Posted inଫୁରସତ

କେବଳ ସାଇମଣ୍ଡ୍‌ସ ନୁହନ୍ତି, ଦୁର୍ଘଟଣାରେ ପ୍ରାଣ ହରାଇଛନ୍ତି ଭାରତର ଏହି ପ୍ରସିଦ୍ଧ ବ୍ୟକ୍ତି

ସଡ଼କ ଦୁର୍ଘଟଣାରେ ଅଷ୍ଟ୍ରେଲୀୟ କ୍ରିକେଟର ଆଣ୍ଡ୍ରିୟୁ ସାଇମଣ୍ଡ୍‌ସଙ୍କ ମୃତ୍ୟୁ ହୋଇଛି। ଯାହାକି ଅତ୍ୟନ୍ତ ଦୁର୍ଭାଗ୍ୟଜନକ। କେବଳ ଆଣ୍ଡ୍ରିୟୁ ନୁହନ୍ତି, ଭାରତର ଅନେକ ପ୍ରସିଦ୍ଧ ବ୍ୟକ୍ତି ମଧ୍ୟ ଦୁର୍ଘଟଣାରେ ପ୍ରାଣ ହରାଇଛନ୍ତି।

ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ସାନପୁଅ ସଞ୍ଜୟ ଗାନ୍ଧୀ ବିମାନ ଦୁର୍ଘଟଣାରେ ପ୍ରାଣ ହରାଇଥିଲେ। ସେ ନିଜେ ବିମାନ ଚଳାଉଥିଲେ। କୁହାଯାଏ, ନିୟନ୍ତ୍ରଣ ହରାଇ ବିମାନଟି ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଜୁନ ୧୯୮୦ରେ ତାଙ୍କର ଦେହାନ୍ତ ହୋଇଥିଲା।

୨୦୨୧ ଡିସେମ୍ବରରେ ହେଲିକପ୍ଟର ଦୁର୍ଘଟଣାରେ ଭାରତର ପ୍ରତିରକ୍ଷା କର୍ମଚାରୀ ବିପିନ ରାଓ୍ବତଙ୍କର ପ୍ରାଣହାନି ଘଟିଥିଲା। ସେ ସୁଲୁରରୁ କୁନୁରକୁ ଯାଉଥିଲେ। ତାଙ୍କ ସ୍ତ୍ରୀଙ୍କ ସମେତ ୧୩ ଜଣ ଲୋକ ଯାଉଥିଲେ।

କଂଗ୍ରେସର ବରିଷ୍ଠ ନେତା ମାଧବ ରାଓ ସିନ୍ଧିଆ ୯ ଥର ଲୋକ ସଭା ଏମ୍‌ପି ଭାବରେ ନିର୍ବାଚିତ ହୋଇଥିଲେ। ୧୯୭୧ ପରଠାରୁ ସେ ଗୋଟିଏ ବି ନିର୍ବାଚନ ହାରି ନ ଥିଲେ। ୫୬ ବର୍ଷ ବସୟରେ ସେ ୨୦୦୧ରେ ମେନ୍‌ପୁରୀ ନିକଟରେ ଏକ ବିମାନ ଦୁର୍ଘଟଣାରେ ପ୍ରାଣ ହରାଇଥିଲେ।

୨୦୦୦ ମସିହାରେ ସଚିନ ପାଇଲଟଙ୍କ ପିତା ତଥା କଂଗ୍ରେସ ନେତା ରାଜେଶ ପାଇଲଟଙ୍କର ଏକ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଥିଲା। ଯେତେବେଳେ ସେ ରାଜସ୍ଥାନର ଡାଉସା ଠାରୁ ଜୟପୁର ଫେରୁଥିଲେ ସେତେବେଳେ ତାଙ୍କ ସହିତ ଏହି ଘଟଣା ଘଟିଥିଲା।

ସେହିପରି ଜ୍ଞାନୀ ଜୟଲ ସିଂ, ଅଭିନେତା ଯଶପାଲ ଭଟ୍ଟି, ଅମିତାଭ ବଚ୍ଚନଙ୍କ ସହ ‘ସୂର୍ଯ୍ୟବଂଶୀ’ରେ ନଜର ଆସିଥିବା ଅଭିନେତ୍ରୀ ସୌନ୍ଦର୍ଯ୍ୟାଙ୍କର ମଧ୍ୟ ଦୁର୍ଘଟଣାରେ ମୃତ୍ୟୁ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ଛାଡ଼ିବା ଖୁସିରେ ଢୋଲ ବଜାଇ ମାଲିକଙ୍କ ସାମ୍ନାରେ ନାଚିଲେ କର୍ମଚାରୀ, ଚକିତ କରୁଛି Video

ଚାକିରି ଛାଡ଼ିବା ବେଳେ ଦୁଃଖ ଲାଗେ। କାରଣ କମ୍ପାନୀ ଏବଂ ସାଙ୍ଗରେ କାମ କରୁଥିବା ସହକର୍ମୀଙ୍କ ସହ ଏକପ୍ରକାର ନିବିଡ଼ତା ହୋଇଯାଇଥାଏ। ହେଲେ ସୋସିଆଲ ମିଡିଆରେ...

Video: ‘ଜୟ ଶ୍ରୀରାମ’ ନାରା ଦେଇ ଚର୍ଚ୍ଚାରେ ପାକିସ୍ତାନର ପ୍ରଥମ ହିନ୍ଦୁ ବ୍ଲଗର୍‌, ଭାବବିହ୍ବଳ କରୁଛି…

ଆଜିକାଲି ସମୟରେ ବ୍ଲଗିଂ ଏକ ସାଧାରଣ କଥାରେ ପରିଣତ ହେଲାଣି। ଏଭଳି କରି ଭଲ ଦୁଇ ପଇସା ରୋଜଗାର ବି କରିହେଉଛି। ହେଲେ ଚ୍ୟାଲେଞ୍ଜିଂ ସମୟରେ...

ସୋସିଆଲ ମିଡିଆରେ ଛାତ୍ରୀଙ୍କ ପାଠପଢା କେତେ ସୁରକ୍ଷିତ? ମାନସିକ ସ୍ବାସ୍ଥ୍ୟ ଉପରେ ପଡୁଛି ପ୍ରଭାବ: ରିପୋର୍ଟ

ନୂଆଦିଲ୍ଲୀ, ୨୬।୪: ଗୁରୁବାର ‘ଟେକ୍ନୋଲୋଜି ଅନ ଟର୍ମ’ ଶୀର୍ଷକ ଏକ ରିପୋର୍ଟ ସାର୍ବଜନୀନ କରାଯାଇଛି। ଏହା ପ୍ରକାଶ କରିଛି ଯେ ଡିଜିଟାଲ ଟେକ୍ନୋଲୋଜିର ବ୍ୟବହାରରେ ଥିବା...

ସର୍ବପ୍ରଥମେ କେବେ ପିନ୍ଧାଯାଇଥିଲା ମଙ୍ଗଳସୁତ୍ର: ଭାରତ ଛାଡ଼ା ଏସବୁ ଦେଶରେ ଏହାକୁ ପିନ୍ଧାଯାଏ

ହିନ୍ଦୁ ଧର୍ମରେ ବିବାହ ପରେ ମହିଳାମାନେ ବେକରେ ମଙ୍ଗଳସୁତ୍ର ପିନ୍ଧିବା ପ୍ରଥା ରହିଛି। କିନ୍ତୁ ଆପଣ ଜାଣନ୍ତି କି ବିବାହ ପରେ ମହିଳାମାନେ ମଙ୍ଗଳସୁତ୍ର କାହିଁକି...

କୋର୍ଟରେ ସ୍ବାମୀଙ୍କୁ ଜୋତାରେ ପିଟିଲେ ସ୍ତ୍ରୀ: ଭାଇରାଲ ହେଉଛି ଭିଡିଓ

ପ୍ରାୟତଃ ସ୍ବାମୀ ଏବଂ ସ୍ତ୍ରୀଙ୍କ ମଧ୍ୟରେ ସମସ୍ୟା ଉପୁଜିବାର ଅନେକ କାରଣ ଥାଏ। ଏଥିରେ ତୃତୀୟ ପକ୍ଷର ହସ୍ତକ୍ଷେପ ଅତି ସାଧାରଣ ଅଟେ। ଏପରି ପରିସ୍ଥିତିରେ...

ଆଜି ବିଶ୍ୱ ମ୍ୟାଲେରିଆ ଦିବସ

ସଂକ୍ରାମକ, ଅଣସଂକ୍ରାମକ, ନୂଆ ଭାବେ ପରିପ୍ରକାଶ ପାଉଥିବା ଓ ଆଗଠୁ ଅତ୍ୟଧିକ ଥିବା ସହ କମିଯାଇ ପୁଣି ଅଧିକ ସଂଖ୍ୟାରେ ପରିଲକ୍ଷିତ ହେଉଥିବା ରୋଗ ମଧ୍ୟରୁ...

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

ଗାଁ ଦେଶର ମେରୁଦଣ୍ଡ

ଭାରତ ହେଉଛି ବିବିଧତାର ଦେଶ। ଯେତେବେଳେ ଦେଶର ସମଗ୍ର ବିକାଶ ବିଷୟରେ କଥା ଉଠେ, ସେତେବେଳେ ତୃଣମୂଳସ୍ତରରୁ ତାହା ଆରମ୍ଭ ହୋଇଥାଏ। କେବଳ କେନ୍ଦ୍ର ସରକାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri