Posted inଖେଳ

୨୦୦ କୋଟି ଟଙ୍କାର ସମ୍ପତ୍ତି; ୩ କୋଟିର କାର୍‌; ଏଭଳି ବିଳାସପୂର୍ଣ୍ଣ ଜୀବନ ବିତାଇଥାନ୍ତି ରୋହିତ ଶର୍ମା…

ନୂଆଦିଲ୍ଲୀ,୧୯।୯: ୨୦୦୭ରେ ଭାରତୀୟ ଟିମ୍‌ ପକ୍ଷରୁ ଡେବ୍ୟୁ କରିଥିଲେ ରୋହିତ ଶର୍ମା। ଏହାପରଠାରୁ ସେ ଜଣେ କ୍ରିକେଟରରୁ ଅଧିନାୟକ ହେବାରେ ସଫଳ ହୋଇଛନ୍ତି। ତେବେ ଏହି ଯାତ୍ରା ସେତେଟା ସହଜ ନ ଥିଲା। କ୍ରିକେଟର ଭାବେ ସବୁ କ୍ଷେତ୍ରରେ ସେ ନିଜକୁ ପ୍ରମାଣ କରି ଦଳର ପ୍ରମୁଖ ଅଙ୍ଗ ପାଲଟିଛନ୍ତି। ବ୍ୟକ୍ତିଗତ ଜୀବନ ଦେଖିଲେ ରୋହିତ ବେଶ ବିଳାସପୂର୍ଣ୍ଣ ଜୀବନ ବିତାଇଥାନ୍ତି। ସେ କୋଟି କୋଟି ଟଙ୍କା ସମ୍ପତ୍ତିର ମାଲିକ।

ରୋହିତଙ୍କ ନେଟଓ୍ବର୍ଥ ୨୦୦ କୋଟି ଟଙ୍କା। ମ୍ୟାଚ୍‌ ଫିସ ବ୍ୟତିତ ସେ ଆଇପିଏଲ୍‌ରୁ ଭଲ ରୋଜଗାର କରିଥାନ୍ତି। ଏହାଛଡ଼ା ସେ ଅନେକ କମ୍ପାନୀର ବ୍ରାଣ୍ଡ ଆମ୍ବାସଡର ମଧ୍ୟ ଅଛନ୍ତି। ୨୦୨୨ରେ ମୁମ୍ବାଇ ଇଣ୍ଡିଆନ୍ସ ରୋହିତଙ୍କୁ ୧୬ କୋଟି ଟଙ୍କାରେ ରିଟେନ୍‌ କରିଥିଲେ। ବିସିସିଆଇର ବାର୍ଷିକ କଣ୍ଟ୍ରାକ୍ଟରେ ମଧ୍ୟ ସେ ଏ ପ୍ଲସ ଗ୍ରେଡ୍‌ରେ ଅଛନ୍ତି। ଏହାର ଅର୍ଥ ତାଙ୍କୁ ୭ କୋଟି ଟଙ୍କା ମିଳୁଛି।

ରୋହିତଙ୍କ ପାଖରେ ଅନେକ ଦାମୀ ଗାଡ଼ି ରହିଛି। ଏସବୁ କାର ମଧ୍ୟରେ ବିଏମ୍‌ଡବ୍ଲୁ ୫ ଏମ୍‌ ସିରିଜ୍‌(୧.୬ କୋଟି) ଟଙ୍କା, ଲମ୍ବୋର୍ଗିନି, ମର୍ସଡିଜ୍‌, ଅଡି, ସ୍କୋଡା ଏବଂ ଫର୍ଚୁନର ଆଦି ରହିଛି। ବମ୍ବେରେ ତାଙ୍କର ଏକ ଭବ୍ୟ ବଙ୍ଗଳା ରହିଛି। ଏହାର ମୂଲ୍ୟ ୩୦ କୋଟି ଟଙ୍କା। ଏହି ଫ୍ଲାଟ୍‌ରୁ ଆରବ ସାଗର ନଜର ଆସିଥାଏ। ସାଂସାରିକ ଜୀବନ ଦେଖିଲେ ରୋହିତ ରିତିକା ସଜଦେହଙ୍କୁ ବିବାହ କରିଛନ୍ତି। ଉଭୟଙ୍କ ଏକ ଝିଅ ରହିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଜାଗରରେ ବଡ଼ ଅଘଟଣ: ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର

ଖଲ୍ଲିକୋଟ,୧୫।୨(ପ୍ରଶାନ୍ତ କୁମାର ମିଶ୍ର): ମର୍ଣ୍ଣିଂଓ୍ୱାକ୍ ବେଳେ ଟଳିପଡ଼ିଲେ ଦଶମ ଶ୍ରେଣୀ ଛାତ୍ର । ମୃତକ ହେଲେ ଖଲ୍ଲିକୋଟ ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ରର ଦଶମ ଶ୍ରେଣୀ ଛାତ୍ର…

ଶୀତଳ ଭଣ୍ଡାରରେ ଭାୟାବହ ଅଗ୍ନିକାଣ୍ଡ: ୧୦ କୋଟିରୁ ଉର୍ଦ୍ଧ୍ବ ଟଙ୍କାର ସମ୍ପତ୍ତି ନଷ୍ଟ, ନିଆଁ ଲିଭାଉଛି ରୋବର୍ଟ

କୁଚିଣ୍ଡା,୧୫।୨(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ନିକଟସ୍ଥ ନୁଁନୁନିଆମୁଣ୍ଡା ସ୍ଥିତ ଲାଠ ଶୀତଳ ଭଣ୍ଡାରରେ ରଵିବାର ସକାଳେ ସର୍ଟସର୍କିଟ ଯୋଗୁଁ ଅଗ୍ନିକାଣ୍ଡ ହୋଇଛି । ଏଥିରେ କୋଟି…

ମହାଶିବରାତ୍ରି: ଵାଲୀ ଲୋକନାଥ-ଝାଡ଼େଶ୍ୱର ଓ ବଟେଶ୍ୱର ଶୈବପୀଠରେ ଶ୍ରଦ୍ଧାଳୁଙ୍କ ଭିଡ଼

ଗଞ୍ଜାମ,୧୫ା୨(ବିଦ୍ୟାଧର ସାହୁ ): ସମଗ୍ର ରାଜ୍ୟରେ ମହା ଶିବରାତ୍ରି ଜାଗର ଯାତ୍ରା ପାଳିତ ହେଉଥିବା ବେଳେ ଗଞ୍ଜାମରେ ମଧ୍ୟ ଏହି ଜାଗର ଯାତ୍ରା ମହା ଆଡମ୍ବରରେ ପାଳିତ…

IND vs PAK ମ୍ୟାଚ୍ ସମୟରେ କିପରି ରହିବ ପାଗ? ଶ୍ରୀଲଙ୍କାରେ ବର୍ଷା…

କଲମ୍ୱୋ,୧୫ା୨:  ଭାରତ ବନାମ ପାକିସ୍ତାନ ମ୍ୟାଚ୍ ସମୟରେ ବର୍ଷାର ଆଶଙ୍କା ଅଧିକ ରହିଛି । ଏହି T୨୦ ବିଶ୍ୱକପ୍ ୨୦୨୬ ମୁକାବିଲା କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ସନ୍ଧ୍ୟା…

ଜୀବିତ ସାବିତ୍ରୀଙ୍କୁ ମୃତ ଦର୍ଶାଇଲା ପ୍ରଶାସନ, ଧରିତ୍ରୀରେ ଖବର ପ୍ରକାଶ ପରେ…

ଥୁଆମୂଳ ରାମପୁର,୧୫ା୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଓଡରୀ ପଞ୍ଚାୟତ ଦୋଳଗୁଡ଼ା ଗ୍ରାମର ଜଣେ ଅସହାୟା ମହିଳାଙ୍କୁ ନେଇ ପ୍ରଶାସନର ଚରମ ଅବହେଳା…

ଟି୨୦ ବିଶ୍ୱକପ୍‌ ମଝିରେ ଏହି ଦଳକୁ ଝଟ୍‌କା: ହଠାତ୍‌ ଘରକୁ ଫେରିଗଲେ…

ଚେନ୍ନାଇ,୧୫।୨: ଟି-୨୦ ବିଶ୍ୱକପ୍‌ରେ ନ୍ୟୁଜିଲ୍ୟାଣ୍ଡ ଦଳର ସବୁଠାରୁ ସଫଳ ବୋଲର ଲକି ଫର୍ଗୁସନ ଅଧାରୁ ଟୁର୍ନାମେଣ୍ଟ ଛାଡ଼ି ଘରକୁ ଫେରିଛନ୍ତି। ଫେବୃଆରୀ ୧୪ରେ ଦକ୍ଷିଣ ଆଫ୍ରିକା ବିପକ୍ଷ…

ବିଜେଡି ମହିଳା ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ: ଜାଣନ୍ତୁ କାହାକୁ କେଉଁଠି ମିଳିଲା…

ଭୁବନେଶ୍ୱର,୧୫ା୨: ବିଜୁ ମହିଳା ଜନତା ଦଳ (BMJD) ସାଂଗଠନିକ କର୍ମକର୍ତ୍ତାଙ୍କୁ ଦାୟିତ୍ୱ ବଣ୍ଟନ କରାଯାଇଛି। ଜିଲା ସଭାନେତ୍ରୀ ଓ କାର୍ଯ୍ୟକାରୀ ସଭାନେତ୍ରୀ ଭାବେ ଦାୟିତ୍ୱ ବଣ୍ଟନ କରିଛନ୍ତି…

ଈଶାନ କିଶନଙ୍କ ବିବାହ ପକ୍କା, ବିଶ୍ୱକପ୍‌ ପରେ ଏହି ସୁନ୍ଦରୀଙ୍କ ଧରିବେ ହାତ; ବୋହୂ ଭାବେ…

ନୂଆଦିଲ୍ଲୀ,୧୫।୨: ଟି-୨୦ ବିଶ୍ୱକପରେ ପାକିସ୍ତାନ ବିପକ୍ଷ ହାଇଭୋଲଟେଜ୍‌ ମ୍ୟାଚ୍‌ ପାଇଁ ପ୍ରସ୍ତୁତି ଚାଲିଥିବା ବେଳେ, କ୍ରିକେଟର ଈଶାନ କିଶନଙ୍କ ବିବାହକୁ ନେଇ ଆସିଛି ଏକ ବଡ଼ ଅପଡେଟ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri