Posted inଖେଳ

ଭାରତୀୟ ବୋଲର ମାଂସ ଖାଉଥିବାରୁ ଭଲ ପ୍ରଦର୍ଶନ କରୁଛନ୍ତି: ଶାହିଦ ଆଫ୍ରିଦ

ଇସଲାମାବାଦ୍‌,୧୦।୧୦: ପାକିସ୍ତାନର ପୂର୍ବତନ ଅଧିନାୟକ ତଥା ଭେଟେରାନ ଅଲରାଉଣ୍ଡର ଶାହିଦ ଆଫ୍ରିଦି ନିଜର ବିବାଦୀୟ ମନ୍ତବ୍ୟ ପାଇଁ ଜଣାଶୁଣା। ଏଥର ସେ ଭାରତୀୟ ଖେଳାଳିଙ୍କ ଉପରେ ଏକ ବିବଦୀୟ ମନ୍ତବ୍ୟ ଦେଇଛନ୍ତି। ଭାରତୀୟ ବୋଲର ମାଂସ ଖାଉଥିବାରୁ ସେମାନେ ଭଲ ପ୍ରଦର୍ଶନ କରୁଛନ୍ତି।
ଆଫ୍ରିଦି କହିଛନ୍ତି, ଭାରତର ଜନସଂଖ୍ୟା ୧୪୦ କୋଟି ଏବଂ ଗତ କିଛି ବର୍ଷ ମଧ୍ୟରେ ଭାରତୀୟ କ୍ରିକେଟରେ ଅନେକ ପରିବର୍ତ୍ତନ ଘଟିଛି। ଏହା ଚମତ୍କାର ଅଟେ। ଏହାପୂର୍ବରୁ ଆମେ ପୂର୍ବରୁ କହୁଥିଲେ ଭଲ ବ୍ୟାଟ୍ସମ୍ୟାନ ସେଠାରୁ (ଭାରତ) ଏବଂ ଭଲ ବୋଲରମାନେ ପାକିସ୍ତାନରୁ ଆସନ୍ତି, କିନ୍ତୁ ତାହା ନୁହେଁ, କାରଣ ଆମର ଉଭୟ ବୋଲର ଏବଂ ବ୍ୟାଟ୍ସମ୍ୟାନ ଭଲ ଥିଲେ। କିନ୍ତୁ ବର୍ତ୍ତମାନ ସେମାନଙ୍କର ବୋଲରମାନେ ମାଂସ ଖାଇବା ଆରମ୍ଭ କରିଛନ୍ତି, ତେଣୁ ସେମାନଙ୍କର ଶକ୍ତି ବୃଦ୍ଧି ପାଇଛି। ସେମାନେ ଭଲ ପ୍ରଦର୍ଶନ କରୁଛନ୍ତି।
ଆଫ୍ରିଦିଙ୍କ ଏହି ବିବୃତ୍ତି ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଲୋକମାନେ ମଧ୍ୟ ଏହାକୁ ନେଇ ଅନେକ ଆଲୋଚନା କରୁଛନ୍ତି। ଭାରତ ଏବଂ ପାକିସ୍ତାନ ମଧ୍ୟରେ ହେବାକୁ ଥିବା ବିଶ୍ୱକପ ମ୍ୟାଚ ଅକ୍ଟୋବର ୧୪ରେ ଖେଳାଯିବ। ଏହାକୁ ନେଇ କେବଳ ଭାରତ ଏବଂ ପାକିସ୍ତାନର କ୍ରିକେଟ ପ୍ରଶଂସକ ନୁହେଁ, ସମଗ୍ର ବିଶ୍ୱ ଅପେକ୍ଷା କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏକ୍ସପାୟାରୀ ମେଡିସିନ ଖାଇ ଆଶାକର୍ମୀଙ୍କ ଝିଅଙ୍କ ମୃତ୍ୟୁ ଅଭିଯୋଗ, ANM ସେଣ୍ଟରରୁ ଯାଇ ଆଣିଥିଲେ ମେଡିସିନ

କେନ୍ଦୁଝର,୧୦।୬ (ନରେଶ ଚନ୍ଦ୍ର ପଟ୍ଟନାୟକ) : କେନ୍ଦୁଝର ଜିଲା ବାଂଶପାଳ ବ୍ଲକ ସିଂପୁର ପଞ୍ଚାୟତ ତଳବରଡ଼ା ଗ୍ରାମରେ ଏକ୍ସପାୟାରୀ ମେଡିସିନ ଖାଇ ଜଣେ ଆଶାକର୍ମୀଙ୍କ ଝିଅ ମୃତ…

ଗୁହାଳ ଭିତରକୁ ଟାଣିନେଇ ବିବାହିତା ମହିଳାଙ୍କୁ ବଳାତ୍କାର କଲେ ଯୁବକ, ତା’ପରେ…

ହିଞ୍ଜିଳିକାଟୁ, ୧୦।୬( ଦ୍ବିତୀକୃଷ୍ଣ ପଣ୍ଡା) : ହିଞ୍ଜିଳି ଥାନା ଅଞ୍ଚଳରେ ଜଣେ ଯୁବକ ଜଣେ ବିବାହିତା ମହିଳାଙ୍କୁ ଗାଈ ଗୁହାଳକୁ ଟାଣି ନେଇ ବଳତ୍କାର କରିଥିବା ନେଇ…

ହର୍ମୁଜରେ ଜାହାଜ ଚଳାଚଳ ବନ୍ଦ, ଇରାନ ଉପରେ ଜୋରଦାର ଆକ୍ରମଣ କଲା ଆମେରିକା

ତେହରାନ,୧୦।୬: ଓମାନ ଉପକୂଳରେ ଆମେରିକୀୟ ସେନାର ଏକ ଆପାଚି ହେଲିକପ୍ଟରକୁ ଖସାଇ ଦେବା ପରେ ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧ ଭଳି ପରିସ୍ଥିତି ସୃଷ୍ଟି ହୋଇଛି।…

ପ୍ରଧାନମନ୍ତ୍ରୀ ସୁରକ୍ଷିତ ମାତୃତ୍ୱ ଅଭିଯାନକୁ ୧୦ ବର୍ଷ ପୂର୍ତ୍ତି: ଗର୍ଭବତୀ ମହିଳାଙ୍କୁ ମାଗଣାରେ ଚିକିତ୍ସା

କେସିଙ୍ଗା,୧୦।୬( ତୁମେଶ୍ୱର ସାହୁ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦାରା ଗର୍ଭବତୀ ମହିଳା ଙ୍କନିରାପଦ ମାତୃତ୍ୱ ପ୍ରୋତ୍ସାହିତ ପାଇଁ ଗତ ୨୦୧୬ରେ ଆରମ୍ଭ କରାଯାଇଥିବା ପ୍ରଧାନମନ୍ତ୍ରୀ ସୁରକ୍ଷିତ ମାତୃତ୍ୱ…

ବୀରମହାରାଜପୁର ଅଞ୍ଚଳରେ ହାତୀ ଆତଙ୍କ, ଗାଁ ଭିତରେ ପଶିଲେ ହାତୀପଲ, ଭୟଭୀତ ଅବସ୍ଥାରେ ଲୋକେ

ବୀରମହାରାଜପୁର,୧୦।୬ (ଯୁଗଳ କିଶୋର ମିଶ୍ର): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ସହର ଉପକଣ୍ଠ ଦେଉଳ ମୁଣ୍ଡା ଗାଁ ଭିତରେ ହାତୀପଲ ପଶିଥିଲେ। ମିଳିଥିବା ସୂଚନା ଅନୁସାରେ ବୁଧବାର ସକାଳେ…

ରାସ୍ତା ନିର୍ମାଣ ଦାବି, ଏକାଠି ହେଲେ ୩ ଗ୍ରାମବାସୀ: ବିକାଶ ପାଇଁ ଉଠିଲା ସ୍ବର

ପଦ୍ମପୁର,୧୦ା୬(ପ୍ରଦୀପ୍ତ ଦାଶ):ପଦ୍ମପୁର ଉପଖଣ୍ଡ ବୁଡ଼ାମାଲ ଗ୍ରାମପଞ୍ଚାୟତ ଅନ୍ତର୍ଗତ ଭେଲୁଆଁପଦର ଗ୍ରାମର ୱାର୍ଡ ସଭ୍ୟ ସହଦେବ ସାହୁଙ୍କ ନେତୃତ୍ୱରେ ଆଜି ଭେଲୁଆଁପଦର ଗ୍ରାମରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା।…

ପ୍ରଥମ ୪ଟି ସିଲିଣ୍ଡର ଉପରେ ମିଳିବ ଏତିକି ଟଙ୍କା ସବସିଡି; ଜାଣନ୍ତୁ କ’ଣ ରହିଛି ନୂଆ ନିୟମ , କେଉଁ ସବୁ ଡକ୍ୟୁମେଣ୍ଟ ଜରୁରୀ?

ନୂଆଦିଲ୍ଲୀ, ୧୦।୬: କେନ୍ଦ୍ର ପେଟ୍ରୋଲିୟମ ଏବଂ ପ୍ରାକୃତିକ ଗ୍ୟାସ ମନ୍ତ୍ରଣାଳୟ ସୂଚିତ କରିଛି ଯେ ପ୍ରଧାନମନ୍ତ୍ରୀ ଉଜ୍ଜ୍ୱଳା ଯୋଜନା (PMUY) ଅଧୀନରେ ଉପଲବ୍ଧ ସବସିଡିଯୁକ୍ତ LPG ସିଲିଣ୍ଡର…

ଧାନରେ ମଣ୍ଡି ଭର୍ତ୍ତି, ମିଲରଙ୍କ ଦେଖାନାହିଁ: ଜିଲାପାଳଙ୍କୁ ଫେରାଦ ହେଲେ ଚାଷୀ

ବରଗଡ଼,୧୦।୬(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ରବିଧାନ ସଂଗ୍ରହ ପ୍ରକ୍ରିୟା ଚାଲିଛି। ଆଉମାତ୍ର ୨ଦିନ ପରେ ଏହି ପ୍ରକ୍ରିୟାକୁ ମାସେ ପୂରିବ। ହେଲେ ଏପର୍ଯ୍ୟନ୍ତ ଜିଲାରେ ଧାନ କିଣାବିକା ସ୍ବାଭାବିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri