Posted inଜାତୀୟ

ସମଗ୍ର ବିଶ୍ୱକୁ ଗୋଟିଏ ପରିବାର ଭାବେ ବିବେଚନା କରେ ଭାରତୀୟ ସଭ୍ୟତା: ମୋଦି

କୋଓ୍ବିନ ଗ୍ଲୋବାଲ କନକ୍ଲେଭ୍‌ରେ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜ ମତ ରଖିଛନ୍ତି। ସେ କହିଛନ୍ତି ଯେ, ଭାରତୀୟ ସଭ୍ୟତା ସମଗ୍ର ବିଶ୍ୱକୁ ଗୋଟିଏ ପରିବାର ଭାବରେ ବିବେଚନା କରେ। କରୋନା ମହାମାରୀ ଅନେକ ଲୋକଙ୍କୁ ଭାରତୀୟ ଦର୍ଶନର ଏହି ମୌଳିକ ସତ୍ୟକୁ ହୃଦୟଙ୍ଗମ କରାଇଛି ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି। ଏହାସହ କୋଭିନ ଗ୍ଲୋବାଲ କନକ୍ଲେଭରେ ପ୍ରଧାନମନ୍ତ୍ରୀ କରୋନା ମହାମାରୀରେ ନିହତ ହୋଇଥିବା ଲୋକଙ୍କୁ ସମବେଦନା ଜଣାଇଛନ୍ତି। ସେ କହିଛନ୍ତି, ଯେଉଁ ଦେଶରେ କରୋନା ସଂକ୍ରମଣ ହେତୁ ଲୋକମାନେ ମୃତ୍ୟୁବରଣ କରିଛନ୍ତି, ମୁଁ ସେହି ସମସ୍ତ ଲୋକଙ୍କୁ ସମବେଦନା ଜଣାଉଛି। ଏକ ରାଷ୍ଟ୍ର ଯେତେ ଶକ୍ତିଶାଳୀ ହେଉନା କାହିଁକି, ଏଭଳି ମହାମାରୀର ଏକୁଟିଆ ସାମ୍ନା କରିପାରିବ ନାହିଁ।

କୋଓ୍ବିନ୍‌ ଗ୍ଲୋବାଲ ସମ୍ମିଳନୀରେ, ଭାରତ ଅନ୍ୟଦେଶଗୁଡିକୁ ଟିକାକରଣ ଅଭିଯାନ ଚଳାଇବା ପାଇଁ ଡିଜିଟାଲ ଜନସେବା ଭାବରେ କୋଓ୍ବିନ୍‌ ପ୍ଲାଟଫର୍ମ ପ୍ରଦାନ କରିଥିଲା। ଉଲ୍ଲେଖନୀୟ କଥା ହେଉଛି, କାନାଡା, ମେକ୍ସିକୋ, ନାଇଜେରିଆ, ପାନାମା ଏବଂ ଉଗାଣ୍ଡା ସମେତ ପ୍ରାୟ ୫୦ଟି ଦେଶ ଟିକାକରଣ ଅଭିଯାନ ପାଇଁ ଡିଜିଟାଲ ପ୍ଲାଟଫର୍ମ କୋଓ୍ବିନ ଗ୍ରହଣ କରିବାକୁ ଆଗ୍ରହ ପ୍ରକାଶ କରିଛନ୍ତି। ନିକଟରେ ଜାତୀୟ ସ୍ବାସ୍ଥ୍ୟ ପ୍ରାଧିକରଣ (ଏନ୍‌ଏଚ୍‌ଏ)ର ସିଇଓ ଡକ୍ଟର ଆର.ଏସ ଶର୍ମା ଏହି ସୂଚନା ଦେଇଥିଲେ। ସେ କହିଥିଲେ ଯେ, ସଫ୍ଟୱେୟାର ମାଗଣାରେ ଶେୟାର କରିବାକୁ ଭାରତ ପ୍ରସ୍ତୁତ ଅଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦୨୬ରେ ଅବସର ନେବେ ଏହି ୫ କ୍ରିକେଟର ! ଲିଷ୍ଟରେ ଅଛି ଚକିତ କଲା ଭଳି ନାଁ

ନୂଆଦିଲ୍ଲୀ,୧।୧: ସମଗ୍ର ବିଶ୍ୱ ଏକ ନୂତନ ବର୍ଷରେ ପ୍ରବେଶ କରିବାକୁ ଯାଉଛି। ୨୦୨ ମସିହାରେ କ୍ରିକେଟ ଜଗତରେ ପ୍ରମୁଖ ଟୁର୍ନାମେଣ୍ଟ ଦେଖିବାକୁ ମିଳିଥିଲା, ଯେପରିକି ଚାମ୍ପିଅନ୍ସ...

ରବି-ଶୁଭ ଏବଂ ଶୁକ୍ଳ ଯୋଗ ନୂତନ ବର୍ଷ ଆରମ୍ଭ: ଏହି ୩ ରାଶି ଲୋକଙ୍କର ବଲ୍ଲେ-ବଲ୍ଲେ

ନୂତନ ବର୍ଷ ୨୦୨୬ ଆଜିଠାରୁ ଆରମ୍ଭ ହୋଇଛି। ଜ୍ୟୋତିଷ ଦୃଷ୍ଟିକୋଣରୁ, ଏହି ବର୍ଷର ପ୍ରଥମ ଦିନଟି ଗୁରୁତ୍ୱପୂର୍ଣ୍ଣ କାରଣ ଚନ୍ଦ୍ର ସକାଳୁ ସକାଳୁ ଗମନ କରିଥିବାବେଳେ,...

ଆଜିଠାରୁ ୮ମ ବେତନ କମିଶନ ଲାଗୁ: ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀଙ୍କୁ ବଡ଼ ଫାଇଦା, ଏତିକି ବଢିଯିବ…

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ ସମସ୍ତଙ୍କ ପାଇଁ ଖୁସିର ଦିନ ହେବାକୁ ଯାଉଥିବା ବେଳେ, ନୂତନ ବର୍ଷର ଆରମ୍ଭ କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବିଶେଷ ହେବାକୁ...

ଜିଲା ପାଇଁ ଗୌରବ ଆଣିଲେ ଆକାଶ: ଜିତିଲେ…

ଭବାନୀପାଟଣା,୧ା୧(ଉତ୍ତମ କୁମାର ଦାଶ):ଭୁବନେଶ୍ୱର ଓଲ୍‌ଡ଼ ଡିଏସ୍‌ୱାଇଏସ୍‌ ଇଣ୍ଡୋର ଷ୍ଟାଡିୟମରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ ମଙ୍ଗଳବାର ଉଦ୍‌ଯାପିତ ହୋଇଛି।...

ବଢିଲା ଯୁଦ୍ଧ ଭୟ! ନୂଆବର୍ଷରେ ପାକିସ୍ତାନ ଭାରତ ସୀମାରେ କଲା ଏମିତି କାମ…

ଇସଲାମବାଦ,୧।୧: ସମଗ୍ର ବିଶ୍ୱ ନୂତନ ବର୍ଷ ପାଳନ କରୁଥିବା ବେଳେ, ପାକିସ୍ତାନ ତାର ଘୃଣ୍ୟ କାର୍ଯ୍ୟକଳାପ ଜାରି ରଖିଛି। ନୂତନ ବର୍ଷ ସକାଳୁ ସକାଳୁ ଜମ୍ମୁ...

ନୂଆବର୍ଷରେ ଚିଲିକାରେ ବଡ଼ ଅଘଟଣ: ମଝି ଚିଲିକାରେ ଫସିଲା ଭସାପୋଲ

କୃଷ୍ଣପ୍ରସାଦ,୧।୧: ନୂଆବର୍ଷରେ ଚିଲିକାରେ ଏକ ଅଘଟଣ ଘଟିଯାଇଛି। ଏଠାରେ ଏକ ଯାତ୍ରୀବାହୀ ଭସାପୋଲ ଫସିଯାଇଛି। ମଝି ଚିଲିକାରେ ୫୦ ଯାତ୍ରୀ, ଗୋଟିଏ ବସ ଓ ୨ଟି...

ଆଜି ପରମାଣୁ ସ୍ଥାନର ଠିକଣା ଦେବେ ଭାରତ-ପାକିସ୍ତାନ, ଯୁଦ୍ଧ ନେଇ ସଙ୍କେତ!

ନୂଆଦିଲ୍ଲୀ,୧।୧: ଆମର ପଡ଼ୋଶୀ ଏବଂ ଶତ୍ରୁ ପାକିସ୍ତାନର କାର୍ଯ୍ୟକଳାପ ସମସ୍ତଙ୍କୁ ଜଣା। ତେବେ ଆଜି ଉଭୟ ଦେଶ ପରସ୍ପର ସହିତ ଏକ ତାଲିକା ବାଣ୍ଟିବେ, ଯେଉଁଥିରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri