Posted inଫୁରସତ

ଶାଢ଼ି-ଧୋତି ପିନ୍ଧି ସ୍କେଟିଂ, ଭିଡିଓ ଭାଇରାଲ ପରେ ଲୋକେ କହିଲେ…

ନୂଆଦିଲ୍ଲୀ: ବିଦେଶ ମାଟିରେ ଭାରତୀୟ ସଂସ୍କୃତିର ନିଦର୍ଶନ କରିଛନ୍ତି ଏକ ଦମ୍ପତି। ଶାଢ଼ି ଆଉ ଧୋତି ପରିଧାନ କରି ସ୍କେଟିଂ କରିଥିବା ଯୋଗୁ ସୋସିଆଲ ମିଡିଆରେ ତାଙ୍କର ପ୍ରଶଂସା କରୁଛନ୍ତି। ଏହାର ଏକ ଭିଡିଓ ଭାଇରାଲ ହେଉଛି।

ଆମେରିକାରେ ରହୁଥିବା ଏକ ଭାରତୀୟ ଦମ୍ପତି ବରଫରେ ସ୍କେଟିଂ କରିଛନ୍ତି। ମିନ୍ନେସୋଟା ରାଜ୍ୟର ଲୋକପ୍ରିୟ ସ୍କି ଭିଲେଜ୍‌ ବେଲ୍ଚରେ ସ୍କେଟିଂ କରିବା ସମୟରେ ସେ ଗିୟର୍ସ ବଦଳରେ ଧୋତି ଏବଂ ଶାଢ଼ି ପିନ୍ଧିଥିଲେ। ଉଭୟ ନିଜର ଏହି ଭିଡିଓ ଇନ୍‌ଷ୍ଟାଗ୍ରାମରେ ଶେୟାର କରିବା ପରେ ଏହା ବେଶ୍‌ ଭାଇରାଲ ହେଉଛି।

ଏହି ଦମ୍ପତି ହେଲେ ଦିବ୍ୟା ଏବଂ ମଧୁ। ଦିବ୍ୟା ନୀଳ ରଙ୍ଗର ଶାଢ଼ି ପିନ୍ଧିଥିବା ବେଳେ ମଧୁ ସବୁଜ ରଙ୍ଗର ଶାର୍ଟ ପରିଧାନ କରି ସ୍କେଟିଂର ମଜା ନେଇଥିଲେ। ଏହାର କିଛି ଫଟୋ ଓ ଭିଡିଓ ଉଭୟ ସୋସିଆଲ ପୃଷ୍ଠାରେ ଶେୟାର କରିଥିଲେ। ଏବେ ଏହାକୁ ବେଶ୍‌ ପସନ୍ଦ କରାଯାଉଛି। ଭାରତୀୟ ସଂସ୍କୃତିକୁ ଉଭୟ ଗୌରବାନ୍ବିତ କରିଛନ୍ତି ବୋଲି କୁହାଯାଉଛି।

 

View this post on Instagram

 

A post shared by 𝕯ivya 𝕸aiya (@divyamaiya)


Enter your email to get our daily news in your inbox.

All Right Reserved By Dharitri.Com

ଆଜି ବିଶ୍ୱ ମ୍ୟାଲେରିଆ ଦିବସ

ସଂକ୍ରାମକ, ଅଣସଂକ୍ରାମକ, ନୂଆ ଭାବେ ପରିପ୍ରକାଶ ପାଉଥିବା ଓ ଆଗଠୁ ଅତ୍ୟଧିକ ଥିବା ସହ କମିଯାଇ ପୁଣି ଅଧିକ ସଂଖ୍ୟାରେ ପରିଲକ୍ଷିତ ହେଉଥିବା ରୋଗ ମଧ୍ୟରୁ...

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

ଗାଁ ଦେଶର ମେରୁଦଣ୍ଡ

ଭାରତ ହେଉଛି ବିବିଧତାର ଦେଶ। ଯେତେବେଳେ ଦେଶର ସମଗ୍ର ବିକାଶ ବିଷୟରେ କଥା ଉଠେ, ସେତେବେଳେ ତୃଣମୂଳସ୍ତରରୁ ତାହା ଆରମ୍ଭ ହୋଇଥାଏ। କେବଳ କେନ୍ଦ୍ର ସରକାର...

୪ ବିଧାୟକଙ୍କ କଟିଲା ଟିକେଟ୍‌: ୬ରୁ ୫ ନୂଆମୁହଁ

ଭୁବନେଶ୍ୱର,୨୨।୪: ବିଜେଡିର ସପ୍ତମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ସୋମବାର ପ୍ରକାଶ କରିଛି। ୬ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ଘୋଷଣା ହୋଇଥିବା...

ଶିବେଇ ସାମନ୍ତରାଙ୍କ ଚତୁରତା ଲୋକମୁଖରେ ଭିନ୍ନ ରୂପ ନେଲା

ଚୁମ୍ବକଶିଳା ବସାଯିବା ପରେ ତିନିଥର ବିଫଳ ହୋଇଥିବା କାର୍ଯ୍ୟ ସଫଳ ହୋଇଥିଲା। ସହସ୍ର ମଲ୍ଲ ସେଇ ଖୁସିରେ ପୁରସ୍କାର ଘୋଷଣା କରିଥିଲେ। ଧର୍ମପଦ ମନ୍ଦିର ଶିଖରରୁ...

ଜାଣନ୍ତୁ ବିଶ୍ୱ ପୁସ୍ତକ, କପିରାଇଟ୍‌ ଦିବସର ଇତିହାସ…

ପ୍ରତିବର୍ଷ ଏପ୍ରିଲ ୨୩ରେ ବିଶ୍ୱ ପୁସ୍ତକ ଏବଂ କପିରାଇଟ୍‌ ଦିବସ ପାଳନ କରାଯାଇଥାଏ। ସମୟ ବଦଳିବା ସହିତ କମ୍ପ୍ୟୁଟର ଏବଂ ଇଣ୍ଟରନେଟ୍‌ ବର୍ତ୍ତମାନ ପୁସ୍ତକ ବି...

୨୪ ଘଣ୍ଟାରେ ୨୬୦୦୦ ବସ୍‌ ଉଠ୍‌ ହୋଇ ଗିନିଜ ଓ୍ବାର୍ଲଡ ରେକର୍ଡ

ପିଲାଦିନେ ସ୍କୁଲରେ ପାଠ ପଢି ନ ଥିଲେ ଦଣ୍ଡ ଆକାରରେ ସାର୍‌ କହୁଥିଲେ ବସ୍‌ ଉଠ୍‌ ହେବା ପାଇଁ। ୩୦ ଥର ବସ୍‌ ଉଠ୍‌ ହେଲା...

ଉଛୁଳା ଭକ୍ତିର ଅନ୍ତରାଳେ….

ମା’ଛେଉଣ୍ଡ ମାଧବ ବାବୁ ଭଦ୍ରଲୋକରେ ଗଣାହେଲେ, ଯେବେଠୁଁ କଷ୍ଟକରି ଉଚ୍ଚଶିକ୍ଷା ଲାଭ କଲା ପରେ ଉଚ୍ଚ ପଦବୀଯୁକ୍ତ ଚାକିରି ପାଇଲେ। ତାଙ୍କର ସବୁଗୁଣ ଭଲ l...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri