Posted inଖେଳ

ଭାରତୀୟ ଅଧିନାୟକଙ୍କ ‘ସ୍ପେଶାଲ୍‌ ଫଟୋଶୁଟ୍‌’: ଭାଇରାଲ ହେଉଛି ଫଟୋ

ଡର୍ବାନ,୧୦।୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି-୨୦ ସିରିଜର ପ୍ରଥମ ମ୍ୟାଚ ଖେଳାଯିବ। ଡର୍ବାନର କିଙ୍ଗ୍ସମିଡ ଗ୍ରାଉଣ୍ଡରେ ଉଭୟ ଦଳ ମୁହାଁମୁହିଁ ହେବେ। ଏହି ମ୍ୟାଚ୍‌ ପୂର୍ବରୁ ସୋସିଆଲ ମିଡିଆରେ ଏକ ଫଟୋ ଭାଇରାଲ ହେବାରେ ଲାଗିଛି। ଭାଇରାଲ ଫଟୋରେ ଭାରତୀୟ ଦଳର ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କୁ ଦେଖିବାକୁ ମିଳିଛି।
ଭାରତ-ଦକ୍ଷିଣ ଆଫ୍ରିକା ଟି-୨୦ ସିରିଜ ପୂର୍ବରୁ ଭାରତୀୟ ଦଳର ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କୁ ଏକ ଫଟୋ ସେଶନରେ ଦେଖିବାକୁ ମିଳିଥିଲା। ଏହି ଫଟୋରେ ସୂର୍ଯ୍ୟକୁମାର ଯାଦବ ଏକ ରିକ୍ସା ଉପରେ ବସିଛନ୍ତି।  ସୂର୍ଯ୍ୟକୁମାରଙ୍କ ଫଟୋ ସୋସିଆଲ ମିଡିଆରେ ଭାଇରାଲ ହେଉଛି।
ଏହାପୂର୍ବରୁ ସୂର୍ଯ୍ୟକୁମାର ଯାଦବଙ୍କ ନେତୃତ୍ୱରେ ଭାରତୀୟ ଦଳ ୫ ମ୍ୟାଚ୍‌ ବିଶିଷ୍ଟ ଟି-୨୦ ସିରିଜରେ ଅଷ୍ଟ୍ରେଲିଆକୁ ୪-୧ରେ ପରାସ୍ତ କରିଛି। ଏଥି ସହିତ ବର୍ତ୍ତମାନ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକା ବିପକ୍ଷ ସିରିଜ ଜିତିବାକୁ ନଜର ରଖିଛି। ସୂଚନାଯୋଗ୍ୟ ଯେ, ଆଜି ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ୩ ଟି-୨୦ ମ୍ୟାଚ ସିରିଜର ପ୍ରଥମ ମ୍ୟାଚ ଡର୍ବାନରେ ଖେଳାଯିବ। ଏହା ପରେ ଦ୍ୱିତୀୟ ଟି-୨୦ ଡିସେମ୍ବର ୧୨ରେ ସେଣ୍ଟ ଜର୍ଜ ପାର୍କରେ ଖେଳାଯିବ। ଏହି ସିରିଜର ତୃତୀୟ ତଥା ଶେଷ ଟି-୨୦ ମ୍ୟାଚ ଡିସେମ୍ବର ୧୪ରେ ଜୋହାନ୍ସବର୍ଗରେ ଖେଳାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଶନିଙ୍କ ନଜରରେ ୬ ରାଶି! ୨୦୨୭ ପୂର୍ବରୁ ବଦଳିବ ଭାଗ୍ୟ, ଧନଲାଭ ଯୋଗକୁ ମିଳିବ ବଡ଼ ଚାକିରିର ସୁଯୋଗ

ଜ୍ୟୋତିଷ ଶାସ୍ତ୍ରରେ ଶନିଦେବଙ୍କ ଚଳନର ଏକ ବିଶେଷ ମହତ୍ତ୍ୱ ରହିଛି। ଶନି ସମସ୍ତ ଗ୍ରହଙ୍କ ମଧ୍ୟରେ ସବୁଠାରୁ ମନ୍ଥର ଗତିରେ ଚଳନ କରୁଥିବା ଗ୍ରହ ଏବଂ ସେ…

ସନ୍ଧ୍ୟା ହେଲେ ଗାଁରେ ପଶୁଛନ୍ତି, ନଷ୍ଟ କରୁଛନ୍ତି ଧାନ ଫସଲ: କଲ୍ୟାଣସିଂହପୁରରେ ୧୩ ଟିକିଆ ହାତୀପଲଙ୍କ ଉପଦ୍ରବ, ଭୟରେ…

କଲ୍ୟାଣସିଂହପୁର,୧୫।୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ୍ ଅନ୍ତର୍ଗତ ସିଙ୍ଗାରି ପଞ୍ଚାୟତରେ ପୁଣି ଥରେ ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି। ଏକ ୧୩ ଟିକିଆ ହାତୀପଲ…

ଏଣିକି ପେଟ୍ରୋଲ ଓ ବିଜୁଳି ବିଲ ପେମେଣ୍ଟ କଲେ ଲାଗିବ ୫ଟଙ୍କା ଏକ୍ସଟ୍ରା ଚାର୍ଜ; ସାଧାରଣ ଲୋକଙ୍କୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୫।୯: ବଢ଼ୁଥିବା ମହଙ୍ଗା ମାଡ଼ ମଧ୍ୟରେ ଏବେ UPI ପେମେଣ୍ଟ ଉପରେ ଦେବାକୁ ପଡ଼ିବ ଚାର୍ଜ। ଅର୍ଥାତ ଆପଣଙ୍କର UPI ଆଉ ମାଗଣା ରହିଲା ନାହିଁ। ଏହି…

UPI ପେମେଣ୍ଟ ଉପରେ ନୂଆ ଚାର୍ଜ: ୫୦୦୦ରେ ୨୦ ଓ ୧୦,୦୦୦ରେ କଟିବ ୪୦ ଟଙ୍କା, ଜାଣନ୍ତୁ…

ନୂଆଦିଲ୍‌ଲୀ,୧୫।୯: ଡିଜିଟାଲ କାରବାର ଉପରେ ଶୁଳ୍କ ଲାଗୁ ନେଇ ବିରୋଧ ମଧ୍ୟରେ ସରକାର UPI ଉପରେ ମର୍ଚାଣ୍ଟ ଡିସକାଉଣ୍ଟ ରେଟ (MDR)କୁ ନେଇ ଏକ ନୂଆ ନିଷ୍ପତ୍ତି…

ଯୌତୁକ ନିର୍ଯ୍ୟାତନା ପରେ ସ୍ତ୍ରୀ ବାପ ଘରେ, ଏବେ ଅନ୍ୟ ଯୁବତୀଙ୍କୁ ନେଇ ସ୍ୱାମୀ ଫେରାର, ଥାନାରେ…

ଦିଗପହଣ୍ଡି,୧୫।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅନ୍ତର୍ଗତ ସାନଖେମୁଣ୍ଡି ବ୍ଲକ୍ ଡେଙ୍ଗାଓସ୍ତା ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଅଧିକ ଯୌତୁକ ପାଇଁ…

ଆଇସିସି ମହିଳା ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ: ପ୍ରଥମ, ଦ୍ୱିତୀୟ ସ୍ଥାନରେ ଭାରତୀୟ ଖେଳାଳି, ଜାଣନ୍ତୁ…

ତାଲିକାରେ ଦୁବାଇ, ୧୫ା୯: ଭାରତ ସ୍ପିନର ଶ୍ରୀ ଚରଣୀ କ୍ୟାରିୟର ଶ୍ରେଷ୍ଠ ରେଟିଂ ପଏଣ୍ଟ ସହ ସଦ୍ୟ ପ୍ରକାଶିତ ଆଇସିସି ମହିଳା ଅନ୍ତର୍ଜାତୀୟ ଟି୨୦ ପ୍ଲେୟର ର଼୍ୟାଙ୍କିଙ୍ଗ…

ସେପ୍ଟେମ୍ୱର ୧୬ ସକାଳ ୯ଟାରେ ୫ ରାଶିଙ୍କ ଖୋଲିବ ଭାଗ୍ୟ; ପାଇବେ ପ୍ରଚୁର ଧନ, ଚାକିରିରେ ବଡ଼ ଅଫର୍‌

୧୬ ସେପ୍ଟେମ୍ୱର, ୨୦୨୬ ହେଉଛି ଭାଦ୍ରବ ମାସ ଶୁକ୍ଳ ପକ୍ଷର ପଞ୍ଚମୀ ତିଥି ଏବଂ ବୁଧବାର। ଏହା ସହିତ ଏହା ଦ୍ୱିତୀୟ ଚାତୁର୍ମାସ୍ୟର ୨୪ତମ ଦିନ। ଏହି…

ରାତି ଗୋଟାଏରେ ଭାଙ୍ଗିଥିଲେ ତାଲା, ବାଜିଲା ସାଇରନ୍! ୟୁନିୟନ ବ୍ୟାଙ୍କରୁ ବଡ଼ ଡକାୟତି ପଣ୍ଡ, ୭ ଡକାୟତ…

ବୈଶିଙ୍ଗା,୧୫।୯ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମାନଗୋବିନ୍ଦପୁରଠାରେ ଥିବା ୟୁନିୟନ ବ୍ୟାଙ୍କରୁ ଏକ ବଡ଼ ଡକାୟତି ଯୋଜନା ପଣ୍ଡ ହୋଇଯାଇଛି। ବ୍ୟାଙ୍କରେ ଲାଗିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?