Posted inଜାତୀୟ

ଏଲ୍‌ଏସିରେ ଚାଇନାର ସର୍ଭେଲାନ୍ସ୍‌ କ୍ୟାମେରାକୁ ଭାଙ୍ଗିଲେ ଭାରତୀୟ ସେନା

ଲଦାଖ, ୧।୯: ଏଲ୍‌ଏସିରେ ଚାଇନାର ଅନୁପ୍ରବେଶ ଉଦ୍ୟମ ଜାରି ରହିଛି। ପୂର୍ବ ଲଦାଖର ପଙ୍ଗୋଙ୍ଗ୍‌ ହ୍ରଦ ଅଞ୍ଚଳରେ ଥିବା ଚୁଶୁଲଠାରେ ଚାଇନା ସୈନ୍ୟ ଭାରତ ସୀମାକୁ ଚାଇନା ସୈନ୍ୟ ଅନୁପ୍ରବେଶ କରୁଥିଲେ। ତେବେ ଏହାକୁ ଭାରତୀୟ ସେନା ପକ୍ଷରୁ ପଣ୍ଡ କରିଦିଆଯାଇଥିଲା। ଭାରତୀୟ ସେନା ଏଠାରେ ଥିବା ଚାଇନାର ସର୍ଭେଲାନ୍ସ୍‌ ସିଷ୍ଟମ୍‌ ଏବଂ କ୍ୟାମେରାକୁ ଭାଙ୍ଗିଦେଇଛନ୍ତି। ଏହା ସହିତ ବ୍ଲାକ୍‌ ଟପ୍‌ ପୋଷ୍ଟ ଉପରେ ଭାରତୀୟ ସେନା କବ୍‌ଜା କରିନେଇଛି। ଠାକୁଙ୍ଗଠାରୁ ଚାଇନା ଭାରତୀୟ ସେନା ଉପରେ ତୀକ୍ଷ୍‌ଣ ନଜର ରଖିବା ଜାରି ରଖିଥିଲା। ତେବେ ବ୍ଲାକ୍‌ ଟପ୍‌ ପୋଷ୍ଟକୁ ଭାରତୀୟ ସେନା ନିଜ ଦଖଲକୁ ନେବା ପରେ ଚାଇନାର ଷଡ଼ଯନ୍ତ୍ରରେ ବାଧା ଉପୁଜିଛି। ଦୁଇ ଦେଶ ମଧ୍ୟରେ ଶାନ୍ତି ଆଲୋଚନା ଜାରି ରହିଥିବାବେଳେ ଚାଇନା ସୈନ୍ୟ ବିଭାଗ ଏହାର ବାରମ୍ବାର ଉଲ୍ଲଂଘନ କରି ଅନୁପ୍ରବେଶ ଉଦ୍ୟମ କରୁଥିବା ଭାରତୀୟ ସେନା ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସନ୍ନି ଦେଓଲଙ୍କୁ ୱାଇ କାଟାଗୋରୀ ସୁରକ୍ଷା

ନୂଆଦିଲ୍ଲୀ,୧୭ ।୧୨: ଦେଶରେ ଜାରି ରହିଥିବା କୃଷକ ଆନ୍ଦୋଳନକୁ ଦେଖି ଭାରତୀୟ ଜନତା ପାର୍ଟି(ଭଜାପା) ଏମ୍‌ପି ତଥା ବଲିଉଡ୍ ଅଭିନେତା ସନ୍ନି ଦେଓଲଙ୍କ ସୁରକ୍ଷାକୁ ବଢାଇ...

ଶ୍ରୀଲଙ୍କାକୁ ୧୫ ହଜାର ଲିଟର କିରୋସିନ ପଠାଇଲା ଭାରତ, ୭ ଶହ ଧୀବରଙ୍କୁ ମିଳିବ ସହାୟତା…

ନୂଆଦିଲ୍ଲୀ/କଲମ୍ବୋ, ୩୧।୫ : ସ୍ବାଧୀନତା ପରଠାରୁ ଶ୍ରୀଲଙ୍କା ସବୁଠୁ ବଡ ଆର୍ଥିକ ସଙ୍କଟ ଦେଇ ଗତି କରୁଛି। ଦେଶର ବୈଦେଶିକ ମୁଦ୍ରା ଭଣ୍ଡାର ଖାଲି ହୋଇ...

ଅର୍ଥ ହେରଫେର ମାମଲାରେ ପୁଣି ଗିରଫ ହେଲେ ସୁକେଶ, ୯ ଦିନିଆ ରିମାଣ୍ଡ ଲାଗି ଅନୁମତି

ନୂଆଦିଲ୍ଲୀ,୧୬।୨: ତିହାର ଜେଲରେ ଥିବା ମହାଠକ ସୁକେଶ ଚନ୍ଦ୍ରଶେଖରଙ୍କୁ ଇଡି ଗିରଫ କରିଛି। ଇଡି ଗୁରୁବାର ପଟିଆଲା ହାଉସ କୋର୍ଟରେ ସୁକେଶଙ୍କୁ ହାଜର କରିଥିଲା। ପରେ...

ପିଆଜର ଦରବୃଦ୍ଧିକୁ ନେଇ ଅର୍ଥମନ୍ତ୍ରୀଙ୍କୁ ଟାର୍ଗେଟ କଲେ ଟ୍ବିଙ୍କିଲ

ମୁମ୍ବାଇ,୭।୧୨: ବଲିଉଡ୍‌ ଅଭିନେତ୍ରୀ ଟ୍ବିଙ୍କିଲ ଖାନ୍ନା ଯଦିଓ ଏବେ ବଡ ପରଦାଠାରୁ ବହୁ ଦୂରରେ ରହିଛନ୍ତି ହେଲେ ସେ ସୋସିଆଲ ମିଡିଆରେ ଖୁବ୍‌ ଆକ୍ଟିଭ। ଏମିତିକି...

ଗୁରୁଦିବସରେ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୫।୯: ସାରା ଦେଶରେ ସେପ୍ଟେମ୍ବର ୫କୁ ଗୁରୁଦିବସ ଭାବେ ପାଳନ କରାଯାଇଥାଏ। ଏଥର ମଧ୍ୟ ଏହି ପବିତ୍ର ଦିବସକୁ ସାରା ଦେଶରେ ଗୁରୁବାର ପାଳନ କରାଯାଇଛି।...

ଟିକା ନେଲେ ୧୨୦ ବର୍ଷୀୟା ମହିଳା

ଉଧମପୁର,୨୧।୫: ୧୨୦ ବର୍ଷୀୟା ମହିଳା କୋଭିଡ୍‌-୧୯ ଟିକା ନେଇ ଜମ୍ମୁ-କଶ୍ମୀରର ଉଧମପୁର ଜିଲାର ଗ୍ରାମାଞ୍ଚଳବାସୀଙ୍କ ପାଇଁ ପାଲଟିଛନ୍ତି ପ୍ରେରଣା। ଏଥି ଲାଗି ଉକ୍ତ ମହିଳାଙ୍କ ଘରକୁ...

୭ ଲକ୍ଷ ଟପିଲା କରୋନା ସଂକ୍ରମଣ

ନୂଆଦିଲ୍ଲୀ,୭ା୭(ପି.ଟି.): ଭାରତରେ କରୋନା ସଂକ୍ରମଣ ଦ୍ରୁତ ଗତିରେ ବଢ଼ିଚାଲିଥିବାବେଳେ ସୋମବାର ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭ ଲକ୍ଷ ଟପିଛି। ୨୪ ଘଣ୍ଟା ମଧ୍ୟରେ ୨୪,୨୪୮ ନୂଆ...

ଭାରାକ୍ରାନ୍ତ ମନ ନେଇ ମନାଲି ଫେରିଲେ କଙ୍ଗନା

ମୁମ୍ବାଇ,୧୪ ।୯: ବଲିଉଡ୍‌ର ଚର୍ଚ୍ଚିତ ନାୟିକା କଙ୍ଗନା ରାନାୱତ ସୋମବାର ନିଜ ହୋମ ଟାଉନ ମନାଲି ଫେରିଛନ୍ତି । ସେପ୍ଟେମ୍ବର ୯ରେ ସେ ମୁମ୍ବାଇ ଗସ୍ତ...

Advertisement
Archives

Model This Week