Indian Coast Guard Navik Bharti: ଇଣ୍ଡିଆନ କୋଷ୍ଟଗାର୍ଡରେ ୨୬୦ ପଦବୀ ପାଇଁ ନିଯୁକ୍ତି, ଯୋଗ୍ୟତା ଦ୍ୱାଦଶ ପାଶ…

ନୂଆଦିଲ୍ଲୀ,୧୨।୨ : ଇଣ୍ଡିଆନ କୋଷ୍ଟଗାର୍ଡରେ ନାବିକ ପଦରେ ନିଯୁକ୍ତି ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଫେବୃଆରୀ ୧୩ ରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହେବ। ପଞ୍ଜୀକରଣ ୱିଣ୍ଡୋ ଖୋଲିବା ପରେ, ଆଗ୍ରହୀ ପ୍ରାର୍ଥୀମାନେ ଏହି ନିଯୁକ୍ତି ପାଇଁ ଅନଲାଇନରେ ଆବେଦନ କରିପାରିବେ, ଇଣ୍ଡିଆନ କୋଷ୍ଟଗାର୍ଡର ଅଫିସିଆଲ ସାଇଟ join Indiancoastguard.cdac.inରେ ନିଯୁକ୍ତି ସମ୍ବନ୍ଧୀୟ ବିବରଣୀ ଉପଲବ୍ଧ ହେବ।

 

ଆବେଦନର ଶେଷ ତାରିଖ ହେଉଛି ୨୭ ଫେବୃଆରୀ:

୧୩ ଫେବୃଆରୀରେ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ ହେବା ପରେ ପ୍ରାର୍ଥୀମାନେ ଆବେଦନ କରିବାକୁ ୨୭ ଫେବୃଆରୀ ପର୍ଯ୍ୟନ୍ତ ସମୟ ପାଇବେ। ୨୬୦ ଟି ପଦବୀ ପୂରଣ ପାଇଁ ଏହି ନିଯୁକ୍ତି ଡ୍ରାଇଭ ଆରମ୍ଭ ହେବ।

ଯୋଗ୍ୟତା ମାନଦଣ୍ଡ:

ପ୍ରାର୍ଥୀଙ୍କ ସର୍ବନିମ୍ନ ବୟସ ୧୮ ରୁ ୨୨ ବର୍ଷ ମଧ୍ୟରେ ହେବା ଉଚିତ। ପ୍ରାର୍ଥୀମାନେ ୧ ସେପ୍ଟେମ୍ବର ୨୦୦୨ ରୁ ୩୧ ଅଗଷ୍ଟ ୨୦୦୬ ମଧ୍ୟରେ ଜନ୍ମ ହୋଇଥିବା ଉଚିତ।

 

ଶିକ୍ଷାଗତ ଯୋଗ୍ୟତା:

ଆବେଦନ କରିବାକୁ, କାଉନସିଲ ଅଫ ସ୍କୁଲ ଏଜୁକେସନ (ସିଓବିଏସଇ) ଦ୍ୱାରା ସ୍ବୀକୃତିପ୍ରାପ୍ତ ଏକ ଅନୁଷ୍ଠାନରୁ ପ୍ରାର୍ଥୀମାନେ ଗଣିତ ଏବଂ ପଦାର୍ଥ ବିଜ୍ଞାନ ସହିତ ୧୦ + ୨ ପାସ କରିଥିବା ଆବଶ୍ୟକ।

 

ଆବେଦନ ଫି:

ଆବେଦନ କରିବାକୁ ପ୍ରାର୍ଥୀଙ୍କୁ ୩୦୦ ଟଙ୍କା ଆବେଦନ ଫି ଜମା କରିବାକୁ ପଡିବ। ଏସସି / ଏସଟି ପ୍ରାର୍ଥୀମାନେ ଆବେଦନ ଫି ଦେୟରୁ ମୁକ୍ତ ଅଟନ୍ତି। ନେଟ ବ୍ୟାଙ୍କିଙ୍ଗ, କ୍ରେଡିଟ / ଡେବିଟ କାର୍ଡ (ଭିସା / ମାଷ୍ଟର / ମାଏଷ୍ଟ୍ରୋ / ରୂପାୟ) କିମ୍ବା UPI ସାହାଯ୍ୟରେ ଆବେଦନ ଫି ଅନଲାଇନ ମୋଡରେ ପ୍ରଦାନ କରାଯାଇପାରିବ। ଅଧିକ ସମ୍ବନ୍ଧୀୟ ବିବରଣୀ ପାଇଁ ପ୍ରାର୍ଥୀମାନେ ଇଣ୍ଡିଆନ କୋଷ୍ଟଗାର୍ଡର ଅଫିସିଆଲ ସାଇଟ ଯାଞ୍ଚ କରିପାରିବେ। ଇଣ୍ଡିଆନ କୋଷ୍ଟଗାର୍ଡ joinIndiancoastguard.cdac.in ର ଅଫିସିଆଲ ୱେବସାଇଟ ରେ ବିସ୍ତୃତ ବିଜ୍ଞପ୍ତି ଉପଲବ୍ଧ ହେବ ।


Enter your email to get our daily news in your inbox.

All Right Reserved By Dharitri.Com

ସୁପ୍ରିମକୋର୍ଟରୁ ସମୟ ରୈନାଙ୍କୁ ବଡ଼ ଆଶ୍ୱସ୍ତି

ନୂଆଦିଲ୍ଲୀ,୧୪।୮: ‘ଇଣ୍ଡିଆ ଗଟ ଲ୍ୟାଟେଣ୍ଟ’ ମାମଲାରେ ହାସ୍ୟ ଅଭିନେତା ସମୟ ରୈନାଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଆଶ୍ୱସ୍ତି ମିଳିଛି। ସୁପ୍ରିମକୋର୍ଟ ସମୟ ରୈନା ଏବଂ ଅନ୍ୟ ଅଭିଯୁକ୍ତଙ୍କ ବିରୋଧରେ…

ଘୁମୁସର ସ୍ବର ଶୁଣିବେ ଶ୍ରୋତା, ‘ରେଡିଓ ଆଇନା’ର ଲୋକାର୍ପଣ କରି ବିଧାୟକ କହିଲେ…

ଭଞ୍ଜନଗର,୧୪ା୮(ବାବୁଲା ପ୍ରଧାନ): ରେଡିଓର ବିକାଶ ଓ ଏହାକୁ ଲୋକଙ୍କ ନିକଟତର କରିବା ଲକ୍ଷ୍ୟରେ ଭଞ୍ଜନଗର ମାଲସାହିଠାରେ ଶୁକ୍ରବାର ‘ରେଡିଓ ଆଇନା’ର ଲୋକାର୍ପଣ ହୋଇଛି। ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ…

କେମିତି ଅଛନ୍ତି ଜେପି ନଡ୍ଡା? ଏମ୍ସ ଜାରି କଲା ବୟାନ

ନୂଆଦିଲ୍ଲୀ,୧୪।୮: କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କ ସ୍ବାସ୍ଥ୍ୟାବସ୍ଥା ସମ୍ପର୍କରେ ଏମ୍ସ ଏକ ଅପଡେଟ ପ୍ରଦାନ କରିଛି। ହସ୍ପିଟାଲ ଅନୁଯାୟୀ, ତାଙ୍କ ଅବସ୍ଥା ବର୍ତ୍ତମାନ ସ୍ଥିର ଅଛି, ଏବଂ…

ବିଦ୍ୟୁତ୍‌ ଆଘାତରେ ନାବାଳିକାଙ୍କ ଜୀବନ ଗଲା, କ୍ଷତିପୂରଣ ଦାବିରେ…

କାଲିମେଳା,୧୪ା୮(ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅନ୍ତର୍ଗତ କୁର୍ମାନୁର ପଞ୍ଚାୟତର ଗୁରାଲୁର ଗ୍ରାମରେ ବିଦ୍ୟୁତ୍‌ ଆଘାତରେ ଜଣେ ୧୩ ବର୍ଷୀୟା ନାବାଳିକାଙ୍କ ମୃତ୍ୟୁ ଘଟିଛି।…

ଅଭିଜିତ ଦୀପକେଙ୍କ ବଡ଼ ବୟାନ: ‘ସୌରଭଙ୍କ ଗୋଟିଏ ଭିଡିଓ ଯୋଗୁଁ…’

ନୂଆଦିଲ୍ଲୀ,୧୪।୮: ‘କକ୍ରୋଚ ଜନତା ପାର୍ଟି’ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଶୁକ୍ରବାର (୧୪ ଅଗଷ୍ଟ) କହିଛନ୍ତି ଯେ ସୌରଭ ଦାସ ଯେଉଁ କାମ କରୁଛନ୍ତି ତାହା ଦେଶର ହିତ…

କାହିଁକି ଅପରେଶନ ସିନ୍ଦୂର କଥା ମନେ ପକାଇ ଦେଲେ ଅଜିତ ଡୋଭାଲ? ଜାଣନ୍ତୁ ଏହା ପଛର କାରଣ

ନୂଆଦିଲ୍ଲୀ,୧୪।୮: ଜାତୀୟ ସୁରକ୍ଷା ପରାମର୍ଶଦାତା ଅଜିତ ଡୋଭାଲ କହିଛନ୍ତି ଯେ ଭାରତର ଉଦାରତା ଏବଂ ସହନଶୀଳତାକୁ ଦୁର୍ବଳତା ଭାବିବା ଏକ ଗୁରୁତର ଭୁଲ ହେବ। ସେ ଦୃଢ଼ୋକ୍ତି…

ଗୁଣପୁରରେ ଅଖଣ୍ଡ ଭାରତ ଦିବସ: ତ୍ରିରଙ୍ଗା ଯାତ୍ରାରେ ବାହାରି ମହାପୁରୁଷଙ୍କ ବଳିଦାନକୁ ନେଇ…

ଗୁଣପୁର,୧୪ା୮(ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ପୁରୁଣା ବସ୍‌ଷ୍ଟାଣ୍ଡଠାରେ ଶୁକ୍ରବାର ଅଖଣ୍ଡ ଭାରତ ଦିବସ ପାଳନ ହୋଇଯାଇଛି। ଏହି ଅବସରରେ ଭାଜପା ଜିଲା ସଭାପତି ଗୋପୀ ଆନନ୍ଦ…

ସ୍ୱାଧୀନତା ଦିବସରେ ପାକିସ୍ତାନରେ ବଡ଼ ହଙ୍ଗାମା, ସରିଗଲା ସବୁ ପେଟ୍ରୋଲ…

ଇସଲାମାବାଦ୍‌,୧୪।୮: ପାକିସ୍ତାନୀ ସମ୍ବାଦପତ୍ର ‘ଡନ୍’ (DAWN) ର ରିପୋର୍ଟ ଅନୁଯାୟୀ, ପାକିସ୍ତାନ ସରକାର ପେଟ୍ରୋଲ ଏବଂ ହାଇ-ସ୍ପିଡ୍ ଡିଜେଲ (HSD) ର ଦର ବୃଦ୍ଧି କରିଛନ୍ତି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri