Posted inଖେଳ

ମହାନ ବ୍ୟାଡମିଣ୍ଟନ ଖେଳାଳି ନନ୍ଦୁ ନାଟେକରଙ୍କ ପରଲୋକ

ନୂଆଦିଲ୍ଲୀ,୨୮।୭: ଭାରତର ପୂର୍ବତନ ମହାନ ବ୍ୟାଡମିଣ୍ଟନ ଖେଳାଳି ନନ୍ଦୁ ନାଟେକରଙ୍କ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୮୮ ବର୍ଷ ହୋଇଥିଲା। ନନ୍ଦୁ ନାଟେକର ଭାରତର ପ୍ରଥମ ବ୍ୟାଡ୍‌ମିଣ୍ଟନ ଖେଳାଳି ଭାବେ, ଅନ୍ତର୍ଜତୀୟ ସ୍ତରରେ ପଦକ ହାସଲ କjରିଥିଲେ। ୧୯୫୬ରେ ସେ ଏହି ଉପଲବ୍ଧି ହାସଲ କରିଥିଲେ। ତାଙ୍କ ପରଲୋକରେ ଖେଳ ଜଗତରେ ଶୋକର ଛାୟା ଖେଳିଯାଇଛି। ସେ ୬ ଥର ନ୍ୟାଶ୍‌ନାଲ୍‌ ଚାମ୍ପିଅନ୍‌ ଆଖ୍ୟା ପାଇଥିଲେ। ୧୯୬୧ରେ ତାଙ୍କୁ ଅର୍ଜୁନ ପୁରସ୍କାରରେ ସମ୍ମାନୀତ କରାଯାଇଥିଲା। ଏହି ପୁରସ୍କାର ପାଇବାରେ ସେ ଭାରତର ପ୍ରଥମ ଖେଳାଳି ହୋଇଥିଲେ। ପିଲାବେଳୁ ନନ୍ଦୁ ନାଟେକର ଜଣେ କ୍ରିକେଟର୍‌ର ହେବାକୁ ଚାହୁଁଥିଲେ। କିନ୍ତୁ ପରେ ସେ ବ୍ୟାଡ୍‌ମିଣ୍ଟନରେ କ୍ୟାରିୟର୍‌ ଆରମ୍ଭ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ୟୁସନ ସାରି ଫେରୁଥିଲେ ନାବାଳିକା, ବଳାତ୍କାର ପରେ ବୁଦା ମୂଳେ କରିଦେଲେ…

ଭଦ୍ରକ, ୨୪।୧୨(ଅଶୋକ ପଣ୍ଡା/ସନାତନ ରାଉତ): ଭଦ୍ରକ ଜିଲା ଚାନ୍ଦବାଲିରେ ଏକ ଲଜ୍ୟାଜନକ ଘଟଣା ଘଟିଯାଇଛି l ଜଣେ ୧୧ ବର୍ଷୀୟା ନାବାଳିକାଙ୍କୁ ବଳାତ୍କାର ପରେ ହତ୍ୟା...

ସମସ୍ୟା ଘେରରେ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ, ଶ୍ରେଣୀଗୃହ ଅଭାବ

ନୂଆପଡ଼ା/କୋମନା,୨୪ା୧୨ (ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ସିଆଲଲଟି ପଞ୍ଚାୟତ ହଲୁଆପାଲି ପ୍ରାଥମିକ ବିଦ୍ୟାଳୟ ସମ୍ପ୍ରତି ବିଭିନ୍ନ ସମସ୍ୟା ମଧ୍ୟରେ ଗତିକରୁଛି।...

ଟ୍ୟୁଶନ ହେବେ ରାଜସ୍ବ ବାବୁ: ଯୋଜନାର କାର୍ଯ୍ୟକାରିତା ଉପରେ ସରକାରଙ୍କ ଫୋକସ୍‌

ଭୁବନେଶ୍ୱର,୨୪।୧୨(ରବିନାରାୟଣ ଜେନା): ରାଜ୍ୟ ସରକାରଙ୍କ ପକ୍ଷରୁ ଗତ ୧୮ ମାସ ମଧ୍ୟରେ ରାଜସ୍ବସେବାକୁ ଲୋକଙ୍କ ନିକଟତର କରିବା ପାଇଁ ଭୂ-ବନ୍ଦୋବସ୍ତ ଆଇନଠାରୁ ଆରମ୍ଭକରି ଜମି ପଞ୍ଜୀକରଣ...

ମାସେ ପରେ ବି ତୁଟିନି ଧାନ କିଣାବିକା ସମସ୍ୟା: ପୋଲିସ-ଚାଷୀ ଧସ୍ତାଧସ୍ତି

ବରଗଡ଼,୨୪।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ଏକମାସରୁ ଊଦ୍ଧର୍‌ବ ବିତିଗଲାଣି। ଏହାସତ୍ତ୍ୱେ ଧାନ କିଣାବିକା ନେଇ ନାନା ସମସ୍ୟା ଅସମାହିତ ରହିଛି। ଧାନ...

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri