Posted inଖେଳ

ଟି-୨୦ ବିଶ୍ୱକପ ପାଇଁ ଯାତ୍ରା କଲେ ଟିମ୍ ଇଣ୍ଡିଆର ପ୍ରଥମ ବ୍ୟାଚ୍, ଯାଇନାହାନ୍ତି ବିରାଟ

ମୁମ୍ବାଇ,୨୩ା୫: ଟିମ୍ ଇଣ୍ଡିଆର ପ୍ରଥମ ବ୍ୟାଚ୍ ଟି -୨୦ ବିଶ୍ୱକପ୍ ୨୦୨୪ ପାଇଁ ଯାତ୍ରା କରିଛନ୍ତି। ଆଇପିଏଲ୍ ୨୦୨୪ ମଧ୍ୟରେ ଟିମ୍ ଇଣ୍ଡିଆ ଟି -୨୦ ବିଶ୍ୱକପ ପାଇଁ ଆମେରିକା ବାହାରିଛି। କିନ୍ତୁ ବିରାଟ କୋହଲି ଟିମ୍ ଇଣ୍ଡିଆ ସହ ଯାଇ ନାହାଁନ୍ତି।

ଆମେରିକା ଯାଉଥିବା ଭାରତୀୟ ଦଳର ଫଟୋ ଏବେ ସାମ୍ନାକୁ ଆସିଛି। ଦଳର ଅଧିନାୟକ ରୋହିତ ଶର୍ମାଙ୍କ ଠାରୁ ଆରମ୍ଭ କରି ଦ୍ରୁତ ବୋଲର ଜସପ୍ରୀତ ବୁମ୍ରାଙ୍କ ପର୍ଯ୍ୟନ୍ତ ଦଳର ଅନେକ ଖେଳାଳି ନଜର ଆସିଥିଲେ।

ଅଲରାଉଣ୍ଡର ଶିବମ ଦୁବେଙ୍କ ବ୍ୟତୀତ ଶୁଭମାନ ଗିଲଙ୍କୁ ମଧ୍ୟ ଦେଖିବାକୁ ମିଳିଥିଲା। ଗିଲ୍ ଦଳର ମୁଖ୍ୟ ୧୫ ର ଅଂଶ ନାହାନ୍ତି ତାଙ୍କୁ ରିଜର୍ଭ ଖେଳାଳି ଵାହବେ ଦଳରେ ସାମିଲ କରାଯାଇଛି।

ଦଳ ସହ ଆମେରିକା ଯାଇନଥିବା ବିରାଟ କୋହଲିଙ୍କୁ ଏହି ଫଟୋଗୁଡ଼ିକରେ ଦେଖିବାକୁ ମିଳି ନଥିଲା। ଏହା ବ୍ୟତୀତ ଦ୍ରୁତ ବୋଲର ମହମ୍ମଦ ସିରାଜ ଏବଂ ବ୍ୟାଟ୍ସମ୍ୟାନ୍ ସୂର୍ୟ୍ୟକୁମାର ଯାଦବଙ୍କୁ ମଧ୍ୟ ଦେଖିବାକୁ ମିଳିଥିଲା।

ଟି -୨୦ ବିଶ୍ୱକପ ଜୁନ୍ ୧ ରୁ ଆରମ୍ଭ ହେବ, କିନ୍ତୁ ଭାରତୀୟ ସମୟ ଅନୁଯାୟୀ ଟୁର୍ଣ୍ଣାମେଣ୍ଟର ପ୍ରଥମ ମ୍ୟାଚ୍ ଜୁନ୍ ୨ ରେ ଖେଳାଯିବ ଯାହା ଆମେରିକା ଏବଂ କାନାଡା ମଧ୍ୟରେ ଖେଳାଯିବ।

ଟିମ୍ ଇଣ୍ଡିଆ ବିଶ୍ୱକପ ଅଭିଯାନ ୦୫ ଜାନୁଆରୀ ବୁଧବାର ଠାରୁ ଆରମ୍ଭ କରିବ। ଗ୍ରୁପ୍ ଏ’ରେ ଥିବା ଭାରତୀୟ ଦଳର ପ୍ରଥମ ମୁକାବିଲା ଆୟର୍ଲାଣ୍ଡ ସହିତ ହେବ। ତେବେ ଟିମ୍ ଇଣ୍ଡିଆ ରବିବାର ପାକିସ୍ତାନ ବିପକ୍ଷରେ ଦ୍ୱିତୀୟ ମ୍ୟାଚ୍ ଖେଳିବ।


Enter your email to get our daily news in your inbox.

All Right Reserved By Dharitri.Com

ଦୋକାନୀମାନେ UPI ଶୁଳ୍କର ବୋଝ ଗ୍ରାହକଙ୍କ ଉପରେ ଲଦି ପାରିବେ ନାହିଁ; ସରକାର ପ୍ରସ୍ତୁତ କରିଛନ୍ତି ମାଷ୍ଟର ପ୍ଲାନ

ନୂଆଦିଲ୍ଲୀ,୧୭।୯: UPI କାରବାର ଉପରେ ଶୁଳ୍କ ଲାଗୁ ହେବା ନେଇ ଚିନ୍ତା ପ୍ରକାଶ ପାଉଥିବା ବେଳେ, ସରକାର ଏହା ସୁନିଶ୍ଚିତ କରିବାକୁ କାର୍ଯ୍ୟ କରୁଛନ୍ତି ଯେ ୨,୦୦୦…

ଇତିହାସ ରଚିଲେ ଅଭିଷେକ ଶର୍ମା; ଦ୍ରୁତତମ ଶତକର ରେକର୍ଡ ସ୍ଥାପନ କଲେ

ନୂଆଦିଲ୍ଲୀ,୧୭।୯: ଆଫଗାନିସ୍ତାନ ବିପକ୍ଷ ତୃତୀୟ ଟି-୨୦ ଅନ୍ତର୍ଜାତୀୟ ମ୍ୟାଚରେ ଅଭିଷେକ ଶର୍ମା ମାତ୍ର ୩୦ଟି ବଲରେ ଶତକ ହାସଲ କରିଛନ୍ତି। ଏହି ସଫଳତା ସହିତ ସେ ଭାରତ…

ଜୟ ଶାହାଙ୍କ ଟିମ୍‌ରେ ମିଳିଲା ବଡ଼ ଦାୟିତ୍ୱ, ICCରେ ଇତିହାସ ରଚିଲେ…

ନୂଆଦିଲ୍ଲୀ,୧୭ା୯: ଜିମ୍ବାୱେ କ୍ରିକେଟକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ଇଣ୍ଟରନ୍ୟାସନାଲ କ୍ରିକେଟ୍‌ କାଉନସିଲ୍‌ (ICC) ତୱେଙ୍ଗୱା ମୁକୁହଲାନିଙ୍କୁ ଡେପୁଟି ଚେୟାରମ୍ୟାନ୍‌ ଭାବେ ନିଯୁକ୍ତ କରିଛି…

ପଦକ ଜିତିବାର ଉତ୍ସାହଜନକ ଖବରଠାରୁ ପ୍ରଧାନମନ୍ତ୍ରୀଙ୍କ ଫୋନ କଲ ପର୍ଯ୍ୟନ୍ତ… ମୋଦି ସାଜିଥିଲେ ଖେଳାଳିମାନଙ୍କର ସବୁଠାରୁ ବଡ଼ ‘Cheerleader’

ନୂଆଦିଲ୍ଲୀ,୧୭।୯: ୧୯୫୦ ମସିହା ସେପ୍ଟେମ୍ବର ୧୭ରେ ଜନ୍ମିତ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଚଳିତ ବର୍ଷ ନିଜର ୭୬ତମ ଜନ୍ମଦିନ ପାଳନ କରୁଛନ୍ତି। ତାଙ୍କର ବ୍ୟକ୍ତିଗତ ସମ୍ପର୍କ…

ଆଉ ୫ ବର୍ଷ ପାଇଁ ଟାଟାର ନେତୃତ୍ୱ ନେବେ ଏନ. ଚନ୍ଦ୍ରଶେଖରନ; ଟାଟା ସନ୍ସ ବୋର୍ଡର ମଞ୍ଜୁରୀ

ନୂଆଦିଲ୍ଲୀ,୧୭।୯: ମୁମ୍ବାଇରେ ଗୁରୁବାର ଟାଟା ଗ୍ରୁପ୍ର ବୋର୍ଡ ବୈଠକ ଅନୁଷ୍ଠିତ ହୋଇଥିଲା, ଯେଉଁଥିରେ ଗ୍ରୁପର ଅଧ୍ୟକ୍ଷ ପଦ ସମ୍ବନ୍ଧୀୟ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଥିଲା: ଏନ. ଚନ୍ଦ୍ରଶେଖରନ…

ପାକିସ୍ତାନ କ୍ରିକେଟରେ ହଇଚଇ: ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ମହମ୍ମଦ ରିଜୱାନ

ଇସଲାମାବାଦ,୧୭।୯: ସମ୍ପ୍ରତି ଶେଷ ହୋଇଥିବା ପାକିସ୍ତାନ-ଇଂଲଣ୍ଡ ଟେଷ୍ଟ ସିରିଜ ବିବାଦ ଘେରରେ ରହିଥିଲା। ଦ୍ୱିତୀୟ ଟେଷ୍ଟ ମ୍ୟାଚ ପରେ, ମହମ୍ମଦ ରିଜୱାନ, ଇମାମ-ଉଲ-ହକ ଏବଂ ସଲମାନ ଆଘାଙ୍କ…

ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା ଗ୍ରହଣ କଲେ କେନ୍ଦ୍ର ସରକାର, ପୂର୍ବରୁ…

ଭୁବନେଶ୍ୱର,୧୭ା୯: ଡେପୁଟି କମିଶନର ଅଫ ପୋଲିସ(ଡିସିପି) ଜଗମୋହନ ମୀନାଙ୍କ ଇସ୍ତଫା ଗୃହୀତ ହୋଇଛି। କେନ୍ଦ୍ର ସରକାର ଏହି ଇସ୍ତଫାପତ୍ରକୁ ଆନୁଷ୍ଠାନିକ ଭାବେ ଗ୍ରହଣ କରିଛନ୍ତି। ଚାକିରିରୁ ଅବସର…

ଅବସର ନେଇ ଚକିତ କରାଇଲେ ଏହି ୩୮ ବର୍ଷୀୟ ଖେଳାଳି, କ୍ରିକେଟ ଜଗତରେ ହଇଚଇ

ନୂଆଦିଲ୍ଲୀ,୧୭।୯: ଅଷ୍ଟ୍ରେଲିଆର ଅଭିଜ୍ଞ ୱିକେଟ୍‌କିପର-ବ୍ୟାଟର ମାଥ୍ୟୁ ୱେଡ୍ ବିଗ୍‌ ବାଶ୍‌ ଲିଗ୍‌ (BBL)ରୁ ଅବସର ଘୋଷଣା କରିଛନ୍ତି । ଏହା ପୂର୍ବରୁ ସେ ଅନ୍ତର୍ଜାତୀୟ କ୍ରିକେଟ୍‌ରୁ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?