ଆମେରିକା ଓ୍ବାରେଣ୍ଟରେ ଲଣ୍ଡନରୁ ଭାରତୀୟ ନାଗରିକ ଗିରଫ

ଲଣ୍ଡନ,୨୦ା୪: ଆମେରିକାର ପ୍ରତ୍ୟର୍ପଣ ଓ୍ବାରେଣ୍ଟରେ ବ୍ରିଟେନ ପୋଲିସ ଲଣ୍ଡନରୁ ଜଣେ ଭାରତୀୟ ନାଗରିକଙ୍କୁ ଗିରଫ କରିଛି। ଭାରତୀୟ ମୂଳ ସୁନ୍ଦର ନାଗରାଜନଙ୍କ ଉପରେ ଆତଙ୍କବାଦୀ ସଂଗଠନ ହିଜିବୁଲ୍‌କୁ ଅର୍ଥ ପ୍ରଦାନ କରୁଥିବା ଅଭିଯୋଗ ହୋଇଛି। ମଦୁରାଇରେ ଜନ୍ମିତ ନାଗରାଜନ(୬୫) ଆସନ୍ତା ସପ୍ତାହରେ ଲଣ୍ଡନର ଓ୍ବେଷ୍ଟମିନିଷ୍ଟର ମାଜିଷ୍ଟ୍ରେଟ କୋର୍ଟରେ ହାଜର ହେବେ।

ଆମେରିକାର କର୍ତ୍ତୃପକ୍ଷ ଜାଲିଆତି ଏବଂ ଟଙ୍କା ହେରଫେର ଅଭିଯୋଗରେ ନାଗରାଜନ ସମ୍ମୁଖୀନ ହୋଇଛନ୍ତି। ନାଗରାଜନଙ୍କ ଗିରଫ ପରେ ବ୍ରିଟେନ ପୋଲିସ ଓ୍ବେଲ୍ସରେ (୫୦) ବର୍ଷୀୟ ନାଜିମ ଅହମ୍ମଦ ନାମକ ଅନ୍ୟ ଜଣେ ବ୍ୟକ୍ତିଙ୍କୁ ଗିରଫ କରିଥିଲା। ନାଜିମ ଅହମ୍ମଦ ମଧ୍ୟ ହିଜିବୁଲ୍‌କୁ ଅର୍ଥ ପ୍ରଦାନ କରୁଥିବା ଅଭିଯୋଗ ହୋଇଛି। ଅଧିକାରୀ କହିଛନ୍ତି, ଏନ୍‌ଟିଏଫ୍‌ଆଇୟୁ (ନ୍ୟାଶନାଲ ଟେରରିଷ୍ଟ ଫାଇନାନ୍ସ ଇନଭେଷ୍ଟିଗେସନ ୟୁନିଟ୍‌) ଦ୍ୱାରା ଜାରି ଅନୁସନ୍ଧାନ ଏବଂ ଗିରଫଦାରୀ ଆତଙ୍କବାଦୀ ଆର୍ଥିକ ତଥା ଅର୍ଥ ହେରଫେର ସହ ଜଡ଼ିତ।  ନାଜିମ ଜଣେ ଧନୀ ବ୍ୟକ୍ତି। ଯିଏ କି ହୀରା ବ୍ୟବସାୟ କରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରିଜର୍ଭ ବ୍ୟାଙ୍କରେ ବମ୍ପର ନିଯୁକ୍ତି ସୁଯୋଗ, ଏହି ଦିନ ରହିଛି ଆବେଦନର ଶେଷ ତାରିଖ

ନୂଆଦିଲ୍ଲୀ,୮|୨: ଭାରତୀୟ ରିଜର୍ଭ ବ୍ୟାଙ୍କ ଆଇନ ଅଧିକାରୀ, ପରିଚାଳକ ଏବଂ ସହାୟକ ପରିଚାଳକ ସମେତ ଅନେକ ପଦବୀ ପାଇଁ ନିଯୁକ୍ତି ଘୋଷଣା କରିଛି। ଆଗ୍ରହୀ ଶିକ୍ଷାର୍ଥୀମାନେ ଫେବୃଆରୀ…

‘ଭାରତ-ମାଲେସିଆ ସହଭାଗୀତା ଐତିହାସିକ’, ଦ୍ୱିପାକ୍ଷିକ ଆଲୋଚନା ସମୟରେ କହିଲେ ପ୍ରଧାନମନ୍ତ୍ରୀ ମୋଦି

କୁଆଲାଲମ୍ପୁର,୮।୨: ରବିବାର ମାଲେସିଆର ପ୍ରଶାସନିକ ରାଜଧାନୀ ପୁତ୍ରଜାୟାରେ ଥିବା ପର୍ଦାନା ପୁତ୍ରଜାୟା ଭବନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଆନୁଷ୍ଠାନିକ ଭାବରେ ସ୍ବାଗତ କରାଯାଇଥିଲା ଏବଂ ଗାର୍ଡ ଅଫ…

ବଡ଼ ଧରଣର ଛଟେଇ ପରେ ଇସ୍ତଫା ଦେଲେ ୱାଶିଂଟନ ପୋଷ୍ଟର ସିଇଓ ୱିଲ ଲୁଇସ

ୱାଶିଂଟନ,୮।୨: ପ୍ରତିଷ୍ଠିତ ୱାଶିଂଟନ ପୋଷ୍ଟର ପ୍ରକାଶକ ଏବଂ ସିଇଓ ୱିଲ ଲୁଇସ ଇସ୍ତଫା ଦେଇଛନ୍ତି। ବହୁ ସଂଖ୍ୟାରେ କର୍ମଚାରୀ ଛଟେଇ ମଧ୍ୟରେ ଏହି ନିଷ୍ପତ୍ତି ଆସିଛି। ଲୁଇସ…

ଭାଲେଣ୍ଟାଇନ ସପ୍ତାହ, ୪ ରାଶିର ବ୍ୟକ୍ତିଙ୍କ ଜୀବନରେ ପ୍ରେମ…

ଭାଲେଣ୍ଟାଇନ୍ସ ସପ୍ତାହ ଫେବୃଆରୀ ୭ ତାରିଖରୁ ଆରମ୍ଭ ହୋଇଛି ଏବଂ ଫେବୃଆରୀ ୧୪ ତାରିଖ ପର୍ଯ୍ୟନ୍ତ ଚାଲିବ। ଭାଲେଣ୍ଟାଇନ୍ସ ସପ୍ତାହ ପ୍ରେମୀ, ବିବାହିତ ଦମ୍ପତି ଏବଂ ଅବିବାହିତମାନଙ୍କ…

‘ଭାରତ ହେଉଛି ବିଶ୍ୱାସର ସବୁଠାରୁ ଶକ୍ତିଶାଳୀ ମୁଦ୍ରା’, ପ୍ରଧାନମନ୍ତ୍ରୀ ମୋଦି

କୁଆଲାଲମ୍ପୁର,୮।୨: ଦୁଇ ଦିନିଆ ମାଲେସିଆ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାରତକୁ ବିକାଶ ପାଇଁ ଏକ ନିର୍ଭରଯୋଗ୍ୟ ଅଂଶୀଦାର ଭାବରେ ବର୍ଣ୍ଣନା କରିଛନ୍ତି। ସେ କହିଛନ୍ତି…

USA ବିପକ୍ଷରେ ବିଜୟ ପରେ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ବଡ଼ ଖୁଲାସା, ୱାଶିଂଟନ୍ ସୁନ୍ଦର…..

ଟିମ୍ ଇଣ୍ଡିଆ ICC ଟି୨୦ ବିଶ୍ୱକପରେ ବିଜୟ ସହିତ ଅଭିଯାନ ଆରମ୍ଭ କରିଛି। ଭାରତୀୟ ଦଳ ତା’ର ପ୍ରଥମ ମ୍ୟାଚରେ ଆମେରିକା ଦଳକୁ ପରାସ୍ତ କରିଥିଲା। ଟିମ୍ ଇଣ୍ଡିଆର…

ସରିଲା ଗୋଲାପ ଦିଆନିଆ, ଆଜି ପ୍ରପୋଜ୍‌

ଭୁବନେଶ୍ୱର,୮।୨(ସୌମ୍ୟରଞ୍ଜନ ରାଉତ): ଭାଲାଣ୍ଟାଇନ୍‌ ଡେ’ର ପ୍ରଥମ ପାହାଚ ରୋଜ୍‌ ଡେ’ ପାଇଁ ଶନିବାର ଚଳଚଞ୍ଚଳ ହୋଇଉଠିଥିଲା ରାଜଧାନୀ। ପରସ୍ପରକୁ ଗୋଲାପ ଦେଇ ଶୁଭେଚ୍ଛା ଜଣାଇଥିଲେ ପ୍ରେମୀଯୁଗଳ। ହଷ୍ଟେଲ୍‌ଗୁଡିକରେ…

Video: ଦର୍ଶକଙ୍କ ମନ ଚୋରି କଲେ ନୋରା, ବାନ୍ଧି ରଖିଲେ ବାଦଶାହା

ନୂଆଦିଲ୍ଲୀ,୮।୨: ଟି-୨୦ ବିଶ୍ୱକପ ୨୦୨୬ ଶନିବାର, ଫେବୃଆରୀ ୭ରେ ଆରମ୍ଭ ହୋଇଥିଲା। ଟୁର୍ଣ୍ଣାମେଣ୍ଟର ପ୍ରଥମ ଦିନରେ ତିନୋଟି ମ୍ୟାଚ ଖେଳାଯାଇଥିଲା, ଯେଉଁଥିରେ ଟିମ ଇଣ୍ଡିଆ ଏବଂ ଆମେରିକା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri