରୀ ଅସୁସ୍ଥ ହେବା ସଂଖ୍ୟା ବୃଦ୍ଧି, ମିଛ ହେଲେ କାର୍ଯ୍ୟାନୁଷ୍ଠାନ

ଭୋଜପୁର,୨୫।୪: ବିହାରର ଭୋଜପୁରରେ ଲୋକ ସଭା ଓ ବିଧାନସଭା ଉପ ନିର୍ବାଚନ ପାଇଁ ଡ୍ୟୁଟି ଲାଗିବା ମାତ୍ରେ ସରକାରୀ କର୍ମଚାରୀ ବହୁ ସଂଖ୍ୟାରେ ଅସୁସ୍ଥ ହୋଇପଡିଛନ୍ତି।...

ଆସିଲା JEE Mains ରେଜଲ୍ଟ: କେମିତି ଜାଣିବେ ମେରିଟ ଲିଷ୍ଟ ତାଲିକା

ନୂଆଦିଲ୍ଲୀ,୨୫।୪: ନ୍ୟାଶନାଲ ଟେଷ୍ଟ ଏଜେନ୍ସି (ଏନ୍‌ଟିଏ) ପକ୍ଷରୁ ମିଳିତ ପ୍ରବେଶିକା ପରୀକ୍ଷା (JEE Mains) ସେସନ-୨ ରେଜଲ୍ଟ ପ୍ରକାଶ ପାଇଛି। ଚଳିତ ବର୍ଷ ଜାନୁଆରୀ ଏବଂ...

ନିର୍ବାଚନ ପୂର୍ବରୁ ଜେଡିୟୁ ନେତାଙ୍କୁ ହତ୍ୟା

ପାଟନା,୨୫।୪: ବିହାରରେ ଶାସକ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କ ଦଳର ଜଣେ ନେତାଙ୍କୁ ଗୁଳି କରି ହତ୍ୟା କରାଯାଇଛି। ରାଜଧାନୀ ପାଟନା ଅଞ୍ଚଳରେ ଏହି ହତ୍ୟାକାଣ୍ଡ ପରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri