Posted inଖେଳ

ୟୁଏସ୍‌ ଓପନ୍‌ରେ ଭାରତୀୟ ଅଭିଯାନ ଶେଷ

ନ୍ୟୁୟର୍କ,୮।୯ (ପି.ଟି.): ଚଳିତ ୟୁଏସ୍‌ ଓପନ୍‌ରୁ ଭାରତୀୟ ତାରକା ରୋହନ ବୋପାନ୍ନା ଓ ତାଙ୍କ କାନାଡ଼ା ପାର୍ଟନର ଡେନିସ୍‌ ଶାପୋଭାଲୋଭ ବିଦାୟ ନେଇଛନ୍ତି। ଏହି ଯୋଡି କ୍ୱାର୍ଟର ଫାଇନାଲ ମ୍ୟାଚ୍‌ରେ ପରାସ୍ତ ହୋଇଛନ୍ତି। ଏଥି ସହିତ ୟୁଏସ୍‌ ଓପନ୍‌ରୁ ଭାରତୀୟ ଅଭିଯାନ ଶେଷ ହୋଇଛି। ବୋପାନ୍ନା ଓ ସାପୋଭାଲୋଭ ୫-୭, ୫-୭ ସେଟ୍‌ରେ ନେଦରଲାଣ୍ଡ୍ସର ଜିନ୍‌- ଜୁଲିଏନ୍‌ ରୋଜର ଓ ରୋମାନିଆର ହାରିଆ ଟେକାଓଙ୍କଠାରୁ ଏକଘଣ୍ଟା ୨୬ ମିନିଟ୍‌ରେ ପରାସ୍ତ ହୋଇ ବିଦାୟ ନେଇଛନ୍ତି। ୨୦୧୮ ପରଠାରୁ ବୋପାନ୍ନାଙ୍କ ପାଇଁ କୌଣସି ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟରେ ଏହା ଶ୍ରେଷ୍ଠ ପ୍ରଦର୍ଶନ ସାବ୍ୟସ୍ତ ହୋଇଛି। ସେ ୨୦୧୮ରେ ଉଭୟ ୟୁଏସ୍‌ ଓପନ ଓ ଫ୍ରେଞ୍ଚ୍‌ ଓପନ୍‌ର କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଥିଲେ। ପୂର୍ବରୁ ଅନ୍ୟତମ ଭାରତୀୟ ଖେଳାଳି ଡିଭିଜ ଶରନ ଓ ସୁମିତ ନାଗାଲ ମଧ୍ୟ ସେମାନଙ୍କ ବିଭାଗରେ ପରାସ୍ତ ହୋଇ ବିଦାୟ ନେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୌଳିକ ସୁବିଧା ଅପହଞ୍ଚ ଗାଁ କମାରଖୋଲ: କୂଅ-ଝରଣା ପାଣି ଉପରେ ନିର୍ଭର

ନୂଆପଡ଼ା,୨୫ା୮ (ମକାରୁ ବେମାଲ):ସ୍ବାଧୀନତାର ଦୀର୍ଘବର୍ଷ ପରେ ମଧ୍ୟ ନୂଆପଡ଼ା ଜିଲା ବୋଡେନ ବ୍ଲକ ଖଇରା ପଞ୍ଚାୟତ କମାରଖୋଲ ଗଁାରେ ମୌଳିକ ସୁବିଧା ଅପହଞ୍ଚ ହୋଇରହିଛି। ଗଁାରେ ୨୦…

ପଶ୍ଚିମବଙ୍ଗ ରାଜନୀତିରେ ହଇଚଇ: ମମତାଙ୍କୁ ଧମକ ଦେଲେ ମୁଖ୍ୟମନ୍ତ୍ରୀ! ଘରୁ ବାହାରିବାକୁ….

କୋଲକାତା,୨୫ା୮: ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଶୁଭେନ୍ଦୁ ଅଧିକାରୀଙ୍କୁ ଟାର୍ଗେଟ କରିଛନ୍ତି । ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ରେ ଏକ ଭିଡିଓ ସେୟାର କରି ଶୁଭେନ୍ଦୁ…

ଗରିମା କନକ୍ଲେଭ୍‌, ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ

ଛତ୍ରପୁର,୨୫।୮( ଦିଲ୍ଲୀପ ସାମଲ): ଓଡ଼ିଶା ସରକାରଙ୍କ ‘ଗରିମା ଯୋଜନା’ର ସଫଳ ରୂପାୟନ ପାଇଁ ଛତ୍ରପୁର ପୌରପରିଷଦକୁ ରାଜ୍ୟସ୍ତରୀୟ ସମ୍ମାନ ପ୍ରଦାନ କରାଯାଇଛି । ଭୁବନେଶ୍ୱରସ୍ଥିତ ଲୋକସେବା ଭବନଠାରେ…

ଧାନ ବିକ୍ରି ପଞ୍ଜୀକରଣବେଳେ ଚାଷୀଙ୍କୁ ବିଭ୍ରାନ୍ତ କରିଥିବା ଅଭିଯୋଗ: ଜିଲାପାଳଙ୍କୁ ଫେରାଦ ହେଲେ ଚାଷୀ

ଲୋଇସିଂହା,୨୫।୮(ସୁଶାନ୍ତ ବାରିକ): ଖରିଫ ୨୦୨୬-୨୭ ଧାନ ବିକ୍ରି ପାଇଁ ପାକ୍ସଗୁଡ଼ିକରେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଚାଲିଥିବାବେଳେ ଆଗଲପୁର ବ୍ଲକ ମୁରୁଶୁଣ୍ଡି ପାକ୍ସରେ ଧାନ କିଣାବିକାକୁ ନେଇ ଏକ…

ଦୁର୍ଗମ ଅଞ୍ଚଳରେ ‘ଦମନ’ ଟିମ୍‌: କମୁଛି ମ୍ୟାଲେରିଆ ଜ୍ୱର ଭୟ

ଦାରିଙ୍ଗବାଡି, ୨୫।୮ (ଅରୁଣ ସାହୁ): ମ୍ୟାଲେରିଆ ମୁକ୍ତ ଲକ୍ଷ୍ୟରେ ଦୁର୍ଗମ ଅଞ୍ଚଳରେ ଅପରେଶନ ଦମନ କାର୍ଯ୍ୟକ୍ରମ ଜୋରଦାର କରାଯାଉଛି। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ…

ଜଳ ନିଷ୍କାସନ ଫେଲ୍‌, ବେହାଲ ବରଗଡ଼ ସହର

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ବର୍ଷାଜଳ ନିଷ୍କାସନ ବ୍ୟବସ୍ଥା ଫେଲ୍‌ ମାରିଛି। ସହରର ବିଭିନ୍ନ ସ୍ଥାନରେ ଏପର୍ଯ୍ୟନ୍ତ ଡ୍ରେନ୍‌(ନାଳ) ନିର୍ମାଣ ହୋଇପାରି ନାହିଁ। ସେହିପରି ଯେଉଁଠି ନାଳ ରହିଛି,…

ନାଗାବଳୀ ନଦୀରୁ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ଉଦ୍ଧାର, ନିଖୋଜର ୩ ଦିନ ପରେ ମିଳିଲା ପତ୍ତା

କଲ୍ୟାଣସିଂହପୁର,୨୫।୮(ଦୀପକ କୁମାର ପରିଡା ): ବିଦ୍ୟାଳୟରୁ ନିଖୋଜ ଥିବା ଜଣେ ଦଶମ ଶ୍ରେଣୀ ଛାତ୍ରଙ୍କ ମୃତଦେହ ନାଗାବଳୀ ନଦୀରୁ ଉଦ୍ଧାର ହୋଇଛି । ମୃତ ଛାତ୍ରଜଣକ କାଶୀପୁର…

ଆପରାଧିକ ମାନସିକତାରେ ପୋଲିସ ଅଧିକାରୀ: ଲୋକଙ୍କୁ ନ୍ୟାୟ ପରିବର୍ତ୍ତେ କରୁଛନ୍ତି ଶୋଷଣ

ଭୁବନେଶ୍ୱର,୨୫।୮(ତ୍ରିନାଥ ମହାନ୍ତି):ଖାକି ପୋଷାକରେ ଥାଇ ପୋଲିସ ଅଧିକାରୀ ଘଟାଉଛନ୍ତି ଅପରାଧ। କେଉଁଠି ସୁରକ୍ଷା ଆଳରେ ଶୋଷଣ ତ’ ଆଉ କେଉଁଠି ଲଭ୍‌ ସେକ୍ସ ଧୋକାର ସଙ୍ଗିନ ଅଭିଯୋଗ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri