ଆମେରିକାରେ ଭାରତୀୟ ଉପରେ ଆକ୍ରମଣ: ଭିଡିଓ ଜାରି କରି ନିବେଦନ କଲେ ଛାତ୍ର, ଜୟଶଙ୍କରଙ୍କୁ ଚିଠି ଲେଖିଲେ ପୀଡିତଙ୍କ ପତ୍ନୀ

ନୂଆଦିଲ୍ଲୀ,୭।୨: ଆମେରିକାର ଚିକାଗୋରେ ଜଣେ ଭାରତୀୟ ଛାତ୍ରଙ୍କ ଉପରେ ଆକ୍ରମଣ ମାମଲା ବର୍ତ୍ତମାନ ବୃଦ୍ଧି ପାଇବାରେ ଲାଗିଛି। ଏହି ଆକ୍ରମଣରେ ଭାରତୀୟ ଛାତ୍ର ଗୁରୁତର ଆହତ ହୋଇଛନ୍ତି। ଘଟଣା ପରେ ଏହି ପୀଡିତ ଛାତ୍ର ବର୍ତ୍ତମାନ ଏକ ଭିଡିଓ ଜାରି କରି ସାହାଯ୍ୟ ପାଇଁ ଲୋକଙ୍କୁ ନିବେଦନ କରିଛନ୍ତି। ଏହି ଭିଡିଓରେ ସେ ରକ୍ତାକ୍ତ ଅବସ୍ଥାରେ ନଜର ଆସିଛନ୍ତି। ଏହି ଘଟଣାର ଗମ୍ଭୀରତାକୁ ଦୃଷ୍ଟିରେ ରଖି ହାଇଦ୍ରାବାଦରେ ରହୁଥିବା ପୀଡିତ ଛାତ୍ରଙ୍କ ପରିବାର ସଦସ୍ୟ କେନ୍ଦ୍ର ସରକାରଙ୍କୁ ଅନୁରୋଧ କରିଛନ୍ତି ଯେ ପୀଡିତଙ୍କ ପତ୍ନୀଙ୍କୁ ଆମେରିକା ଯିବାକୁ ଅନୁମତି ଦିଆଯାଉ। ପୀଡିତ ଛାତ୍ର ସୟଦ ମଜାହିର ଅଲି ବୋଲି ଜଣାପଡିଛି।

ସୂଚନାଯୋଗ୍ୟ, ଫେବୃଆରୀ ୬ରେ ହାଇଦ୍ରାବାଦ ନିବାସୀ ସୟଦ ମଜାହିର ଅଲିଙ୍କୁ ଚିକାଗୋସ୍ଥିତ ତାଙ୍କ ଘର ନିକଟରେ ଚାରିଜଣ ସଶସ୍ତ୍ର ଡକାୟତ ଆକ୍ରମଣ କରିଥିଲେ। ଏହି ଆକସ୍ମିକ ଆକ୍ରମଣରେ ସେ ଗୁରୁତର ଆହତ ହୋଇଛନ୍ତି। ଏହି ଘଟଣା ପରେ ସାମ୍ନାକୁ ଆସିଥିବା ଭିଡିଓରେ ସୟଦଙ୍କର ରକ୍ତସ୍ରାବ ହେଉଥିବା ଦେଖିବାକୁ ମିଳିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଐତିହାସିକ ନିଷ୍ପତ୍ତି: ପୁରୁଷ ଦଳର କୋଚ୍ ହେଲେ ମହିଳା କ୍ରିକେଟର

ନୂଆଦିଲ୍ଲୀ,୧୩।୫: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଟେଷ୍ଟ ସିରିଜ ପୂର୍ବରୁ ଇଂଲଣ୍ଡ କ୍ରିକେଟ ବୋର୍ଡ ଏକ ଐତିହାସିକ ନିଷ୍ପତ୍ତି ନେଇଛି। ଇଂଲଣ୍ଡର ପୂର୍ବତନ ମହିଳା ଉଇକେଟକିପର ସାରା ଟେଲରଙ୍କୁ ପୁରୁଷ…

୧୦୮୨୮ ରନ୍, ୩୮୦ ଉଇକେଟ… ସିଜିନ ମଝିରେ ହଠାତ୍ ଅବସର ନେଲେ ଅଭିଜ୍ଞ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୩।୫: ଇଂଲଣ୍ଡ କ୍ରିକେଟରୁ ଏକ ଚକିତ କଲାଭଳି ଖବର ସାମ୍ନାକୁ ଆସିଛି । ଇଂଲଣ୍ଡ ଟିମ୍‌ର ଅଭିଜ୍ଞ ଅଲରାଉଣ୍ଡର ଲିଆମ ଡସନ (Liam Dawson) ହଠାତ ପ୍ରଥମ…

ବଲାଙ୍ଗୀର ତୁଷୁରା ଗ୍ରୀଡରେ ଭୟାବହ ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଗଲା…

ବଲାଙ୍ଗୀର,୧୩।୫(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଓପିଡିସିଏଲ ଗ୍ରୀଡ଼ରେ ଘଟିଛି ଭୟାବହ ଅଗ୍ନିକାଣ୍ଡ । ରାତିରେ ହଠାତ୍ ଗ୍ରୀଡ଼ ପରିସରରୁ ଭୟଙ୍କର ନିଆଁ ଓ କଳା…

ଖୁବ୍ ଶୀଘ୍ର ଚାଲିବ ପୁରୀ-କୋରାପୁଟ ନୂଆ ଏକ୍ସପ୍ରେସ୍‌; ରେଳ ମନ୍ତ୍ରଣାଳୟର ମଞ୍ଜୁରୀ, ବଲାଙ୍ଗୀରରେ ଖୁସିର ଲହରୀ

ବଲାଙ୍ଗୀର,୧୩।୫ (ସୁନିଲ କୁମାର ମହାନ୍ତି): ଓଡ଼ିଶାର ରେଳ ସଂଯୋଗୀକରଣ କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ସ୍ୱରୂପ, ରେଳ ମନ୍ତ୍ରଣାଳୟ ପକ୍ଷରୁ ପୁରୀ ଏବଂ କୋରାପୁଟ ମଧ୍ୟରେ ଏକ…

ଏନ୍ଇଇଟି ପ୍ରଶ୍ନପତ୍ର ଲିକ୍ ଘଟଣା: ବିଜୁ ଛାତ୍ର ଜନତାର ପ୍ରତିବାଦ, ଧର୍ମେନ୍ଦ୍ର ପ୍ରଧାନଙ୍କ ଫଟୋ ଚିତ୍ର ଦାହ କଲେ…

ବରଗଡ଼,୧୩।୫(ପ୍ରେମାନନ୍ଦ ଖମାରୀ): ଏନ୍ଇଇଟି ପ୍ରଶ୍ନପତ୍ର ଲିକ୍ ଘଟଣାକୁ ନେଇ ଦେଶବ୍ୟାପୀ ବିଭିନ୍ନ ସ୍ଥାନରେ ପ୍ରତିବାଦ ଓ ବିରୋଧର ସ୍ବର ତେଜି ଉଠିଛି । ବରଗଡ଼ରେ ମଧ୍ୟ ଏହାର…

କପିଳଧାର ଜଳପ୍ରପାତ ନିକଟରୁ ମହିଳାଙ୍କ ମୃତଦେହ ଜବତ

ପାଇକମାଳ,୧୩ା୫(ବଡ଼ ଶତପଥୀ): ପାଇକମାଳ ନୃସିଂହନାଥ ମନ୍ଦିରରୁ ପାଞ୍ଚକିମି ଦୂର କପିଳଧାର ଜଳପ୍ରପାତ ନିକଟରୁ ଜଣେ ଅଜଣା ମହିଳାଙ୍କ ମୃତଦେହ ବୁଧବାର ସ୍ଥାନୀୟ ପୋଲିସ ଜବତ କରିଛି ।…

କିଏ ହେବେ କେରଳ ମୁଖ୍ୟମନ୍ତ୍ରୀ? ଗୁରୁବାର ଘୋଷଣା କରିବ କଂଗ୍ରେସ

ଥିରୁଭାନନ୍ତପୁର,୧୩ା୫:  ୧୦ ଦିନର ମାନସ ମନ୍ଥନ ପରେ କଂଗ୍ରେସ ଦଳ କେରଳର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀଙ୍କ ନାମ ଚୂଡ଼ାନ୍ତ କରିଛି । ଯାହା ଗୁରୁବାର ଘୋଷଣା ହେବାକୁ ଯାଉଛି।…

ଅମୂଲ ପରେ ବଢ଼ିଲା ଏହି କ୍ଷୀରର ଦର, ରାତି ପାହିଲେ ଲାଗୁ ହେବ ନୂଆ ଦାମ୍

ନୂଆଦିଲ୍ଲୀ,୧୩ା୫: ଅମୂଲ ପରେ ଏବେ ଆଉ ଏକ କ୍ଷୀର ଦର ବୃଦ୍ଧି ପାଇଛି । ମଦର ଡାଏରୀ କ୍ଷୀରର ମୂଲ୍ୟ ବୃଦ୍ଧି କରିଛି । କମ୍ପାନୀ ବିଭିନ୍ନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri