Posted inଜାତୀୟ

ଦଶହରାରେ ଚିତା ହେଲିକପ୍ଟର ଦୁର୍ଘଟଣା: ଚାଲିଗଲା ପାଇଲଟ୍‌ଙ୍କ ଜୀବନ

ନୂଆଦିଲ୍ଲୀ,୫।୧୦: ଦେଶରେ ବର୍ତ୍ତମାନ ଦଶହରା ମାହୋଲ ଚାଲିଥିବା ବେଳେ ଅରୁଣାଚଳ ପ୍ରଦେଶର ତାୱାଙ୍ଗ ନିକଟରେ ଭାରତୀୟ ସେନାର ଚିତା ହେଲିକପ୍ଟର ଦୁର୍ଘଟଣାଗ୍ରସ୍ତ ହୋଇଛି।
ଏଥିରେ ଜଣେ ପାଇଲଟଙ୍କ ମୃତ୍ୟୁ ହୋଇଛି। ସେହିପରି ଅନ୍ୟ ଜଣେ ପାଇଲଟ ଆହତ ହୋଇଥିବା ସୂଚନା ମିଳିଛି। ଖବର ପାଇ ଉଦ୍ଧାରିକାରୀ ଦଳ ଘଟଣା ସ୍ଥଳରେ ପହଞ୍ଚି ଆହତ ପାଇଲ୍‌ଟଙ୍କୁ ସ୍ଥାନୀୟ ହସ୍ପିଟାଲରେ ଭର୍ତ୍ତି କରିଛନ୍ତି। କେଉଁ ପରିସ୍ଥିତିରେ ହେଲିକପ୍ଟର ଦୁର୍ଘଟଣା ଘଟିଲା, ତାହାର ବିଶଦ ଅନୁସନ୍ଧାନ ଚାଲିରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପଥର ଚିପ୍ସ ବୋଝେଇ ହାଇୱା ଉପରକୁ ଗୁଳିମାଡ଼: ଜୀବନ ରକ୍ଷା ଭୟରେ ଡ୍ରାଇଭର୍‌…

କୁତ୍ରା,୯।୭(ଦେବାଶିଷ ସାହୁ): ସୁନ୍ଦରଗଡ ଜିଲା କୁତ୍ରା ଥାନା ଅନ୍ତର୍ଗତ ଲିଟିବେଡ଼ା ଜଙ୍ଗଲ ନିକଟରେ ଆଜି ଭୋର ପ୍ରାୟ ୩ ଟା ୨୦ ମିନିଟ ସମୟରେ ଗୁଳିମାଡ଼ ହୋଇଥିବା…

ବର୍ଷା ସହ ବିଜୁଳି-ଘଡ଼ଘଡ଼ି ସମ୍ଭାବନା: ୩୦ରୁ ୪୦ କିମି ବେଗରେ ବହିବ ପଦନ: ୟେଲୋ ୱାର୍ନିଂ ଜାରି

ଭୁବନେଶ୍ୱର,୯ା୭(ସୌମ୍ୟରଞ୍ଜନ ରାଉତ):ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ଉତ୍ତର ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ଅବପାତ ଦୁର୍ବଳ ହୋଇ ସଦୃଶ ଲଘୁଚାପରେ ପରିଣତ ହୋଇଛି। ବର୍ତ୍ତମାନ ସଦୃଶ ଲଘୁଚାପ…

ଠିକା କର୍ମଚାରୀ ହେବେ ନିୟମିତ: ସରକାରଙ୍କ ବଡ଼ ଘୋଷଣା

ଭୁବନେଶ୍ୱର, ୯ା୭ (ରବିନାରାୟଣ ଜେନା):ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ଦୀର୍ଘବର୍ଷ ଧରି କାର୍ଯ୍ୟରତ ଠିକା କର୍ମଚାରୀଙ୍କୁ ନିୟମିତ କରିବା ପାଇଁ ଦାବିହୋଇ ଆସୁଥିବାବେଳେ ଏହାକୁ ସରକାର ଗୁରୁତ୍ୱର…

ଘଣ୍ଟାକରେ ‘ବ୍ରଶ୍‌ ଟେଷ୍ଟ’ରୁ ଜଣାପଡ଼ିବ ପାଟି କ୍ୟାନ୍‌ସର

ଲଣ୍ଡନ/ନୂଆଦିଲ୍ଲୀ, ୯ା୭ପାଟି କର୍କଟ ବା ଓରାଲ କ୍ୟାନ୍‌ସର ଚିହ୍ନଟ କ୍ଷେତ୍ରରେ ଚିକିତ୍ସା ବିଜ୍ଞାନକୁ ବଡ଼ ସଫଳତା ମିଳିଛି। ବ୍ରିଟେନ୍‌ର କୁଇନ୍‌ ମେରି ୟୁନିଭର୍ସିଟି ଅଫ୍‌ ଲଣ୍ଡନର ଗବେଷକମାନଙ୍କ…

ସକାଳୁ ସକାଳୁ ଶ୍ରୀମନ୍ଦିର ଉପରେ ଉଡ଼ିଲା ଡ୍ରୋନ: କୋଲକାତାର ଯୁବକଙ୍କୁ ଅଟକ ରଖିଲା ପୋଲିସ

ପୁରୀ, ୯।୭(ଅଜିତ୍‌ କୁମାର ମହାନ୍ତି): ପୁଣି ଶ୍ରୀମନ୍ଦିରେ ଉପରେ ଉଡିଲା ଡ୍ରୋନ। ଗୁରୁବାର ସକାଳ ପ୍ରାୟ ୫:୩୦ ମିନିଟ ସମୟରେ ଶ୍ରୀମନ୍ଦିର ପରିସରରେ ଏକ ଡ୍ରୋନ ଉଡ଼ୁଥିବା…

ପୁଣି ଚର୍ଚ୍ଚାରେ ଜଳ ସମ୍ପଦ ବିଭାଗ: ଚାଷ ଆରମ୍ଭରୁ ଧସିଗଲା କେନାଲ ପାର୍ଶ୍ୱକାନ୍ଥ

ବରଗଡ଼,୯।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଜଳସମ୍ପଦ ବିଭାଗର ବିବାଦ ପିଛା ଛାଡୁନାହିଁ। ଏହି ବିଭାଗ ଅଧୀନରେ ଜିଲାର ଅନେକ ସ୍ଥାନରେ ବିଭିନ୍ନ ପ୍ରକଳ୍ପ, କେନାଲ ଉନ୍ନତୀକରଣ ଓ ମରାମତି…

ବଦଳିଲା ଦେଶ ବିଭାଜନ ଇତିହାସ, ବାଦ୍‌ ପଡ଼ିଲେ ହିଟ୍‌ଲର

ନୂଆଦିଲ୍ଲୀ,୯ା୭ (ପି.ଟି.):ପୁରୁଣା ବହିରେ ଉଲ୍ଲେଖ ଥିଲା ଯେ ମହାତ୍ମା ଗାନ୍ଧୀ ଏବଂ କଂଗ୍ରେସ ନେତାମାନେ ବିଭାଜନକୁ ବିରୋଧ କରୁଥିଲେ ମଧ୍ୟ ଶେଷରେ ଏହାକୁ ଏକମାତ୍ର ବିକଳ୍ପ ଭାବେ…

ଫିଫା ବିଶ୍ୱକପ୍‌: ଆଜିଠୁ କ୍ୱାର୍ଟର ଫାଇନାଲ

ନ୍ୟୁୟର୍କ, ୯ା୭(ଏପି):ଚଳିତ ଫିଫା ବିଶ୍ୱକପ୍‌ର ପ୍ରି-କ୍ୱାର୍ଟର ଫାଇନାଲ ପର୍ଯ୍ୟାୟ ଶେଷ ହୋଇଛି। ଏଥର ପ୍ରଥମଥର ପାଇଁ ପ୍ରତିଯୋଗିତାରେ ୪୮ଟି ଦଳ ଅଂଶଗ୍ରହଣ କରିଥିବାବେଳେ ସେଥିରୁ ୮ଟି ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri