ବିଶ୍ୱର ଦ୍ୱିତୀୟ ଧନୀ ବ୍ୟକ୍ତି ହେଲେ ଗୌତମ ଆଦାନୀ

ନୂଆଦିଲ୍ଲୀ,୧୬।୯: ଭାରତୀୟ ବ୍ୟବସାୟୀ ଗୌତମ ଆଦାନୀ ଦୁନିଆର ଦ୍ୱିତୀୟ ଧନୀ ବ୍ୟକ୍ତି ହୋଇଛନ୍ତି। ଫୋର୍ବସ ରିଅଲ ଟାଇମ ବିଲିୟନେୟାର ଇଣ୍ଡେକ୍ସରେ ଆଦାନୀ ବର୍ନାର୍ଡ ଆର୍ନାଲ୍ଟଙ୍କୁ ଅତିକ୍ରମ କରି ଏହି ପଦବୀ ହାସଲ କରିଛନ୍ତି। ତେବେ ସେ ବ୍ଲୁମବର୍ଗ ବିଲିୟନେୟାର ଇଣ୍ଡେକ୍ସରେ ତୃତୀୟ ସ୍ଥାନରେ ଅଛନ୍ତି। ଫୋର୍ବସ ରିଅଲ ଟାଇମ ବିଲିୟନେୟାର ତାଲିକା ଅନୁଯାୟୀ, ଆଦାନୀଙ୍କ ନିଟ ମୂଲ୍ୟ ୧୬ ସେପ୍ଟେମ୍ବର ୨୦୨୨ ସୁଦ୍ଧା ୧୫୫.୭ ବିଲିୟନ ଡଲାରରେ ପହଞ୍ଚିଛି। ସେହିପରି ଏକ ନମ୍ବର ସ୍ଥାନରେ ଥିବା ଏଲୋନ ମସ୍କଙ୍କ ନିଟ୍‌ ମୂଲ୍ୟ ୨୭୩.୫ ବିଲିୟନ ଡଲାର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକାଶ ପାଇଲା ଆଇସିଏସ୍‌ଇ ଦଶମ, ଦ୍ୱାଦଶ ପରୀକ୍ଷା ଫଳ

ନୂଆଦିଲ୍ଲୀ,୨୪ା୭: ଚଳିତ ବର୍ଷର ଆଇସିଏସ୍‌ଇ ଦଶମ ଓ ଦ୍ୱାଦଶ ପରୀକ୍ଷା ଫଳ ଶନିବାର ପ୍ରକାଶ ପାଇଛି। ପୂର୍ବ ଘୋଷଣା ଅନୁଯାୟୀ, ଅପରାହ୍ନ ୩ଟାରେ  ପରୀକ୍ଷା ଫଳ...

ଉହାନ ସହରରେ ଏବେବି ରହିଛିନ୍ତି ଆହୁରି ୮୦ ଭାରତୀୟ ଛାତ୍ର: ଜୟଶଙ୍କର

ନୂଆଦିଲ୍ଲୀ,୭।୨: କରୋନାଭାଇରସରେ ଚାଇନାର ଉହାନ ସହରରେ ସର୍ବାଧିକ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ବେଳେ ଏଠାରେ ଆକ୍ରାନ୍ତଙ୍କ ସଂଖ୍ୟା ମଧ୍ୟ ସର୍ବାଧିକ। ତେବେ ଚାଇନାରେ କରୋନାଭାଇରସର ଭୟାବହତାକୁ...

ଭାରତୀୟଙ୍କୁ ସତର୍କ କରାଇଲା ଦୂତାବାସ

ନୂଆଦିଲ୍ଲୀ, ୩।୨(ପି.ଟି.): ମ୍ୟାନ୍‌ମାରରେ ସାମରିକ ବିଦ୍ରୋହ ପରେ ସେଠାରେ ଥିବା ଭାରତୀୟମାନଙ୍କୁ ଦୂତାବାସ ପକ୍ଷରୁ ସତର୍କ କରିଦିଆଯାଇଛି। ଅତି ଜରୁରୀ ନ ଥିଲେ ବାହାରକୁ ନ...

କଟା ହେଲା ଗଛ: ଭଙ୍ଗା ବସା ପାଖରେ ୨ଦିନ ବସି ରହିଲା ମା’ ପକ୍ଷୀ; ଭିଡ଼ିଓ ଭାଇରାଲ

ମୁମ୍ବାଇ,୬।୧୦: ମହାରାଷ୍ଟ୍ର ମୁମ୍ବାଇର ଆରେ କଲୋନୀରେ ଗଛ କଟା ଜାରି ରହିଛି। ଏହାଦ୍ୱାରା ଘଛରେ ଥିବା ଶହେରୁ ଅଧିକ ପକ୍ଷୀ ବସା ଭାଙ୍ଗି ଯାଇଛି। ତେବେ...

ଭାଜପାରେ ମିଶିବେ ଅମରିନ୍ଦର ସିଂ

ଚଣ୍ଡିଗଡ଼,୨।୭: ପଞ୍ଜାବର ପୂର୍ବତନ ମୁଖ୍ୟମନ୍ତ୍ରୀ କ୍ୟାପ୍‌ଟେନ ଅମରିନ୍ଦର ସିଂ ଖୁବ୍‌ଶୀଘ୍ର ଭାଜପାରେ ଯୋଗଦେବେ। ୮ ମାସ ତଳେ ସେ କଂଗ୍ରେସ ଛାଡ଼ି ଗଢ଼ିଥିବା ପଞ୍ଜାବ ଲୋକ...

ବଡ଼ ଲୋକେ ଓ୍ବାର୍କ ଫ୍ରମ୍‌ ହୋମ୍‌ ବେଳେ ଛୋଟ ପିଲା ଯାଉଛନ୍ତି ସ୍କୁଲ…

ନୂଆଦିଲ୍ଲୀ,୨।୧୨: ଦିଲ୍ଲୀରେ ପ୍ରଦୂଷଣର ମାତ୍ରା ବଢୁଥିବା ମଧ୍ୟରେ ସ୍କୁଲ ଖୋଲିବା ନେଇ ସୁପ୍ରିମକୋର୍ଟ ପୁଣି ସରକାରଙ୍କୁ ତାଗିଦ୍‌ କରିଛନ୍ତି। ଶୁଣାଣି ସମୟରେ ସୁପ୍ରିମକୋର୍ଟ ଦିଲ୍ଲୀ ସରକାରଙ୍କୁ...

କଶ୍ମୀରରେ ହିଂସା ପାଇଁ ଷଡଯନ୍ତ୍ର ରଚୁଥିଲା ପାକିସ୍ତାନ: ସେନା

ଶ୍ରୀନଗର,୪।୯: ଭାରତୀୟ ସେନା ମଙ୍ଗଳବାର ଲସ୍କର-ଇ-ତୋଏବାର ୨ ଆତଙ୍କବାଦୀଙ୍କୁ ଗିରଫ କରିଛି। ଏନେଇ ଚିନାର ସେନାର କମାଣ୍ଡର ଲେଫ୍‌ଟନାଣ୍ଟ ଜେନେରାଲ କେଜେଏସ୍‌ ଧିଲୋନ ଓ ଜମ୍ମୁ-କଶ୍ମୀରର...

ଚର୍ଚ୍ଚ ଗଲେ ଅବା କ୍ରସ୍‌ ପିନ୍ଧଲେ ଏସ୍‌ସି ପ୍ରମାଣପତ୍ର ହେବନି ରଦ୍ଦ, ହାଇକୋର୍ଟଙ୍କ ରାୟ…

ଚେନ୍ନାଇ,୯।୧୦: ଚର୍ଚ୍ଚ ଗଲେ. କ୍ରସ୍‌ ପିନ୍ଧଲେ ଅନ୍ୟ କୌଣସି ଧାର୍ମିକ ପରମ୍ପରା ପାଳନ କଲେ ଏସ୍‌ସି ପ୍ରମାଣପତ୍ରକୁ ରଦ୍ଦ କରାଯାଇ ପାରିବ ନାହିଁ। ହାଇାକୋର୍ଟ ମୁଖ୍ୟ...

Advertisement
Archives

Model This Week