Posted inଜାତୀୟ

ଭାରତୀୟ ସେନାର ଚିତା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ଘଟଣା, ୨ ପାଇଲଟ ସହିଦ

ଇଟାନଗର,୧୬।୩: ଅରୁଣାଚଳ ପ୍ରଦେଶର ବମ୍‌ଡିଲା ନିକଟରେ ଭାରତୀୟ ସେନାର ଚିତା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏହି ଦୁର୍ଘଟଣାରେ ୨ ପାଇଲଟ ସହିଦ ହୋଇଛନ୍ତି। ସେମାଙ୍କ ମଧ୍ୟରୁ ଜଣେ ଲେଫନାଣ୍ଟ କର୍ନେଲ ର଼୍ୟାଙ୍କର ଅଧିକାରୀ(ପାଇଲଟ୍‌) ଥିବା ବେଳେ ଜଣେ ମେଜର ପଦର(ସହ ପାଇଲଟ) ଥିଲେ। ହେଲିକପ୍ଟରଟି ରୁଟିନ୍‌ ଅପରେଶନ ଲାଗି ସେଙ୍ଗେରୁ ଆସାମର ମିସାମାରି ଅଭିମୁଖେ ଯାଉଥିଲା। ସକାଳ ୯.୧୫ରେ ଏୟାର ଟ୍ରାଫିକ କଣ୍ଟ୍ରୋଲ(ଏଟିସି)ସହ ଏହାର ସମ୍ପର୍କ ଛିନ୍ନ ହୋଇଥିଲା। ଘଟଣାନେଇ ସୂଚନା ପାଇବା ପରେ ଭାରତୀୟ ସେନା, ଅରୁଣାଚଳ ପ୍ରଦେଶ ପୋଲିସ ଏବଂ ଅନ୍ୟାନ୍ୟ ସୂରକ୍ଷା ଏଜେନ୍ସି ପକ୍ଷରୁ ହେଲିକପ୍ଟରକୁ ଖୋଜିବା ଲାଗି ସର୍ଚ୍ଚ ଅପରେଶନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ସରକାରଙ୍କ ବଡ଼ ନିଷ୍ପତ୍ତି: ୧୮ ବର୍ଷ ପରେ ନୂଆ ଆଧାର ମନା, ମୁଖ୍ୟମନ୍ତ୍ରୀ କହିଲେ…

ଗୁଆହାଟୀ,୧୩ା୬(ପି.ଟି.): ବେଆଇନ ଆପ୍ରବାସୀମାନେ ଯେପରି ଆଧାର କାର୍ଡ ହାସଲ ନ କରନ୍ତି, ସେଥିପାଇଁ ଆସାମରେ ୧୮ ବର୍ଷ ବୟସରୁ ଊର୍ଦ୍ଧ୍ୱଙ୍କୁ ଆଉ ନୂଆ ଆଧାର କାର୍ଡ ଜାରି…

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।…

ଭାରତ କଲା ଏମିତି ପାକିସ୍ତାନରେ ହାହାକାର! ହଠାତ୍‌ ସାରା ବିଶ୍ୱରେ ଚହଳ

ଇସଲାମବାଦ,୧୩।୬: ସିନ୍ଧୁ ଜଳ ଚୁକ୍ତିନାମାକୁ ନେଇ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ପାକିସ୍ତାନର ଅନେକ ସ୍ଥାନରେ ସ୍ପଷ୍ଟ ହେବାରେ ଲାଗିଛି। ସାମ୍ପ୍ରତିକ ରିପୋର୍ଟରୁ…

‘ମୃତଦେହ’ର ଗୁପ୍ତାଙ୍ଗକୁ ନେଇ ବିବାଦୀୟ କଥା କହିବା ମେଡିକାଲ ଛାତ୍ରୀଙ୍କ ପାଇଁ ମହଙ୍ଗା ପଡ଼ିଲା

ମୁମ୍ବାଇ,୧୩।୬: ପ୍ରଣୀତ ମୋରେଙ୍କ ଶୋ’ରେ ଉପସ୍ଥିତି ସମୟରେ MBBS ଛାତ୍ରୀ ସେଜଲ ପାୱାରଙ୍କ ଦ୍ୱାରା କରାଯାଇଥିବା ଏକ ବ୍ୟଙ୍ଗ ସମ୍ପର୍କରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଷ୍ଟାଣ୍ଡ-ଅପ କମେଡି…

ରେଲେଓ଼୍ବ ଭର୍ତ୍ତି ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର, ରେଳମନ୍ତ୍ରୀ କଲେ ବଡ଼ ଘୋଷଣା

ନୂଆଦିଲ୍ଲୀ,୧୩।୬: ନୂଆଦିଲ୍ଲୀରେ ଶୁକ୍ରବାର ଇଣ୍ଡିଆନ ରେଳବାଇର ବରିଷ୍ଠ ଅଧିକାରୀମାନଙ୍କ ସହ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ରେଳବାଇ ନିଯୁକ୍ତି ବୋର୍ଡ (RRB) ର ନିଯୁକ୍ତି ପ୍ରକ୍ରିୟାକୁ ନେଇ ଏକ…

ଭାରତୀୟ ବାୟୁସେନା ବିମାନ କ୍ରାଶ୍‌: ୫ ଯବାନ ଶହୀଦ

ନୂଆଦିଲ୍ଲୀ,୧୩।୬: ଶନିବାର ଆସାମର ଜୋରହାଟରେ ଏକ ଭାରତୀୟ ବାୟୁସେନା (IAF) AN-32 ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଘଟଣାରେ ପାଞ୍ଚ ଜଣ ବାୟୁସେନା କର୍ମଚାରୀ ପ୍ରାଣ ହରାଇଛନ୍ତି।…

ଲେଫ୍ଟନାଣ୍ଟ ଜେନେରାଲ ଧୀରଜ ସେଠଙ୍କୁ ଗୁରୁ ଦାୟିତ୍ୱ, ଜୁନ ୩୦ରେ ଦାୟିତ୍ୱ ଗ୍ରହଣ

ନୂଆଦିଲ୍ଲୀ,୧୩।୬: କେନ୍ଦ୍ର ସରକାର ଲେଫ୍ଟନାଣ୍ଟ ଜେନେରାଲ ଧୀରଜ ସେଠଙ୍କୁ ଭାରତୀୟ ସେନାର ପରବର୍ତ୍ତୀ ସେନା ମୁଖ୍ୟ ଭାବରେ ନିଯୁକ୍ତ କରିବାକୁ ନିଷ୍ପତ୍ତି ନେଇଛନ୍ତି। ବର୍ତ୍ତମାନ ଉପ ସେନା…

ମମତାଙ୍କ ପାଇଁ ଆସିଲା ଖୁସି ଖବର! ଦଳରେ ବିଦ୍ରୋହ ଭିତରେ ଏକାଠି ହେଲେ…

କୋଲକାତା,୧୩।୬: ପଶ୍ଚିମବଙ୍ଗ ରାଜନୀତି ଉପରେ ଏବେ ସାରା ଦେଶର ନଜର ରହିଛି। ଏହି ସମୟରେ ତୃଣମୂଳ କଂଗ୍ରେସ (TMC) ଭିତରେ ଗତ କିଛି ଦିନ ହେବ କଳହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri