Posted inଖେଳ

ୟୁଏସ୍‌ ଓପନ୍‌ରେ ଭାରତୀୟ ଅଭିଯାନ ଶେଷ

ନ୍ୟୁୟର୍କ,୮।୯ (ପି.ଟି.): ଚଳିତ ୟୁଏସ୍‌ ଓପନ୍‌ରୁ ଭାରତୀୟ ତାରକା ରୋହନ ବୋପାନ୍ନା ଓ ତାଙ୍କ କାନାଡ଼ା ପାର୍ଟନର ଡେନିସ୍‌ ଶାପୋଭାଲୋଭ ବିଦାୟ ନେଇଛନ୍ତି। ଏହି ଯୋଡି କ୍ୱାର୍ଟର ଫାଇନାଲ ମ୍ୟାଚ୍‌ରେ ପରାସ୍ତ ହୋଇଛନ୍ତି। ଏଥି ସହିତ ୟୁଏସ୍‌ ଓପନ୍‌ରୁ ଭାରତୀୟ ଅଭିଯାନ ଶେଷ ହୋଇଛି। ବୋପାନ୍ନା ଓ ସାପୋଭାଲୋଭ ୫-୭, ୫-୭ ସେଟ୍‌ରେ ନେଦରଲାଣ୍ଡ୍ସର ଜିନ୍‌- ଜୁଲିଏନ୍‌ ରୋଜର ଓ ରୋମାନିଆର ହାରିଆ ଟେକାଓଙ୍କଠାରୁ ଏକଘଣ୍ଟା ୨୬ ମିନିଟ୍‌ରେ ପରାସ୍ତ ହୋଇ ବିଦାୟ ନେଇଛନ୍ତି। ୨୦୧୮ ପରଠାରୁ ବୋପାନ୍ନାଙ୍କ ପାଇଁ କୌଣସି ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟରେ ଏହା ଶ୍ରେଷ୍ଠ ପ୍ରଦର୍ଶନ ସାବ୍ୟସ୍ତ ହୋଇଛି। ସେ ୨୦୧୮ରେ ଉଭୟ ୟୁଏସ୍‌ ଓପନ ଓ ଫ୍ରେଞ୍ଚ୍‌ ଓପନ୍‌ର କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଥିଲେ। ପୂର୍ବରୁ ଅନ୍ୟତମ ଭାରତୀୟ ଖେଳାଳି ଡିଭିଜ ଶରନ ଓ ସୁମିତ ନାଗାଲ ମଧ୍ୟ ସେମାନଙ୍କ ବିଭାଗରେ ପରାସ୍ତ ହୋଇ ବିଦାୟ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ତ୍ରୀଙ୍କୁ ମାରିବାକୁ ସ୍ବାମୀ ରଚିଥିଲେ ଷଡଯନ୍ତ୍ର: ଘରେ ଲଗାଇଦେଲେ ନିଆଁ, ପରେ…

ଉଦଳା,୨୨।୧୨: ସ୍ତ୍ରୀଙ୍କୁ ମାରିବାକୁ ସ୍ବାମୀ ରଚିଥିଲେ ଷଡଯନ୍ତ୍ର । ପୋଡ଼ି ମାରିବାକୁ ସ୍ବାମୀ ଘରେ ନିଆଁ ଲଗାଇ ଦେଇଥିଲେ। ଏଭଳି ଅଭାବନୀୟ ଘଟଣା ଘଟିଛି ମୟୂରଭଞ୍ଜ...

ମଣ୍ଡିରେ ପଡ଼ିଛି ଧାନ: ଚାଲିଛି ନେତାଙ୍କ ଟଣା ଓଟରା

ଭୁବନେଶ୍ୱର,୨୨।୧୨: ମଣ୍ଡିରେ ଚାଷୀଙ୍କ ଧାନ କିଣା ସମସ୍ୟା ନେଇ ପ୍ରତିକ୍ରିୟା ରଖିଲା ବିଜେଡି। ସମବାୟ ମନ୍ତ୍ରୀଙ୍କୁ ବିଜେଡି ବରିଷ୍ଠ ଉପ ସଭାପତି ସଞ୍ଜୟ ଦାସବର୍ମା ଟାର୍ଗେଟ...

ଆଜି ଜାତୀୟ ଗଣିତ ଦିବସ: ଅଧିକ ଗବେଷଣା ପ୍ରତି ଆଗ୍ରହ ଆବଶ୍ୟକ

ଗଣିତର ବିକାଶ ବିନା କୌଣସି ସଭ୍ୟତାର ବିକାଶ ସମ୍ଭବ ନୁହେଁ। ଆଜକୁ ୪୦୦୦ ବର୍ଷ ପୂର୍ବେ ଭାରତର ଉତ୍ତର-ପଶ୍ଚିମାଞ୍ଚଳରେ ଗଢ଼ିଉଠିଥିବା ସିନ୍ଧୁ ସଭ୍ୟତାର ଭଗ୍ନାବଶେଷରୁ ସେମାନଙ୍କର...

ପୁଅ IPLରେ ଚୟନ ହେବା ପରେ ଖୁସି ହେଲେ ପପୁ, ଦହି-ପୋଡି କରି ଗାଁ ଲୋକଙ୍କୁ…

ନୂଆଦିଲ୍ଲୀ,୨୨।୧୨: ପୂର୍ଣ୍ଣିଆର ସ୍ୱାଧୀନ ସାଂସଦ ପପ୍ପୁ ଯାଦବ ତାଙ୍କ ପୁଅ ସାର୍ଥକ ରଞ୍ଜନଙ୍କ IPL ଦଳରେ ଚୟନ ହେବା ପରେ ଖୁସି ହୋଇ ଭୋଜି ଦେଇଥିଲେ...

ଚିଟ୍‌ଫଣ୍ଡ ଜମାକାରୀଙ୍କ ପାଇଁ ବଡ଼ ଖବର: ମନମୋହନ କହିଲେ…

ଭୁବନେଶ୍ୱର,୨୨।୧୨: ଚିଟ୍‌ଫଣ୍ଡ ଜମାକାରୀଙ୍କ ପାଇଁ ଆସିଲା ବଡ଼ ଖବର। କ୍ଷୁଦ୍ର ଚିଟ୍‌ଫଣ୍ଡ ଜମାକାରୀଙ୍କୁ ଟଙ୍କା ଫେରସ୍ତ ନେଇ ଅର୍ଥ ବିଭାଗର ବିଜ୍ଞପ୍ତି ପ୍ରସଙ୍ଗରେ ଭାଜପା ଜିଲା...

ଦାରିଙ୍ଗବାଡିରେ ନୂଆ ଇନ୍ସପେକ୍ଟର: ଅଞ୍ଚଳରେ ପୂର୍ବରୁ ରହିଛି ଅଭିଜ୍ଞତା

ଦାରିଙ୍ଗବାଡି,୨୨।୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନାରେ ନୂତନ ଇନ୍ସପେକ୍ଟର ଭାବେ ସଂଗ୍ରାମ କେଶରୀ ଜେନା ଯୋଗଦାନ କରିଛନ୍ତି। ସେ ଏବେ ଅତିରିକ୍ତ ଥାନା ଅଧିକାରୀ...

ମୁଁ ସମ୍ପୂର୍ଣ୍ଣ ଭାଙ୍ଗିପଡ଼ିଥିଲି…ଅବସର କଥା କହି ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କଲେ ରୋହିତ ଶର୍ମା

ନୂଆଦିଲ୍ଲୀ,୨୨।୧୨: ଭାରତୀୟ କ୍ରିକେଟର ସବୁଠାରୁ ସଫଳ ଅଧିନାୟକଙ୍କ ମଧ୍ୟରୁ ଜଣେ ରୋହିତ ଶର୍ମା ତାଙ୍କ କ୍ୟାରିୟର ବିଷୟରେ ଏକ ଖୁଲାସା କରିଛନ୍ତି। ଏହା ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ...

ପୁଣି ଶ୍ରୀମନ୍ଦିର ଫଟୋ ଭାଇରାଲ୍‌: ଜଗନ୍ନାଥପ୍ରେମୀ ଅସନ୍ତୋଷ

ପୁରୀ,୨୨ା୧୨(ଅଜିତ୍‌ କୁମାର ମହାନ୍ତି): ପୁଣିଥରେ ଶ୍ରୀମନ୍ଦିର ଫଟୋ ଭାଇରାଲ୍‌ ହୋଇଛି। ଡ୍ରୋନ୍‌ ସହାୟତାରେ ଶ୍ରୀମନ୍ଦିରର ଫଟୋ ଭାଇରାଲ୍‌ ହୋଇଛି। ଫେସ୍‌ବୁକରେ ଏକ୍ସପ୍ଲୋର ଇଣ୍ଡିଆ ନାମକ ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri