Posted inଖେଳ

ଫାଇନାଲ୍‌ରେ ଚାଲିଲାନି ଭାରତୀୟ ବ୍ୟାଟ୍ସମ୍ୟାନ୍‌ଙ୍କ ଯାଦୁ: ଅଷ୍ଟ୍ରେଲିଆକୁ ୨୪୧ ରନ୍‌ର ଟାର୍ଗେଟ୍‌

ଅହମ୍ମଦାବାଦ୍‌,୧୯।୧୧: ଦିନିକିଆ ବିଶ୍ୱକପ୍‌ ଫାଇନାଲ୍‌ରେ ଅଷ୍ଟ୍ରେଲିଆକୁ ୨୪୧ ରନ୍‌ର ଟାର୍ଗେଟ୍‌ ଦେଇଛି ଭାରତ। ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ଭାରତ ୫୦ ଓଭରରେ ୨୪୦ ରନ୍‌ରେ ଅଲଆଉଟ୍‌ ହୋଇଛି। ଭାରତ ପକ୍ଷରୁ କେଏଲ୍‌ ରାହୁଲ ସର୍ବାଧିକ ୬୬ ରନ୍‌ କରିଥିଲେ। ବିରାଟ କୋହଲି ୫୪, ରୋହିତ ଶର୍ମା ୪୭, ସୂର୍ଯ୍ୟକୁମାର ଯାଦବ ୧୮ ରନ୍‌ କରିଥିଲେ। ଅଷ୍ଟ୍ରେଲିଆ ପକ୍ଷରୁ ମିଚେଲ ଷ୍ଟାର୍କ ୩ଟି ଉଇକେଟ୍‌ ନେଇଥିବାବେଳେ ହେଜେଲଉଡ ଏବଂ ପାଟ କମିନ୍ସ ୨ଟି ଲେଖାଏ ଉଇକେଟ୍‌ ନେଇଥିଲେ।
ଭାରତ ପ୍ରଥମ ୧୦ ଓଭରରେ ଧୂଆଁଧାର ୮୦ ରନ ସ୍କୋର ଥିବାବେଳେ ଆରମ୍ଭ କରିଥିଲା, କିନ୍ତୁ ରୋହିତ ଶର୍ମାଙ୍କ ଆଉଟ୍‌ ପରେ ରନ୍‌ର ଗତି ଧିମେଇ ଯାଇଥିଲା। ୧୧ ରୁ ୪୦ ଓଭର ମଧ୍ୟରେ ଭାରତୀୟ ବ୍ୟାଟ୍ସମ୍ୟାନ୍‌ମାନେ କେବଳ ଦୁଇଟି ଚୌକା ମାରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

U19 World Cup: ବିଶ୍ୱ ଚାମ୍ପିୟନ ହେଲା ଭାରତ, ତଥାପି ICCରୁ ପୁରସ୍କାରରେ ମିଳିବ ନାହିଁ ଗୋଟିଏ ଟଙ୍କା 

ହରାରେ,୬।୨: ଭାରତ ପୁଣି ଥରେ ୧୯ ବର୍ଷରୁ କମ୍‌ ବିଶ୍ୱକପରେ ଇତିହାସ ରଚିଲା। ଟିମ ଇଣ୍ଡିଆ ହରାରେ ସ୍ପୋଟର୍‌ସ କ୍ଲବ୍‌ରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ଫାଇନାଲରେ ବିଜୟୀ…

Under 19 World Cup 2026: ଷଷ୍ଠ ଥର ପାଇଁ ଭାରତ ଚାମ୍ପିୟନ, ୧୭୫ ରନ୍‌ର ଇନିଂସ ଖେଳି ଇଂଲଣ୍ଡର ଆଶାକୁ ଧୂଳିସାତ କଲେ…

ହରାରେ, ୬।୨: ବୈଭବ ସୂର୍ଯ୍ୟବଂଶୀଙ୍କ ରେକର୍ଡ ବ୍ରେକିଂ ଇନିଂସ ସହାୟତାରେ ଭାରତ ୬ଷ୍ଠ ଥର ପାଇଁ ୧୯ ବର୍ଷରୁ କମ୍‌ ଦିନିକିଆ କ୍ରିକେଟ ବିଶ୍ୱକପ ଚାମ୍ପିୟନ ହୋଇଛି।…

ହାତ ଯୋଡ଼ି ପ୍ରାର୍ଥନା କଲେ, ପରେ ୧୭ ମହଲାରୁ ଡେଇଁ ପଡ଼ିଲେ; ଚମକାଉଛି ବେକରୀ ମାଲିକଙ୍କ ମୃତ୍ୟୁ ପୂର୍ବର ଭିଡିଓ… 

ମୁମ୍ବାଇ,୬।୨: ମହାରାଷ୍ଟ୍ରର ସୋଲାପୁରରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି। ଏଠାର ପ୍ରସିଦ୍ଧ ମୁଲତାନି ବେକେରୀର ୬୦ ବର୍ଷୀୟ ମାଲିକ ସୁନୀଲ ସଦରଙ୍ଗାନୀ ବିଜୟପୁର ରୋଡରେ…

ଅଲିମ୍ପିଆନ ସୁଶୀଲଙ୍କ ଜାମିନ ଖାରଜ

ନୂଆଦିଲ୍ଲୀ,୬ା୨: ସ୍ଥାନୀୟ ଛତ୍ରସାଲ ଷ୍ଟାଡିୟମରେ ପୂର୍ବତନ ଜାତୀୟ ଜୁନିୟର କୁସ୍ତି ଚାମ୍ପିୟନ ସାଗର ଧନକରଙ୍କ ହତ୍ୟା ମାମଲାରେ ଗିରଫ ଅଲିମ୍ପିଆନ ସୁଶିଲ କୁମାରଙ୍କ ଜାମିନ ଆବେଦନକୁ ଦିଲ୍ଲୀର…

ଭାରତକୁ ବଡ଼ ଝଟ୍‌କା: ଟି୨୦ ବିଶ୍ୱକପ୍‌ରୁ ବାଦ୍‌ ପଡ଼ି ପାରନ୍ତି ହର୍ଷିତ ରାଣା

ମୁମ୍ବାଇ,୬ା୨: ଅଭ୍ୟାସ ମ୍ୟାଚରେ ଆଣ୍ଠୁରେ ଆଘାତ ଲାଗିଥିବାରୁ ଭାରତର ଯୁବ ସ୍ପିଡଷ୍ଟର ହର୍ଷିତ ରାଣା ଟି୨୦ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିପାରନ୍ତି। ହର୍ଷିତଙ୍କ ଉପରେ କିନ୍ତୁ ଦଳର ଫିଜିଓ…

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି କଂଗ୍ରେସ…

ଭଞ୍ଜନଗର,୬ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା କଂଗ୍ରେସ (ପଶ୍ଚିମ) ସଂଗଠନ ପକ୍ଷରୁ ଦେଶରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି ଶୁକ୍ରବାର ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରାଙ୍କୁ ଏକ…

ଶ୍ରଦ୍ଧା, ଅଶ୍ରୁ ଆଉ ସ୍ମୃତି: ଫଲଗୁ ନଦୀରେ ଅଜିତ ପାଓ୍ବାରଙ୍କୁ ଅନ୍ତିମ ବିଦାୟ

ମୁମ୍ବାଇ,୬।୨: ଗୟାର ପବିତ୍ର ଭୂମିରେ ଶୁକ୍ରବାର ମହାରାଷ୍ଟ୍ରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସ୍ବର୍ଗତ ଅଜିତ ପାୱାରଙ୍କ ସ୍ମୃତିରେ ଏକ ଗମ୍ଭୀର ଶୋକ ସଭା ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମର…

Valentine’s Week: ଗୋଲାପରୁ କାହିଁକି ଆରମ୍ଭ ହୁଏ ପ୍ରେମ, ଜାଣନ୍ତୁ…

ଫେବୃଆରୀ ୭ରୁ ୧୪ ପର୍ଯ୍ୟନ୍ତ ଯୁବବର୍ଗ ପାଳନ କରିବେ ଭାଲେଣ୍ଟାଇନ୍ସ ଉଇକ୍‌ ବା ପ୍ରେମ ସପ୍ତାହ। ଏହି ସପ୍ତାହର ପ୍ରଥମ ଦିନ ରୋଜ୍‌ ଡେ’ ବା ଗୋଲାପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri