ବିଦେଶରେ ଟିକା ନେଇଥିବା ଭାରତୀୟ ନାଗରିକ ଓଡ଼ିଶାରେ ନେଇପାରିବେ ଦ୍ୱିତୀୟ ଡୋଜ୍‌

ଭୁବନେଶ୍ୱର, ୨୫।୭(ବ୍ୟୁରୋ): ଦେଶ ବାହାରେ କୋଭିଶିଲ୍ଡ କିମ୍ବା ଆଷ୍ଟ୍ରା ଜେନିକା କରୋନା ଟିକାର ପ୍ରଥମ ଡୋଜ୍‌ ନେଇଥିବା ଯେ କୌଣସି ଭାରତୀୟ ନାଗରିକ ଓଡ଼ିଶାରେ କୋଭିଶିଲ୍ଡର ଦ୍ୱିତୀୟ ଡୋଜ୍‌ ନେଇପାରିବେ। ଏ ନେଇ ଶନିବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ସମସ୍ତ ଜିଲାପାଳ, ମହାନଗର ନିଗମ କମିଶନର ଓ ଜିଲା ମୁଖ୍ୟ ଚିକିତ୍ସାଧିକାରୀଙ୍କୁ ଚିଠି ଲେଖି ଜଣାଇଛନ୍ତି। ପ୍ରଥମ ଡୋଜ୍‌ ଗ୍ରହଣ କରିବାର ୧୨-୧୬ ସପ୍ତାହ ମଧ୍ୟରେ ଉକ୍ତ ନାଗରିକଙ୍କୁ ଟିକା ଦେବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି। ସେ କହିଛନ୍ତି, ସମ୍ପୃକ୍ତ ବ୍ୟକ୍ତି ଓଡ଼ିଶାରେ ଟିକାକରଣର ଦ୍ୱିତୀୟ ଡୋଜ୍‌ ନେବା ପୂର୍ବରୁ କୋଓ୍ବିନ୍‌ ଆପ୍‌ରେ ପଞ୍ଜୀକରଣ କରିବେ ଓ ସେହି ଆପ୍‌ରେ ପ୍ରଥମ ଡୋଜ୍‌ର ବିବରଣୀ ତଥ୍ୟ ଦାଖଲ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

VIDEO: ଅଟୋ ଚଳାଇ, ଆଖୁ ପେଡ଼ି ପ୍ରଚାର କଲେ ବିଜେଡି ଏମ୍‌ପି ପ୍ରାର୍ଥୀ ମନ୍ମଥ

ଭୁବନେଶ୍ବର, ୨୬।୪: ବିଜେଡି ଟିକେଟ୍‌ରେ ଭୁବନେଶ୍ବର ଲୋକ ସଭା ଆସନରୁ ପ୍ରାର୍ଥୀ ହୋଇଥିବା ମନ୍ମଥ ରାଉତରାୟ ନିର୍ବାଚନ ପାଇଁ ଜେରଦାର ପ୍ରଚାର କରୁଛନ୍ତି। ଏହି ସମୟରେ...

ଜଙ୍ଗଲରେ ନିଆଁ ଲଗାଇ କରୁଥିଲେ ବନ୍ୟଜନ୍ତୁ ଶିକାର: ମାଡ଼ିବସିଲା ବନ ବିଭାଗ

ଦାରିଙ୍ଗବାଡି,୨୬।୪(ଅରୁଣ ସାହୁ): ଜଙ୍ଗଲରେ ନିଆଁ ଲଗାଇ ଧ୍ବଂସ କରିବା ଏବଂ ଗରମରେ ବନ୍ୟଜନ୍ତୁ ଆଉଟୁପାଉଟୁ ହୋଇ ପାଣି ପିଇବାକୁ ଆସିବା ବେଳେ ଶିକାର କରୁଥିବା ୩ଜଣ...

ସାନଖେମୁଣ୍ଡି ବିଧାନସଭା ପାଇଁ ନାମାଙ୍କନ ପତ୍ର ଦାଖଲ କଲେ ବିଜେଡି ପ୍ରାର୍ଥିନୀ ସୁଶ୍ରୀ

ଛତ୍ରପୁର ୨୬। ୪ (ଦିଲ୍ଲୀପ କୁମାର ସାମଲ) : ଗଞ୍ଜାମ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଲାଗି ଆଜିଠାରୁ ନାମଙ୍କନ ପତ୍ର ଦାଖଲ ପ୍ରକ୍ରିୟା ଆରମ୍ଭ...

ମୁଖ୍ୟମନ୍ତ୍ରୀ ୨ଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତାଙ୍କ ଟାର୍ଗେଟ୍‌, କହିଲେ ପାଣ୍ଡିଆନଙ୍କୁ ପଛଦ୍ବାର ବାଟେ…

ଭୁବନେଶ୍ବର, ୨୬।୪: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦୁଇଟି ଆସନରୁ ଲଢ଼ିବା ପ୍ରସଙ୍ଗରେ ଭାଜପା ନେତା ସମୀର ମହାନ୍ତି ଟାର୍ଗେଟ୍‌ କରିଛନ୍ତି। ସେ କହିଛନ୍ତି, ଗୁମାସ୍ତା, ରିମୋଟ୍‌...

ଉମରକୋଟରେ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କଲା ପୋଲିସ

ଭୁବନେଶ୍ବର, ୨୬।୪: ଉମରକୋଟରେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନଙ୍କ ହେଲିକପ୍ଟର ଯାଞ୍ଚ କରିଛନ୍ତି ମାଜିଷ୍ଟ୍ରେଟ ଓ ପୋଲିସ। ପ୍ରଚାର ପାଇଁ ଯାଇଥିବା ବେଳେ ହେଲିକପ୍ଟର ହୋଇଛି।...

ଭାଜପାରେ ସାମିଲ ହେଲେ ସୋର ବିଧାୟକ ପର୍ଶୁରାମ ଧଡ଼ା

ଭୁବନେଶ୍ବର, ୨୬।୪: ଭାଜପାରେ ସାମିଲ ହେଲେ ସୋର ବିଧାୟକ ପର୍ଶୁରାମ ଧଡ଼ା। ଶୁକ୍ରବାର ଭୁବନେଶ୍ବର ରାଜ୍ୟ କାର୍ଯ୍ୟାଳୟରେ ପହଞ୍ଚି ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ନିର୍ବାଚନୀ ପ୍ରଚାର ପାଇଁ ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ

ଭୁବନେଶ୍ୱର,୨୬।୪: ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଆସନ୍ତା ୨୮ ତାରିଖରେ ନଡ୍ଡା ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ନଡ୍ଡାଙ୍କ ଗସ୍ତକୁ ନେଇ...

ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri