Posted inଖେଳ

ଦିନିକିଆ ବିଶ୍ୱକପ୍‌ରେ ସର୍ବାଧିକ ଶତକ ହାସଲ କରିଛନ୍ତି ଭାରତୀୟ ବ୍ୟାଟ୍ସମ୍ୟାନ୍‌

ନୂଆଦିଲ୍ଲୀ,୩୦।୯: ଭାରତରେ ଖେଳାଯିବାକୁ ଥିବା ଦିନିକିଆ ବିଶ୍ୱକପ୍‌ ଅକ୍ଟୋବର ୫ରୁ ଆରମ୍ଭ ହେବ। ବିଶ୍ୱକପ୍‌ ପୂର୍ବରୁ ଭାରତୀୟ ଦଳ ଦିନିକିଆରେ ବହୁତ ଭଲ ଫର୍ମରେ ଦେଖାଦେଇଛି। ବିଶ୍ୱକପ୍‌ରେ ଭାରତରୁ ମଧ୍ୟ ଏହିପରି ଭଲ ପ୍ରଦର୍ଶନ ଆଶା କରାଯାଉଛି। ୨୦୧୯ରେ ଖେଳାଯାଇଥିବା ବିଶ୍ୱକପ୍‌ରେ ରୋହିତ ଶର୍ମା ପାଞ୍ଚ ଶତକ ସ୍କୋର କରିଥିଲେ, ଯାହାକି ଗୋଟିଏ ସିଜନରେ ସର୍ବାଧିକ ଥିଲା। କିନ୍ତୁ ଆପଣ ଜାଣନ୍ତି କି ଦିନିକିଆ ବିଶ୍ୱକପ୍‌ରେ ଭାରତୀୟ ବ୍ୟାଟ୍ସମ୍ୟାନ୍‌ମାନେ ଏ ପର୍ଯ୍ୟନ୍ତ ସର୍ବାଧିକ ଶତକ ହାସଲ କରିଛନ୍ତି।

ଦିନିକିଆ ବିଶ୍ୱକପ୍‌ରେ ଭାରତ ପକ୍ଷରୁ ୩୨ ଶତକ ହାସଲ କରାଯାଇଛି । ଯେତେବେଳେ କି ୫ଥର ବିଶ୍ୱ ଚାମ୍ପିୟନ ଅଷ୍ଟ୍ରେଲିଆ ୩୧ ଶତକ ସହିତ ଦ୍ୱିତୀୟ ସ୍ଥାନରେ ରହିଛଇ। ଶ୍ରୀଲଙ୍କା ୩୫ ଶତକ ହାସଲ ଏହି ତାଲିକାରେ ତୃତୀୟ ସ୍ଥାନରେ ଥିବା ବେଳେ ଡିଫେଣ୍ଡିଂ ଚାମ୍ପିୟନ ଇଂଲଣ୍ଡ ୧୮ ଶତକ ସହିତ ଚତୁର୍ଥ ସ୍ଥାନରେ ଏବଂ ନ୍ୟୁଜିଲ୍ୟାଣ୍ଡ ୧୭ ଶତକ ସହିତ ପଞ୍ଚମ ସ୍ଥାନରେ ରହିଛି।

ଏହି ତାଲିକାରେ ଷଷ୍ଠ ସ୍ଥାନରେ ରହିଛି ପାକିସ୍ତାନ କ୍ରିକେଟ ଦଳ। ପାକିସ୍ତାନୀ ବ୍ୟାଟ୍ସମ୍ୟାନ୍‌ମାନେ ବର୍ତ୍ତମାନ ପର୍ଯ୍ୟନ୍ତ ବିଶ୍ୱକପ୍‌ରେ ୧୬ ଶତକ ହାସଲ କରିଛନ୍ତି। ଏହା ପରେ ଦକ୍ଷିଣ ଆଫ୍ରିକା ୧୫ ଶତକ ସହିତ ସପ୍ତମ ସ୍ଥାନରେ, ବାଂଲାଦେଶ ୫ ଶତକ ସହିତ ଅଷ୍ଟମ ସ୍ଥାନରେ ଏବଂ ୪ ଶତକ ସହିତ ନେଦରଲ୍ୟାଣ୍ଡ ୯ମ ସ୍ଥାନରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ମିଶିଲେ ବିଜେଡି ନେତା କେଦାର ସ୍ୱାଇଁ

ଗଞ୍ଜାମ, ୨୬/୬ (ବିଦ୍ୟାଧର ସାହୁ): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ତମ ଜନ୍ମଦିନ ଅବସରରେ ଛତ୍ରପୁରରେ ଆୟୋଜିତ ମେଗା ରକ୍ତଦାନ ଶିବିରରେ ବିଜେଡି ନେତା ତଥା ପୂର୍ବତନ ସରପଞ୍ଚ…

ଚାଇନାର ୧୦୯ ମହଲା ବିଶିଷ୍ଟ ଅଟ୍ଟାଳିକା ‘CITIC  ଟାଓ୍ବାର’ ସହ ପିଟିହେଲା ବିମାନ, ସାମ୍ନାକୁ ଆସିଲା ଭୟଙ୍କର VIDEO

ବେଜିଂ,୨୬।୬: ଚାଇନାର ରାଜଧାନୀ ବେଜିଂରେ ଶୁକ୍ରବାର ଏକ ବଡ଼ ଧରଣର ଦୁର୍ଘଟଣା ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ବେଜିଂର ସବୁଠାରୁ ଉଚ୍ଚ ସ୍କାଈସ୍କ୍ରେପର (ଗଗନଚୁମ୍ବୀ ଅଟ୍ଟାଳିକା) ଅଟ୍ଟାଳିକା…

ମା ‘ ରତ୍ନେଶ୍ୱରୀ ମନ୍ଦିର ପରିସରରୁ  ଶିଶୁପୁତ୍ର ଉଦ୍ଧାର

​ଦିଗପହଣ୍ଡି,୨୬|୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ଗ୍ରାମ ନିକଟରେ ଥିବା ମା’ ରତ୍ନେଶ୍ୱରୀ ମନ୍ଦିର ପରିସରର ପରିତ୍ୟକ୍ତ ଜମିରୁ  ଶୁକ୍ରବାର ସନ୍ଧ୍ୟାରେ ଏକ…

ଯୋଜନା ଅପହଞ୍ଚ, ସମସ୍ୟା ଘେରରେ ଟୁମୋନିଖୋଲ: ସ୍ୱାଧୀନତାର ଦୀର୍ଘ ବର୍ଷ ପରେ ବି ମୌଳିକ ସୁବିଧାରୁ ବଞ୍ଚିତ ଆଦିବାସୀ ଗାଁ

ଥୁଆମୂଳ ରାମପୁର,୨୬/୦୬ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ବିରିକୋଟ ଗ୍ରାମପଞ୍ଚାୟତର ଆଦିବାସୀ ବହୁଳ ତୁମୋନିଖୋଲ ଗ୍ରାମରେ ସରକାରୀ ଯୋଜନା ସମ୍ପୂର୍ଣ୍ଣ ପ୍ରହସନ ପାଲଟିଛି।…

ପରିବାରର ବିରୋଧ ସତ୍ତ୍ୱେ ପ୍ରେମୀ ଯୁଗଳଙ୍କ ହେଲା ବିବାହ; ନିରାଶ ହୋଇ ଫେରିଲେ ଝିଅ ଘର ଲୋକ

ହାଟଡିହୀ, ୨୬/୬ (ଶୁଭକାନ୍ତ ନାୟକ): ପରିବାର ଲୋକଙ୍କ ପ୍ରବଳ ବିରୋଧ ସତ୍ତ୍ୱେ ଜଣେ ପ୍ରେମୀ ଯୁଗଳ ନିଜ ଇଚ୍ଛାରେ ବିବାହ କରିଛନ୍ତି। ଝିଅକୁ ଫେରାଇ ନେବାକୁ ଆସିଥିବା…

ଟ୍ରକ ପଛରେ ପିକଅପ୍‌ର ଧକ୍କା; ଚାଲିଗଲା ଦୁଇ ଜୀବନ

ଛତ୍ରପୁର, ୨୪/୬ (ଦିଲ୍ଲୀପ ସାମଲ): ଜାତୀୟ ରାଜପଥ ପୁଣି  ରକ୍ତରଞ୍ଜିତ ହୋଇଛି। ଏକ ଭୟାବହ ସଡ଼କ ଦୁର୍ଘଟଣାରେ ଦୁଇ ଜଣଙ୍କ ଜୀବନ ଚାଲିଯାଇଛି। ଏହି ଦୁର୍ଘଟଣା ଗଞ୍ଜାମ…

ଗଞ୍ଜେଇ ଚାଲାଣ ବେଳେ ମାଡି ବସିଲା ଅବକାରୀ ବିଭାଗ: ଦୁଇ ଶିକ୍ଷକ ସମେତ ଜଣେ ଗିରଫ

ଭବାନୀପାଟଣା,୨୬।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ଦୁଇ ଜଣ ଶିକ୍ଷକ ସମେତ ଜଣେ ଯୁବକ ଗଞ୍ଜେଇ ଚାଲାଣ କରୁଥିବା ବେଳେ ଶୁକ୍ରବାର ବଲାଙ୍ଗୀର ଜିଲା…

ବିଧାୟକଙ୍କ ବିରୋଧରେ ଅଭିଯୋଗକୁ ଭାଜପାର ଖଣ୍ଡନ: ଭାବମୂର୍ତ୍ତିକୁ ମଳିନ କରିବାକୁ ନ୍ୟସ୍ତସ୍ବାର୍ଥ ବ୍ୟକ୍ତିଙ୍କ…

ପୁରୁଷୋତ୍ତମପୁର,୨୬ା୬ (ସବିତା ମିଶ୍ର):କବିସର୍ଯ୍ୟନଗର ବିଧାୟକ ପ୍ରତାପଚନ୍ଦ୍ର ନାୟକଙ୍କ ବିକାଶମୂଳକ ଓ ଜନହିତକର କାର୍ଯ୍ୟକୁ ସହି ନ ପାରି ତାଙ୍କ ଭାବମୂର୍ତ୍ତିକୁ ମଳିନ କରିବାକୁ କିଛି ନ୍ୟସ୍ତସ୍ବାର୍ଥ ବ୍ୟକ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri