Posted inଜାତୀୟ

୧୭ ବର୍ଷ ବୟସରେ ଭୋଟ ପରିଚୟପତ୍ର ପାଇଁ କରିପାରିବେ ଆବେଦନ

ନୂଆଦିଲ୍ଲୀ,୨୮।୭: ୧୮ ବର୍ଷ ବୟସ ହେବା ପର୍ଯ୍ୟନ୍ତ ଭୋଟର ତାଲିକାରେ ନିଜ ନାଁ ପଞ୍ଜୀକରଣ କରିବାକୁ ଆଉ ଅପେକ୍ଷା କରିବାକୁ ପଡ଼ିବନାହିଁ। ଯାହାଙ୍କ ବୟସ ୧୭ ବର୍ଷ ହୋଇସାରିଛି, ସେମାନେ ଚାହିଁଲେ ଭୋଟର ପରିଚୟପତ୍ର ପାଇଁ ଆବେଦନ କରିପାରିବେ। ଭାରତୀୟ ନିର୍ବାଚନ କମିଶନ ଗୁରୁବାର ଏହି ଘୋଷଣା କରିଛନ୍ତି। ଏଥିପାଇଁ ସମସ୍ତ ବ୍ୟବସ୍ଥା କରିବାକୁ ରାଜ୍ୟର ମୁଖ୍ୟ ନିର୍ବାଚନ ଅଧିକାରୀଙ୍କୁ ଭାରତୀୟ ନିର୍ବାଚନ କମିଶନ ନିର୍ଦ୍ଦେଶ ଜାରି କରିଛନ୍ତି। ଏହି ନୂଆ ନିୟମ ଅନୁଯାୟୀ, ଏଣିକି ବର୍ଷକୁ ୪ ଥର ଭୋଟର ତାଲିକା ଅପ୍‌ଡେଟ ହୋଇପାରିବ। ଜାନୁୟାରୀ ପହିଲା, ଏପ୍ରିଲ ପହିଲା, ଜୁଲାଇ ପହିଲା ଏବଂ ଅକ୍ଟୋବର ପହିଲାରେ ଭୋଟର ପରିଚୟପତ୍ର ଅପ୍‌ଡେଟ କରିହେବ।


Enter your email to get our daily news in your inbox.

All Right Reserved By Dharitri.Com

୧୫ ବର୍ଷରେ ଡେବ୍ୟୁ କରି ଇତିହାସ ରଚିଲେ Vaibhav Suryavanshi, ଭାଙ୍ଗିଲେ ସଚିନଙ୍କ ରେକର୍ଡ

ମ୍ୟାଞ୍ଚେଷ୍ଟର,୪।୭: ଭାରତୀୟ କ୍ରିକେଟର ଯୁବ ସେନସେସନ ବୈଭବ ସୂର୍ଯ୍ୟବଂଶୀ ଶେଷରେ ଆନ୍ତର୍ଜାତୀୟ କ୍ରିକେଟ୍‌ରେ ଡେବ୍ୟୁ କରି ଏକ ନୂଆ ଇତିହାସ ସୃଷ୍ଟି କରିଛନ୍ତି। ଶନିବାର ଇଂଲଣ୍ଡ ବିପକ୍ଷ…

ଡାକ୍ତର ଆନ୍ଦୋଳନ ସ୍ଥଗିତ, ସୂଚନା ଦେଇ ସ୍ବାସ୍ଥ୍ୟମନ୍ତ୍ରୀ କହିଲେ ଆଜିଠୁ…

ଭୁବନେଶ୍ୱର,୪ା୭: ରାଜ୍ୟରେ ଚାଲିଥିବା ଡାକ୍ତରମାନଙ୍କ ଆନ୍ଦୋଳନକୁ ସ୍ଥଗିତ ରଖାଯାଇଛି। ଏନେଇ ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ। ଶନିବାରଠାରୁ ଡାକ୍ତରମାନେ କାର୍ଯ୍ୟରେ ଯୋଗ ଦେବେ ବୋଲି ମନ୍ତ୍ରୀ…

Parliament Monsoon Session: ଜୁଲାଇ ୨୦ରୁ ଅଗଷ୍ଟ ୧୩ ପର୍ଯ୍ୟନ୍ତ ଚାଲିବ ସଂସଦର ମୌସୁମୀ ଅଧିବେଶନ, ମିଳିଲା ରାଷ୍ଟ୍ରପତିଙ୍କ ଅନୁମୋଦନ

ନୂଆଦିଲ୍ଲୀ,୪।୭: ସଂସଦର ମୌସୁମୀ ଅଧିବେଶନ ଜୁଲାଇ ୨୦ରେ ଆରମ୍ଭ ହେବ। କେନ୍ଦ୍ର ମନ୍ତ୍ରୀ କିରେନ ରିଜିଜୁ X ରେ ଏକ ପୋଷ୍ଟରେ କହିଛନ୍ତି ଯେ, ଭାରତ ସରକାରଙ୍କ…

‘କକ୍ରୋଚ ଜନତା ପାର୍ଟି’ର ପ୍ରତିବାଦକୁ ସମର୍ଥନ କଲେ ମହୁଆ ମୋଇତ୍ରା

ନୂଆଦିଲ୍ଲୀ,୪।୭: ତୃଣମୂଳ କଂଗ୍ରେସ (ଟିଏମସି) ଏମପି ମହୁଆ ମୋଇତ୍ରା ଶୁକ୍ରବାର ଜନ୍ତରମନ୍ତରରେ ଚାଲିଥିବା ପ୍ରତିବାଦରେ ଯୋଗ ଦେଇ କର୍ମୀ ସୋନମ ୱାଙ୍ଗଚୁକଙ୍କ ସମର୍ଥନରେ ସ୍ବର ଉଠାଇଥିଲେ। ଶିକ୍ଷା…

ମହଙ୍ଗା ମାଡ଼ରୁ ରକ୍ଷା ନାହିଁ; ସାଇତି ରଖନ୍ତୁ ଟମାଟୋ, ପୁଣି ବଢ଼ିଲା ଦର…

ନୂଆଦିଲ୍ଲୀ,୪ା୭: ରୋଷେଇ ଘରେ ପ୍ରତିଦିନ ବ୍ୟବହାର ହେଉଥିବା ଟମାଟୋ ପୁଣି ଥରେ ଲୋକଙ୍କ ବଜେଟ୍ ଉପରେ ପ୍ରଭାବ ପକାଇବା ଆରମ୍ଭ କଲାଣି। ଦେଶର ଅନେକ ରାଜ୍ୟରେ ଏହାର…

ମମତା ବାନାର୍ଜୀଙ୍କୁ ଆଉ ଏକ ବଡ଼ ଝଟକା: ସମସ୍ତ ପଦବୀରୁ ଇସ୍ତଫା ଦେଲେ ଚନ୍ଦ୍ରିମା ଭଟ୍ଟାଚାର୍ଯ୍ୟ

କୋଲକାତା,୪।୭: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ଏବଂ ତୃଣମୂଳ କଂଗ୍ରେସ (ଟିଏମସି) ମୁଖ୍ୟ ମମତା ବାନାର୍ଜୀଙ୍କୁ ଏକ ବଡ଼ ରାଜନୈତିକ ଝଟକା ଲାଗିଛି। ବାନାର୍ଜୀଙ୍କ ଘନିଷ୍ଠ ସହଯୋଗୀ ଏବଂ ବଙ୍ଗ…

୨୦୦-୫୦୦ ଟଙ୍କିଆ ନୋଟ୍‌କୁ ନେଇ RBIର ବଡ଼ ଆଲର୍ଟ; ଆସିଲା ବଡ଼ ଖବର

ନୂଆଦିଲ୍ଲୀ,୪।୭: ବଜାରରୁ କିଣାକିଣି କରିବା ପରେ ମିଳୁଥିବା ଖୁଚୁରା ପଇସାର ଯାଞ୍ଚ ଆମେ ପ୍ରାୟତଃ ତରତରରେ କରିନଥାଉ। କିନ୍ତୁ ଜାଲ ନୋଟର ବଢୁଥିବା ଚଳନ ମଧ୍ୟରେ ଆପଣଙ୍କର…

ଟେଲିଗ୍ରାମକୁ ନେଇ ସରକାର କଠୋର; ଫିଲ୍ମ ସହ OTT ବିଷୟବସ୍ତୁର ପାଇରେସି ରୋକିବା ପାଇଁ ପଠାଇଲେ ନୋଟିସ

ନୂଆଦିଲ୍ଲୀ,୪।୭: କେନ୍ଦ୍ର ସରକାର ଫିଲ୍ମ ଏବଂ OTT ପ୍ଲାଟଫର୍ମରୁ ବଢୁଥିବା ଅନଲାଇନ ପାଇରେସି ସମ୍ପର୍କରେ ମେସେଜିଂ ପ୍ଲାଟଫର୍ମ ଟେଲିଗ୍ରାମ ବିରୁଦ୍ଧରେ କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ରିପୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri